ଗ୍ରାମାଞ୍ଚଳରେ ୩୬୦, ସହରାଞ୍ଚଳରେ ୯ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର

ବାଲେଶ୍ୱର ଅଫିସ, ୯।୪-ବାଲେଶ୍ୱର ଜିଲାରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ସୁଦ୍ଧା ଜିଲାର ୩୬୦ଟି ପଞ୍ଚାୟତରେ ୩୬୦ଟି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯାଇ…

ଘର ଘର ବୁଲି ପିଡିଏସ୍‌ ହିତାଧିକାରୀଙ୍କୁ ଆର୍ଥିକ ସହାୟତା

ବନ୍ତ,୯।୪(ସ୍ବ.ପ୍ର.)-କରୋନା ଲକ୍‌ ଡାଉନ୍‌ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ପିଡିଏସ୍‌ ହିତାଧିକାରୀଙ୍କୁ ୧ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ଯୋଗାଇ ଦେବାର ବ୍ୟବସ୍ଥା କରିଛନ୍ତି…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ଠାକୁରମୁଣ୍ଡା,୯ା୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ନାରୀ ଶକ୍ତି ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ବୁଧବାର କରୋନା ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦,୦୫୧…

ଫାଟକ ଭାଙ୍ଗି ଭିତରକୁ ପଶିଗଲା ଟ୍ରକ୍‌

ତାଳଚେର/କଣିହାଁ, ୯ା୪(ନି.ପ୍ର.) : କଣିହାଁସ୍ଥିତ ଏକ କମ୍ପାନୀରେ କୋଇଲା ଅନ୍‌ଲୋଡ କରି ତାଳଚେର ଅଭିମୁଖେ ଯାଉଥିବା ଏକ ଟ୍ରକ୍‌ ମଙ୍ଗଳବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ କଣିହାଁ…

୫ ବର୍ଷ ତଳକୁ ଚାଲିଯିବ ବିମାନ ଶିଳ୍ପ କାରବାର

ନୂଆଦିଲ୍ଲୀ,୯।୪: କରୋନା ଭାରତୀୟ ବିମାନ ଚଳାଚଳ ଶିଳ୍ପକୁ କ୍ଷତିଗ୍ରସ୍ତ କରିଛି। ଏଥି ଲାଗି ବଜାରର କାରବାର ୫ ବର୍ଷ ତଳକୁ ଖସିଯିବ ବୋଲି ଏକ ରିପୋର୍ଟରେ ପ୍ରକାଶ…

୬ଘଣ୍ଟାରେ ୨୦ ବାଇକ୍‌ ଜବତ

ବଡ଼ସାହି,୯ା୪(ସ୍ବ.ପ୍ର.)-କରୋନା ମୁକାବିଲା ପାଇଁ ସାରା ଦେଶ ଲକ୍‌ଡାଉନରେ ରହିଛି। ସରକାରଙ୍କ ନିୟମକୁ ଊଲ୍ଲଂଘନ କରି କେତେକ ଅସାମାଜିକ ଯୁବକ ବାଇକ ଯୋଗେ ଏଣେ ତେଣେ ବୁଲୁଥିବା ବେଳେ…

ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା

ଖଇରା, ୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ସିମୁଳିଆ ଓ ଖଇରା ବ୍ଲକର ବିଭିନ୍ନ ପଞ୍ଚାୟତର ଅଙ୍ଗନୱାଡି କେନ୍ଦ୍ରକୁ ଛତୁଆ ଯୋଗାଇ ଆସୁଥିବା ମା’ ରାଉତରାଉତାଣୀ ସ୍ବୟଂ ସହାୟିକା ଗୋଷ୍ଠୀ…

ବଟଲରଙ୍କ ଶାର୍ଟ ନିଲାମରୁ ମିଳିଲା ୮୦ ହଜାର ଡଲାର

ଲଣ୍ଡନ,୯।୪(ପି.ଟି.)-କରୋନା ଭାଇରସ୍‌ ଲଢେଇ ପାଇଁ ଇଂଲଣ୍ଡ ଉଇକେଟକିପର ଜୋସ୍‌ ବଟଲରଙ୍କ ବିଶ୍ୱକପ୍‌ ଫାଇନାଲ ଶାର୍ଟ ନିଲାମ ହୋଇଛି। ଏହି ନିଲାମରୁ ୬୫,୦୦୦ ପାଉଣ୍ଡ ବା ୮୦,୦୦୦ ଡଲାର…

ମହଙ୍ଗା ହେଉଛି ବିଭିନ୍ନ ସାମଗ୍ରୀ

ନୂଆଦିଲ୍ଲୀ,୯।୪ : କରୋନା ଯୋଗୁ ଟିଭି, ଫ୍ରିଜ, ଔଷଧ ସମେତ ଘରୋଇ ବଜାରରେ ବିଭିନ୍ନ ସାମଗ୍ରୀ ମହଙ୍ଗା ଦେଉଥିବା ଦେଖାଯାଇଛି। ଇଲେକଟ୍ରୋନିକ୍ସ ଶିଳ୍ପରେ କାର୍ଯ୍ୟରତ କମ୍ପାନୀଗୁଡିକ ପ୍ରାୟ…

ମାଛ ମାର୍କେଟ ବନ୍ଦ କଲା ପ୍ରଶାସନ; ପାଳନ ହେଉନି ସାମାଜିକ ଦୂରତା

ଅନୁଗୋଳ ଅଫିସ, ୯।୪: ଅନୁଗୋଳ ପୌରପାଳିକା ଅଧୀନରେ ଥିବା ମାଛ ମାର୍କେଟ (ଆମିଷ ବଜାର)କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରିବାକୁ ପୌର ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର…