ଲକ୍‌ଡାଉନ୍‌ ଯୋଗୁ ଟଙ୍କା ଉଠାଣରେ ଉପୁଜୁଥିଲା ସମସ୍ୟା, ଚୈାଦ୍ୱାରରେ ଆରମ୍ଭ ହେଲା ଭ୍ରାମ୍ୟମାଣ ଏଟିଏମ୍‌ ସେବା

ଚୌଦ୍ୱାର,୧୧ା୪(ଡି.ଏନ୍‌.ଏ.): କରୋନା ଭୟାବହତାକୁ ନଜରରେ ରଖି ସାରା ଦେଶ ତଥା ରାଜ୍ୟକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନରେ ସହାରାଞ୍ଚଳଠୁ ଆରମ୍ଭ କରି ଗ୍ରାମାଞ୍ଚଳ ଲୋକେ ପ୍ରଭାବିତ ହୋଇଛନ୍ତି।…

ଆବେଗ ଉପରେ କରୋନା ଲଗାମ୍‌: ଡ୍ୟୁଟିରୁ ଫେରି ଥିବା ଝିଅଙ୍କୁ ଚାଦରରେ ଗୁଡ଼ାଇ ଆଲିଙ୍ଗନ କଲେ ମା’

ଓ୍ବାଶିଂଟନ,୧୧।୪: ସାରା ପୃଥିବୀରେ କରୋନା ସଙ୍କଟର ମୁକାବିଲା ଲାଗି ପ୍ରସ୍ତୁତି ଜାରି ରହିଛି। ଏପରିସ୍ଥଳେ କରୋନା ମହାମାରୀକୁ ନେଇ ଲୋକଙ୍କ ମଧ୍ୟରେ ସଚେତନତା ବୃଦ୍ଧି ପାଇଛି। ମନର…

ବିଶୋଧୀକରଣ ହେଲା ଶ୍ରୀମନ୍ଦିର ଚତୁଃପାର୍ଶ୍ୱ

ପୁରୀ ଅଫିସ,୧୧।୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବିିଭନ୍ନ ପ୍ରକାର ପଦକ୍ଷେପ ନିଆଯାଉଛି। କିପରି ଏହି ମାରାତ୍ମକ ଭୂତାଣୁ ନ ବ୍ୟାପିବ…

କରୋନା ଭାଇରସ: ପ୍ରଥମ ଦେଶ ଭାବେ ଆମେରିକାରେ ଗୋଟିଏ ଦିନରେ ଗଲା ୨ ହଜାରରୁ ଊର୍ଦ୍ଧ୍ୱ ମୁଣ୍ଡ

ଓ୍ବାଶିଂଟନ,୧୧।୪: ସାରା ବିଶ୍ୱରେ ଏବେ କାୟା ବିସ୍ତାର କରିଛି କରୋନା ଭାଇରସ। ଆମେରିକାରେ ଏହା ଥମିବାର ନାଁ ନେଉ ନ ଥିବା ବେଳେ ଏବେ ସେଠାରେ କରୋନାକୁ…

ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ ଦେଲା ଭଦ୍ରକ ଜିଲା ପ୍ରଶାସନ, ନଚେତ ଗଣିବେ ଜରିମାନା

ଭଦ୍ରକ ଅଫିସ, ୧୧।୪ - ଭଦ୍ରକ ଜିଲାବାସୀ ଘରୁ ବାହାରିଲେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରିଛି ଜିଲା ପ୍ରଶାସନ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ କରୋନାକୁ ମୁକାବିଲା କରିବା…

ପୁରୀରେ ପହଞ୍ଚିଲା ୫ମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୧୧।୪: ଆସନ୍ତା ଜୁନ୍‌ ୨୩ରେ ରଥଯାତ୍ରା। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ୩ରଥ ନିର୍ମାଣ ଲାଗି ଶନିବାର ପୁରୀରେ ପହଞ୍ଚିଛି ୫ମ…

ଭଦ୍ରକର ଦୁଇ ଲକ୍ଷ ଉଜ୍ଜଳା ପରିବାରକୁ ମିଳିବ ମାଗଣା ଗ୍ୟାସ, ବିତରକ କର୍ମଚାରୀଙ୍କୁ ୫ ଲକ୍ଷର ବୀମା

ଭଦ୍ରକ ଅଫିସ, ୧୧।୪ - କରୋନା ମୁକାବିଲା ପାଇଁ ଭଦ୍ରକ ଜିଲାରେ ୨,୦୯,୦୦୦ ପରିବାରକୁ ମାସିକ ଗୋଟିଏ କରି ତିନୋଟି ଏଲ୍‌ପିଜିର ଦାମ୍‌ ସରକାରଙ୍କ ପକ୍ଷରୁ ମିଳିବ।…

୯୨ ଦିନରେ କରୋନା ମୃତ୍ୟୁ ସଂଖ୍ୟା ଲକ୍ଷେ ଟପିଲା: ୨୨ ଦିନରେ ୯୦ ହଜାରରୁ ଅଧିକ ଲୋକଙ୍କ ଗଲାଣି ଜୀବନ !

ଓ୍ବାଶିଂଟନ/ରୋମ୍‌/ବେଜିଂ,୧୧।୪: କରୋନା ସଂକ୍ରମଣ ଯୋଗୁ ଗତ ୯୨ ଦିନରେ ସାରା ପୃଥିବୀରେ ଲକ୍ଷେରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଚାଇନାର ଉହାନ ସହରର ମାଂସ ବଜାରରୁ କରୋନା…

ଭୁବନେଶ୍ୱରର ୫ଟି ସ୍କୁଲରେ ସ୍ବାବ୍‌ ନମୂନା ସଂଗ୍ରହ ଆରମ୍ଭ

ଭୁବନେଶ୍ୱର,୧୧।୪(ବ୍ୟୁରୋ): କରୋନା (କୋଭିଡ-୧୯) ଟେଷ୍ଟ ପାଇଁ ଶନିବାରଠାରୁ ଭୁବନେଶ୍ୱରର ବିଭିନ୍ନ ସ୍କୁଲରେ ଆରମ୍ଭ ହୋଇଛି ସ୍ବାବ୍‌ ନମୁନା ସଂଗ୍ରହ ପ୍ରକ୍ରିୟା। ରାଜଧାନୀର ୫ଟି ସ୍କୁଲରେ ମେଡିକାଲ ଟିମ୍‌…

ଭାସ୍କର୍ଯ୍ୟ ମାଧ୍ୟମରେ ସଚେତନତା ବାର୍ତ୍ତା

କଟକ ଅଫିସ,୧୧ା୪: କରୋନା ଭୂତାଣୁ ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ମୁଖ୍ୟ ଅସ୍ତ୍ର ହେଉଛି ସାମାଜିକ ଦୂରତ୍ୱ। ଲୋକେ ଅନେକ ସମୟରେ ସାମାଜିକ ଦୂରତ୍ୱକୁ ମାନୁନାହାନ୍ତି। ଫଳରେ…