ଭୁବନେଶ୍ୱରରେ ପହଞ୍ଚିଲା ମେଡିକାଲ ସାମଗ୍ରୀ

ଭୁବନେଶ୍ୱର,୮।୪(ବ୍ୟୁରୋ): କରୋନା ବିଶ୍ୱ ମହାମାରୀ ରୂପ ନେଇସାରିଲାଣି। ରାଜ୍ୟ, ଦେଶ ତଥା ସମଗ୍ର ମାନବ ସମାଜ ଏହାର ମୁକାବିଲା କରିବା ପାଇଁ ଉଦ୍ୟମ ଅବ୍ୟାହତ ରଖିଛି। ପଞ୍ଚାୟତସ୍ତରରୁ…

ରିଲିଫ୍‌ କେନ୍ଦ୍ର ସମ୍ପର୍କରେ ସୂଚନା ଦେବ ଗୁଗଲ୍‌ ମ୍ୟାପ୍‌

ନୂଆଦିଲ୍ଲୀ, ୮।୪: କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ୨୧ ଦିନିଆ ଲକ୍‌ଡାଉନ୍‌ ଚାଲିଛି। ଲକ୍‌ଡାଉନ୍‌ ଯୋଗୁ ଘରକୁ ଫେରି ନ ପାରି ରାଜ୍ୟର ବିଭିନ୍ନ ସ୍ଥାନରେ…

‘ଦୀକ୍ଷା ଆପ୍‌’ରେ ପାଠ ପଢ଼ିବେ ଦଶମ ଶ୍ରେଣୀ ପିଲା

ଭୁବନେଶ୍ୱର, ୮।୪(ବ୍ୟୁରୋ): କରୋନା ଯୋଗୁ ସବୁକିଛି ବନ୍ଦ ହୋଇଯିବା ପରେ ପିଲାମାନଙ୍କ ପାଠପଢ଼ା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ସ୍କୁଲ, କଲେଜ ବନ୍ଦ ହେବାପରେ ଆଗକୁ ପିଲାଙ୍କ ଭବିଷ୍ୟତ…

୨ ଦିନ ଝଡ଼ବର୍ଷା ସମ୍ଭାବନା, ୧୦ରୁ ବଢ଼ିବ ତାତି

ଭୁବନେଶ୍ୱର,୮।୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ସକାଳ ୯ଟାରୁ ଅପରାହ୍ନ ୫ଟା ଯାଏ ପ୍ରଚଣ୍ଡ ଖରା ଲାଗି ରହୁଛି । ଅଧିକାଂଶ ସ୍ଥାନରେ ପାରଦ ୩୮ରୁ…

ଗୋଇନ୍ଦା ବ୍ୟୁରୋ କାର୍ଯ୍ୟାଳୟ, ସତ୍ୟନଗର ପ୍ଲଟ୍‌ ନଂ.୧୧/ଏ ସିଲ୍‌

ଭୁବନେଶ୍ୱର, ୮ା୪(ବ୍ୟୁରୋ): ଭୁବନେଶ୍ବର ବିଦ୍ୟୁତ୍‌ ମାର୍ଗରେ ଅବସ୍ଥିତ କେନ୍ଦ୍ର ସରକାରଙ୍କ ଗୋଇନ୍ଦା ବ୍ୟୁରୋ (ଆଇବି) କାର୍ଯ୍ୟାଳୟ, ଷ୍ଟାଫ୍‌ କଲୋନୀ ଓ ଜନପଥ ପାର୍ଶ୍ୱ ତଥା ସତ୍ୟନଗରସ୍ଥିତ ଏକ…

କରୋନା ଜନିତ ମୃତ୍ୟୁ: ସରକାରଙ୍କ ତତ୍ତ୍ୱାବଧାନରେ ହେବ ମୃତଦେହ ସତ୍କାର

ଭୁବନେଶ୍ୱର, ୮।୪(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ପରେ ଅନ୍ତିମ ସଂସ୍କାର ନେଇ ରାଜ୍ୟ ସରକାର ବଡ଼ ସୂଚନା ଦେଇଛନ୍ତି। କରୋନାରେ ଆକ୍ରାନ୍ତ ଥିବା ବ୍ୟକ୍ତିଙ୍କର ଯଦି ମୃତ୍ୟୁ…

ସାଳନ୍ଦୀ ହସ୍‌ପିଟାଲରେ ହେବ କରୋନା ରୋଗୀଙ୍କ ଚିକିତ୍ସା,୧୨୦ ବେଡ ପ୍ରସ୍ତୁତ, କାର୍ଯ୍ୟରେ ଅବହେଳା ଲାଗି ଜୁନିଅର ରେଭିନ୍ୟୁ ଆସିଷ୍ଟାଣ୍ଟ ନିଲମ୍ବିତ

ଭଦ୍ରକଅଫିସ, ୮।୪- କରୋନା ମହାମାରୀର ମୁକାବିଲା କରିବା ଲାଗି ଜାରି ରହିଥିବା ଲକ୍ ଡାଉନ ପରିସ୍ଥିତିରେ ଭଦ୍ରକ ସହର ସକାଳ ୬ଟା ଠାରୁ ଦିନ ୧ଟା ପର୍ଯ୍ୟନ୍ତ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସୁନ୍ଦରଗଡ ଜିଲା କେନ୍ଦ୍ରସମବାୟ ବ୍ୟାଙ୍କ ପକ୍ଷରୁ ୧୦ ଲକ୍ଷ ଟଙ୍କା ପ୍ରଦାନ

ସୁୁନ୍ଦରଗଡ, ୮ା୪ (ଡି.ଏନ୍‌.ଏ)- କରୋନା ମୁକାବିଲା ପାଇଁ ସୁନ୍ଦରଗଡ ଜିଲା କେନ୍ଦ୍ର ସମବାୟ ବ୍ୟାଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି ।…

ପପଙ୍ଗା ବନବିହାର ଯାତ୍ରା ବାତିଲ : ଗାଁ ବୁଲିବେନି ପ୍ରଭୁ ବୁଢ଼ାରଜା

ଭେଡ଼େନ, ୮ା୪(ଡ଼ି.ଏନ.ଏ.)-ବରଗଡ଼ ଜିଲା ଭେଡ଼େନ ବ୍ଳକ ଅନ୍ତର୍ଗତ ପପଙ୍ଗା ପାହାଡ଼ରେ ପ୍ରତିବର୍ଷ ଚୈତ୍ର ପୂର୍ଣ୍ଣମୀ ପରଦିନ ହେବାକୁ ଥିବା ପ୍ରଭୁ ବୁଢ଼ାରଜା ଓ କ୍ଷେତ୍ରପାଲଙ୍କ ବନବିହାର ଯାତ୍ରା…

ଅମାନିଆଙ୍କୁ ଲାଠି

ଅନୁଗୋଳ ଅଫିସ, ୮।୪- ଲକ୍‌ଡାଉନ ସମୟରେ ବାହାରେ ବୁଲାବୁଲି କରୁଥିବା ଅନୁଗୋଳର କେତେଜଣ ଅମାନିଆଙ୍କୁ ପୋଲିସ ଉତ୍ତମ ମଧ୍ୟମ ଦେଇଛି। ସେହିପରି ବଅଁରପାଳ ଅଞ୍ଚଳରେ କ୍ରିକେଟ ଖେଳୁଥିବା…