ସୁଧ ହାର କମାଇଲା ଇପିଏଫ୍‌ଓ

ନୂଆଦିଲ୍ଲୀ,୬-୩: ଏମ୍ପ୍ଲଇଜ ପ୍ରୋଭିଡେଣ୍ଟ ଫଣ୍ଡ ଅର୍ଗାନାଇଜେଶନ(ଇପିଏଫ୍‌ଓ) ଗୁରୁବାର ଏହାର ସୁଧହାର ହ୍ରାସ କରିଛି। ଫଳରେ ଉପଭୋକ୍ତାମାନେ ଚଳିତ ଆର୍ଥତ୍କ ବର୍ଷ ଲାଗି ୮.୫% ହାରରେ ସୁଧ ପାଇ…

ୟେସ୍‌ ବ୍ୟାଙ୍କ ଉପରେ ଲାଗିଲା ଆର୍‌ବିଆଇ କଟକଣା

ନୂଆଦିଲ୍ଲୀ,୬-୩: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛି। ବ୍ୟାଙ୍କର ଆର୍ଥତ୍କ ସ୍ଥିତି ବିଗିଡି ଥିବା ଯୋଗୁ କେନ୍ଦ୍ରୀୟ ବ୍ୟାଙ୍କ…

୨୭ରେ ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ,୬-୩: ବ୍ୟାଙ୍କ ମିଶ୍ରଣକୁ ବିରୋଧ କରି ଦେଶର ବ୍ୟାଙ୍କ ସଂଘଗୁଡିକ ଚଳିତ ମାସ ୨୭ରେ ଧର୍ମଘଟ ଡାକରା ଦେଇଛନ୍ତି। ଏହି ସଂଘଗୁଡିକ ମଧ୍ୟରେ ଅଲ ଇଣ୍ଡିଆ ବ୍ୟାଙ୍କ…

ଧରିତ୍ରୀ କାର୍ଟୁନ

ଧରିତ୍ରୀ କାର୍ଟୁନ

ପାଲା ମାଧ୍ୟମରେ ବିକାଶର ବାର୍ତ୍ତା

ଖଇରା, ୫।୩(ଡି.ଏନ.ଏ.)-ଗୁରୁବାର ଖଇରା ବ୍ଲକ ପରିସରରେ ବିଜୁ ପଟ୍ଟନାୟକ ଜୟନ୍ତୀ ଓ ପଞ୍ଚାୟତିରାଜ ଦିବସ ପାଳନ ଅବସରରେ ପାଲା ପରିବେଷଣ କରାଯାଇଥିଲା। ଯୁବ ପାଲାଗାୟକ ଛାୟାକାନ୍ତ ମହାନ୍ତି…

ଦେଶୀ ବନ୍ଧୁକ ସହ ଶିକାରୀ ଗିରଫ

ସଜନାଗଡ଼, ୫।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡ଼ିହା ଅଭୟାରଣ୍ୟ ଭିତରେ ଦିନକୁ ଦିନ ଶିକାରୀମାନଙ୍କ ପ୍ରାର୍ଦୁଭାବ ବଢିବାରେ ଲାଗିଛି। ଏହାକୁ ରୋକିବା ପାଇଁ କୁଲଡ଼ିହା ରେଞ୍ଜର…

ଏସ୍‌ସିବି ମେଡିକାଲରେ ଦ୍ୱିତୀୟ କାଡାଭେରିକ ଟ୍ରାନ୍ସପ୍ଲାଣ୍ଟ: ୨ ରୋଗୀ ପାଇଲେ ନୂଆ ଜୀବନ

କଟକ ଅଫିସ,୫ା୩- ବିଶ୍ୱ ଚିକିତ୍ସା କ୍ଷେତ୍ରରେ ଆଉ ଏକ ସଫଳତା ନିଜ ନଁାରେ ଯୋଡିଛି ଏସ୍‌ସିବି ମେଡିକାଲ। ଜଣେ ମୃତ ମହିଳାଙ୍କ ଶରୀରରୁ କିଡ୍‌ନୀ ବାହାର କରି…

ବଳାତ୍କାର ଅଭିଯୋଗ, ଯୁବକ ଗିରଫ

ପାଲଲହଡ଼ା, ୫ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର କରିବା ଅଭିଯୋଗରେ ବରାହକୁଦର ଗ୍ରାମର ଚିତ୍ତରଞ୍ଜନ ମହନ୍ତଙ୍କୁ ପୋଲିସ…

ବୃଦ୍ଧାଙ୍କୁ ଦଳିଦେଲା ଦନ୍ତା

ବଇଣ୍ଡା,୫।୩(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ଥାନା କମରେଇ ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଏକ ଦନ୍ତା ହାତୀ ତାଣ୍ଡବ କରିଛି। ଗ୍ରାମର ୩ଟି ଚାଳଘର ଭାଙ୍ଗିବାସହ ଘର ଭିତରେ…

୬ ମାସରେ ୧୦୯ ଗାଁରେ ପହଞ୍ଚତ୍ବ ସମସ୍ତ ଯୋଜନା

ସୋନପୁର,୫।୩(ନି.ପ୍ର.): ପଞ୍ଚାୟତିରାଜ ଦିବସରେ ସୁବର୍ଣ୍ଣପୁର ଜିଲାରେ ଘୋଷଣା ହୋଇଛି ମିଶନ ୧୦୯ କାର୍ଯ୍ୟକ୍ରମ । ଜିଲାପାଳ ମୋନିଷା ବାନାର୍ଜୀ ଏହି ଘୋଷଣା କରିଛନ୍ତି । କେନ୍ଦ୍ର ଓ…