ବଡ଼ଖଣ୍ଡାଏତା ଷ୍ଟେଶନରେ ରେଳରୋକୋ

କଟକ ସଦର,୪ା୩(ଡି.ଏନ୍‌.ଏ.): ବିଳମ୍ବରେ ଯାତ୍ରୀବାହୀ ଟ୍ରେନ ଚଳାଚଳ କରିବା ପ୍ରତିବାଦରେ କଟକ-ପାରାଦୀପ ରେଳପଥର ବଡ଼ଖଣ୍ଡାଏତା ଷ୍ଟେଶନରେ ମଙ୍ଗଳବାର ସକାଳେ ଯାତ୍ରୀମାନେ ୨ଘଣ୍ଟା ରେଳରୋକୋ କରିଥିଲେ। ସୂଚନା ଅନୁଯାୟୀ,…

ଅଟକିଲା ନାବାଳିକା ବିବାହ

ନୟାଗଡ ଅଫିସ,୪।୩-ନୟାଗଡ ଜିଲା ଦଶପଲ୍ଲା ବ୍ଲକର ଘୋଳାହାଣ୍ଡି ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କର ବିବାହ ବନ୍ଦ କରାଇବାରେ ଜିଲା ଶିଶୁ ସୁରକ୍ଷା ୟୁନିଟ୍‌ ଓ ଚାଇଲ୍ଡ…

ଗୌରାଙ୍ଗପୁରରେ କଙ୍ଗାରୁ କୋର୍ଟ : ଘର ଭାଙ୍ଗି ଲୁଟିନେଲେ ଉପକରଣ

ରଣପୁର,୪ା୩(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକର ଗୌରାଙ୍ଗପୁରରେ କଙ୍ଗାରୁ କୋର୍ଟ କରାଯାଇ ରବୀନ୍ଦ୍ର ବେହେରାଙ୍କ ପରିବାରକୁ ପ୍ରଥମେ ବାସନ୍ଦ କରାଗଲା। ଆଉ ଏହାର କିଛିବର୍ଷ ପରେ ମଙ୍ଗଳବାର…

ଲିଭରପୁଲକୁ ହରାଇ ଏଫ୍‌ଏ କପ୍‌ କ୍ୱାର୍ଟରରେ ଚେଲସି

ଲଣ୍ଡନ,୪ା୩- ନିକଟରେ ଚଳିତ ସିଜନର ପ୍ରିମିୟର ଲିଗ୍‌ରେ ପ୍ରଥମ ଥର ପରାସ୍ତ ହୋଇଥିବା ଲିଭରପୁଲକୁ ପୁଣି ପରେ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଚେଲସି ଦଳ ୨-୦…

ମୋବାଇଲ୍‌ ସ୍କ୍ରିନ୍‌ ଦ୍ୱାରା ବି ବ୍ୟାପିପାରେ କରୋନା ଭୂତାଣୁ !

ନୂଆଦିଲ୍ଲୀ,୪।୩ : କରୋନା ସଂକ୍ରମଣ ନେଇ ଏବେ ପୃଥିବୀ ସାରା ଆତଙ୍କ ଖେଳି ଯାଇଛି। ଏଥିରୁ ଦୂରେଇ ରହିବା ପାଇଁ ବିଭିନ୍ନ ଉପାୟ ସମ୍ପର୍କରେ ଚିକିତ୍ସକ ପରାମର୍ଶ…

୨୧ ନୁହେଁ ୨୫ରେ ନଗଡ଼ା ଆସିବେ ଲୋକାୟୁକ୍ତ ପ୍ରତିନିଧିଦଳ

ଯାଜପୁର ଅଫିସ, ୪।୩: ଯାଜପୁର ଜିଲା ନଗଡ଼ାର ବିକାଶରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଓଡ଼ିଶା ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏନେଇ ଏଲ୍‌ଓ୍ବାଇ କେସ୍‌ ନଂ.୪୫୫/୨୦୧୯ରେ…

ନଳକୂପ ନିକଟରେ ଅଳିଆ ପକାଇବାକୁ କେନ୍ଦ୍ରକରି ମାରପିଟ: ୩ ଗିରଫ

ଧର୍ମଶାଳା/ଜେନାପୁର,୪ା୩(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ସୁକୁଟିଝର ଗ୍ରାମରେ ଏକ ନଳକୂପ ନିକଟରେ ଅଳିଆ ପକାଇବାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଛି।…

ଦଳିତ ନେତାଙ୍କୁ ଆକ୍ରମଣ ମାମଲା: ଶ୍ରମିକ ନେତା, ୨ଖଣି ଅଧିକାରୀ ନିର୍ଦ୍ଦୋଷରେ ଖଲାସ

ଯାଜପୁର ଟାଉନ/ ଯାଜପୁରରୋଡ, ୪।୪ (ଡି.ଏନ୍‌.ଏ.): ୨୦୦୯ ମସିହା ବହୁ ଚର୍ଚ୍ଚିତ ସାମାଜିକ କର୍ମୀ ବା ଦଳିତ ନେତା ବିଶ୍ୱନାଥ ପାତ୍ରଙ୍କୁ ସୁକିନ୍ଦା ଖଣି ଅଞ୍ଚଳର ଶ୍ରମିକ ନେତା…

ଘରୁ ଲୁଟିନେଲେ ୫ଭରି ସୁନା, ୪ଲକ୍ଷ ଟଙ୍କା

ପୁରୀ ଅଫିସ,୪ା୩: କିଛି ଦିନର ନୀରବତା ପରେ ପୁଣି ପୁରୀ ସହରରେ ଆତଙ୍କ ଖେଳାଇଛନ୍ତି ଲୁଟେରା। ୫ଜଣ ମୁଖାଧାରୀ ଦୁର୍ବୃତ୍ତ ଟାଉନ ଥାନା ଅଧୀନ ରାଧାଗୋବିନ୍ଦ ଲେନସ୍ଥିତ…

ଅନ୍‌ଲାଇନ୍‌ରେ ହେବ ଟ୍ରେଡ୍‌ ଲାଇସେନ୍ସ ଆବେଦନ

ଭୁବନେଶ୍ୱର, ୪ା୩ (ବ୍ୟୁରୋ): ଭୁବନେଶ୍ୱରର ବ୍ୟବସାୟୀମାନେ ପ୍ରଥମଥର ବିନା କିଛି ଝିଞ୍ଜଟରେ ଏବେ ଟ୍ରେଡ୍‌ ଲାଇସେନ୍ସ ପାଇଁ ଆବେଦନ କରିପାରିବେ। ଲାଇସେନ୍ସ ପାଇବାକୁ ସେମାନଙ୍କୁ ଆଉ ଭୁବନେଶ୍ୱର…