ଆବଦ୍ଧ ଅଞ୍ଚଳର ଦୈନିକ ୫୦ ପ୍ରତିଶତ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ହେଉଛି

ଭୁବନେଶ୍ୱର, ୯ା୪(ବ୍ୟୁରୋ): ଭୁବନେଶ୍ୱରରେ ୩୪ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସୂର୍ଯ୍ୟନଗର, ବମିଖାଲ, ସତ୍ୟନଗର, ସୁନ୍ଦରପଦା ଓ ଯଦୁପୁର…

ଆଜିଠୁ ରାଜମହଲରୁ ମାଷ୍ଟରକ୍ୟାଣ୍ଟିନ୍‌ ରାସ୍ତା ପାର୍ଶ୍ୱରେ ବସିବେ ୩୫ ବ୍ୟବସାୟୀ

ଭୁବନେଶ୍ୱର,୯ା୪(ବ୍ୟୁରୋ): ଗୁରୁବାରଠାରୁ ରାଜ ମହଲଠାରୁ ମାଷ୍ଟରକ୍ୟାଣ୍ଟିନ୍‌ ରାସ୍ତା ପାର୍ଶ୍ୱରେ ୩୫ ବ୍ୟବସାୟୀଙ୍କୁ ବ୍ୟବସାୟ କରିବାକୁ ଅନୁମତି ମିଳିଛି। ଏଥିମଧ୍ୟରେ ୨୨ ପରିବା ଦୋକାନ, ୯ ଗ୍ରସେରି ଦୋକାନ…

ଲକ୍‌ଡାଉନ: ଅସହାୟଙ୍କ ପାଇଁ ଅଭିଶାପ

ଭୁବନେଶ୍ୱର,୯ା୪(ବ୍ୟୁରୋ): ସମଗ୍ର ଦେଶରେ ୨୧ଦିନିଆ ଲକ୍‌ଡାଉନ ବଳବତ୍ତର ରହିଛି। ରାଜ୍ୟ ତଥା ବାହାର ରାଜ୍ୟର ପ୍ରାୟ ୪୭ହଜାର ଅତିଥି ଶ୍ରମଜୀବୀ ଏବଂ ଅସହାୟଙ୍କୁ ବିଭିନ୍ନ ଜିଲାର ୧୭୬୫…

ରିଲିଫ ପାଣ୍ଠିକୁ ଡାଲମିଆ ସିମେଣ୍ଟର ଦାନ

ଭୁବନେଶ୍ୱର,୯ା୪: ଡାଲମିଆ ସିମେଣ୍ଟ ଭାରତ ଲିମିଟେଡ ପକ୍ଷରୁ କୋଭିଡ-୧୯ ବିରୋଧୀ ଲଢେଇ ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ସୁନ୍ଦରଗଡ…

ନାଲ୍‌କୋ ପକ୍ଷରୁ ୧୦.୨ କୋଟି ପ୍ରଦାନ

ଭୁବନେଶ୍ୱର,୯ା୪: ରାଷ୍ଟ୍ରାୟତ୍ତ ଆଲୁମିନିୟମ କମ୍ପାନୀ ଲିମିଟେଡ ନାଲ୍‌କୋ ପକ୍ଷରୁ କୋଭିଡ-୧୯ ଲଢେଇ ଲାଗି ୧୦.୨ କୋଟି ଟଙ୍କା ସରକାରଙ୍କୁ ପ୍ରଦାନ କରାଯାଇଛି। କମ୍ପାନୀ ପକ୍ଷରୁ ପିଏମ୍‌ କେୟାର୍ସ…

ଅଣସଙ୍ଗଠିତ କ୍ଷେତ୍ର ଶ୍ରମିକଙ୍କ ସ୍ଥିତି ବିଗିଡିବା ଆଶଙ୍କା

ନୂଆଦିଲ୍ଲୀ,୯।୪: କରୋନା ଯୋଗୁ ଦେଶର ଅଣ ସଙ୍ଗଠିତ କ୍ଷେତ୍ରରେ କାର୍ଯ୍ୟରତ ପ୍ରାୟ ୪୦ କୋଟି ଶ୍ରମିକଙ୍କ ସ୍ଥିତି ବିଗିଡିବାର ଆଶଙ୍କା କରାଯାଉଛି। ଜାତିସଂଘ ପକ୍ଷରୁ ଏକ ରିପୋର୍ଟରେ…

ଟେଲିକମ୍‌ ସଚିବଙ୍କୁ ମୁଖ୍ୟ ଶାସନ ସଚିବଙ୍କ ଚିଠି: ମୋବାଇଲ୍‌ ସଂଯୋଗ ନ କାଟିବାକୁ ଅନୁରୋଧ

ଭୁବନେଶ୍ୱର,୯ା୪: କରୋନା ଭୂତାଣୁ ସଂକ୍ରମଣ ଲାଗି କରାଯାଇଥିବା ଲକ୍‌ଡାଉନ୍‌ ଯୋଗୁ ମୋବାଇଲ୍‌ ବିଲ୍‌ ପଇଠ ଏବଂ ରିଚାର୍ଜ କରିବାରେ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଣୁ ବିଲ୍‌…

ସ୍ବତନ୍ତ୍ର କାର୍ଗୋ ବିମାନରେ ଆସିଲା କୋଭିଡ୍‌-୧୯ କିଟ୍‌

ଭୁବନେଶ୍ୱର, ୯ା୪(ବ୍ୟୁରୋ): ଲକ୍‌ଡାଉନ୍‌ ଜାରି ରହିଥିବାରୁ କାର୍ଗୋ ବିମାନ ଯୋଗେ ଓଡ଼ିଶାକୁ ଔଷଧ ଓ ମେଡିକାଲ ସାମଗ୍ରୀ ପରିବହନ ଜାରି ରହିଛି। ତେବେ ବୁଧବାର ଏକ ସ୍ବତନ୍ତ୍ର…

ଓଡ଼ିଶାର ୮ ଜିଲାରେ ଆବଦ୍ଧ ଅଞ୍ଚଳ

ଭୁବନେଶ୍ୱର, ୯ା୪(ବ୍ୟୁରୋ): ଓଡ଼ିଶାରେ ବୁଧବାର ସୁଦ୍ଧା ୪୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେଣୁ ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେଉଛନ୍ତି। ରାଜ୍ୟର…

ନକଲି ଅଗ୍ନିଶମ କର୍ମଚାରୀ ଗିରଫ

ଫୁଲବାଣୀ ଅଫିସ, ୯ା୪- ଜଣେ ନକଲି ଅଗ୍ନିଶମ କର୍ମଚାରୀଙ୍କୁ ଖଜୁରିପଡ଼ା ଥାନା ପୋଲିସ ଗିରଫ କରିଛି। ଗିରଫ ଯୁବକ ଜଣକ ହେଲେ ଗୁରୁପଦା ଗ୍ରାମର ବାବୁଲ କହଁର।…