ଆମେରିକାର ଉଦାହରଣ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଓଡ଼ିଶା ସରକାରଙ୍କ ପାଇଁ ଅର୍ଥନୀତି ନୁହେଁ ମଣିଷ ଜୀବନ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୯।୪(ବ୍ୟୁରୋ): ଓଡ଼ିଶାର ଜନସାଧାରଣ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ସହଯୋଗ ଏବଂ ସମର୍ଥନ ଜଣାଇଛନ୍ତି। ହେଲେ ପରିସ୍ଥିତିର ମୁକାବିଲା ପାଇଁ ଏହାହିଁ ଏକମାତ୍ର ବାଟ। ଗତ ମାର୍ଚ୍ଚ ୧୫…

ଜିଲାପାଳଙ୍କ ଘୋଷଣା ପରେ ଘରଘର ବୁଲି ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝୁଛି ବ୍ଲକ ପ୍ରଶାସନ

ଗଞ୍ଜାମ,୯ା୪(ଡି.ଏନ୍‌.ଏ.) : କରୋନା ପାଇଁ ସରକାର ଓ ଜିଲା ପ୍ରଶାସନ ଦିନରାତି ଏକ କରିସାରିଲେଣି। କରୋନା ସଂକ୍ରମଣ କିପରି ନ ବ୍ୟାପିବ ସେନେଇ ଜିଲା ପ୍ରଶାସନ ପକ୍ଷରୁ…

ଲକ୍‌ଡାଉନ୍‌ରେ ଘରୁ ବାହାରିବା କେତେ ବିପଦଜ୍ଜନକ: ଶର୍ଟ ଫିଲ୍ମ ଜରିଆରେ ଲୋକଙ୍କୁ ସୂଚିତ କଲେ ଭାଇଜାନ

ମୁମ୍ବାଇ: କରୋନା ଭାଇରସ୍‌କୁ ରୋକିବା ପାଇଁ ସରକାର ଯଥାସମ୍ଭବ ପ୍ରଚେଷ୍ଟା ଚଳାଇଛନ୍ତି। ଏଥିପାଇଁ ସୁରକ୍ଷା ଦୃଷ୍ଟିରୁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହି ସମୟରେ ଘରୁ…

ଆମେରିକାର ଋଣ ସୁଝାଇଲା ଭାରତ: ଗହମ ବଦଳରେ ଦେଲା ଔଷଧ

ନୂଆଦିଲ୍ଲୀ,୯।୪: ସମୟ ପ୍ରତି ମୁହୂର୍ତ୍ତରେ ବଦଳି ଚାଲିଛି। ବିଶ୍ୱର ଶକ୍ତିଶାଳୀ ଦେଶ ଆମେରିକା ଆଜି କରୋନା କବଳରେ ପଡି ଯେମିତି ବହୁ ପଛକୁ ଚାଲି ଯାଇଛି। କରୋନା…

ଗୋଟିଏ ଦିନରେ ଆମେରିକାରେ ୧,୯୭୩ ଜଣଙ୍କ ମୃତ୍ୟୁ; ୩୩ ହଜାର ନୂଆ ସଂକ୍ରମିତ ଚିହ୍ନଟ

ଓ୍ବାଶିଂଟନ,୯।୪: କରୋନା ସଂକ୍ରମଣ ନେଇ ଆମେରିକାରେ ସଙ୍କଟ ସୃଷ୍ଟି ହୋଇଛି। ଏଠାରେ ଗୋଟିଏ ଦିନରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୧,୯୭୩ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟା…

ଆର୍‌.ଉଦୟଗିରି, ନୂଆଗଡ଼ ବ୍ଲକର ବିଭିନ୍ନ ପଞ୍ଚାୟତରେ ବିଶୋଧକ ସିଞ୍ଚନ

ଆର୍‌.ଉଦୟଗିରି,୯ା୪(ଡି.ଏନ୍‌.ଏ.) : ଗଜପତି ଜିଲା ଆର.ଉଦୟଗିରି, ନୂଆଗଡ଼, ଖଜୁରୀପଦା ଓ ବଡ଼ପଦା ସହରରେ ଯୁଦ୍ଧକାଳୀନ ଭିତ୍ତିରେ ପଞ୍ଚାୟତ କୃର୍ତ୍ତପକ୍ଷ ଏବଂ ଅଗ୍ନିଶମ ବିଭାଗ ଦ୍ୱାରା କରୋନା ଭୂତାଣୁ…

ଜୁନ୍‌ ୧୭ ଯାଏ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଗୁରୁବାର ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ଏପ୍ରିଲ ୩୦ ଯାଏ ରାଜ୍ୟରେ ଲକ୍‌ଡାଉନ୍‌ ସମୟସୀମା ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଛି।…

ଏସ୍‌.ଛଚିନା ପଞ୍ଚାୟତରେ କ୍ଲୋରିନ୍‌, ବ୍ଲିଚିଂ ସିଞ୍ଚନ

ବେଗୁନିଆପଡ଼ା,୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଏସ୍‌.ଛଚିନା ପଞ୍ଚାୟତର ସମସ୍ତ ଗ୍ରାମରେ ଯୁଦ୍ଧକାଳୀନ ଭିତ୍ତିରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଚାଲିଛି ସାନିଟାଇଜ୍‌ ବ୍ୟବସ୍ଥା।…

କରୋନା ମହାମାରୀ ନେଇ ଆରୋପ ପ୍ରତ୍ୟାରୋପକୁ କ୍ୱାରାଣ୍ଟାଇନ୍‌ରେ ରଖ; ପ୍ରଥମେ ଜଳୁଥିବା ଘରକୁ ସୁରକ୍ଷିତ କର: ଡବ୍ଲ୍ୟୁଏଚ୍‌ଓ

ଓ୍ବାଶିଂଟନ,୯।୪: ସାରା ପୃଥିବୀରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ପ୍ରସ୍ତୁତି ଜାରି ରହିଛି। ଏପରିସ୍ଥଳେ କରୋନା ମହାମାରୀ ନେଇ ଆମେରିକା ଏବଂ ଚାଇନା ମଧ୍ୟରେ ଆରୋପ…

ପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ: ରାଜ୍ୟରେ ମୋଟ ପଜିଟିଭ୍‌ ସଂଖ୍ୟା ୪୪କୁ ବୃଦ୍ଧି

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟରେ ପୁଣି ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଗୁରୁବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଢେଙ୍କାନାଳର ଜଣେ…