କୋର୍ଟରେ ୧୦ କୋଟିର କ୍ଷତିପୂରଣ ମାମଲା

ଢେଙ୍କାନାଳ ଅଫିସ, ୨।୩: ଡାକ୍ତରଙ୍କ ଚିକିତ୍ସାରେ ଅବହେଳା ଯୋଗୁ ଜଣେ ନବଜାତ ଶିଶୁକନ୍ୟାର ହାର୍ଟରେ ସମସ୍ୟା ସୃଷ୍ଟି ହୋଇଥିବା ଅଭିଯୋଗ ହୋଇଛି। ଏପରି ଅଭିଯୋଗ ଆଣିଛନ୍ତି ଢେଙ୍କାନାଳ ମହାବୀର…

୨୪ ସ୍ବାସ୍ଥ୍ୟକେନ୍ଦ୍ରକୁ ମିଳିବ କାୟାକଳ୍ପ ପୁରସ୍କାର

ଛତ୍ରପୁର,୨ା୩(ଡି.ଏନ.ଏ.) ସ୍ବାସ୍ଥ୍ୟକେନ୍ଦ୍ରର ସ୍ବଚ୍ଛତା ଓ ସଂକ୍ରମଣ ନିୟନ୍ତ୍ରଣ ପଦକ୍ଷେପକୁ ଦେଖି ଜାତୀୟ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ପ୍ରତିବର୍ଷ କାୟାକଳ୍ପ ପୁରସ୍କାର ପ୍ରଦାନ କରାଯାଉଛି। ୨୦୧୯-୨୦ ବର୍ଷ ପାଇଁ ରାଜ୍ୟ…

ମୟୂରଭଞ୍ଜ: ୪ ନେତାଙ୍କୁ ଦାୟିତ୍ୱ

ଭୁବନେଶ୍ୱର,୨।୩(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ୪ ନେତାଙ୍କୁ ମୟୂରଭଞ୍ଜ ଜିଲାର ୮ ବିଧାନସଭା ନିର୍ବାଚନମଣ୍ଡଳୀ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ପ୍ରଦାନ କରିଛନ୍ତି।…

ବକ୍ସିଂ ରିଙ୍ଗ୍‌ରେ ଦୁଇ ଭାଇ ମୁହାଁମୁହିଁ

ଭୁବନେଶ୍ୱର, ୨ା୩ (କ୍ରୀଡ଼ା ପ୍ରତିନିଧି)- ରବିବାର ଶେଷ ହୋଇଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ଗୋଟିଏ ଇଭେଣ୍ଟରେ ଦୁଇ ଭାଇ କିମ୍ବା ଯମଜ ଭଉଣୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା…

ପାଳିରେ ଯୋଗାଯାଉଛି ବିଜୁଳି

ତାଳଚେର,୨ା୩(ନି.ପ୍ର.) ତାଳଚେର ବ୍ଲକ ଚାଇଁପାଳ ଡିଭିଜିନ ଅନ୍ତର୍ଗତ ପାଲଲହଡ଼ା ସବ୍‌ଡିଭିଜନର କଣିହାଁ ବ୍ଲକ ପରାବିଲ ସେକ୍ସନରେ ଥିବା ପାୱାର ଟ୍ରାନ୍ସଫର୍ମର ୨ ଦିନ ହେଲା ପୋଡିଯାଇଛି। ଫଳରେ ଏହା…

ପଲିଥିନ ତଳେ ବାଉଁଶକଣ ଅଗ୍ନିବିପନ୍ନ

ଭୁବନ, ୨ା୩(ଡି.ଏନ.ଏ.) ଅଗ୍ନିକାଣ୍ଡରେ ଜଳିଯାଇଛି ସବୁକିଛି। ଅଙ୍ଗାର ପାଲଟିଯାଇଛି ୫ପରିବାରର ସ୍ବପ୍ନ। ପିନ୍ଧିଥିବା ଲୁଗା ଛଡ଼ା ଆଉ କିଛି ନାହିଁ। ପ୍ରଶାସନ ପକ୍ଷରୁ ମିଳିଥିବା ଖଣ୍ଡିଏ ଖଣ୍ଡିଏ ପଲିଥିନ…

ଶ୍ରୀଲଙ୍କା ୩-୦ରେ ସିରିଜ ଜିତିଲା

ପାଲିକେଲ୍‌ (ଶ୍ରୀଲଙ୍କା), ୨ା୩ (ଏପି)- ଆଞ୍ଜେଲୋ ମାଥ୍ୟୁସ୍‌ଙ୍କ ୪ ଉଇକେଟ ସଫଳତା ବଳରେ ଶ୍ରୀଲଙ୍କା ଏଠାରେ ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜକୁ ୬ରନରେ…

ବିଶ୍ୱସ୍ତରୀୟ ହେବ ଏସ୍‌ସିବି ମେଡିକାଲ: ଦିଗ୍‌ଦର୍ଶନ ଦେବେ ୧୦ ଅଭିଜ୍ଞ ଡାକ୍ତର

କଟକ ଅଫିସ,୨।୩: ଏସ୍‌ସିବି ମେଡିକାଲକୁ ବିଶ୍ୱସ୍ତରୀୟ ଚିକିତ୍ସାଳୟ ଭାବେ ଗଢ଼ିତୋଳିବା ଦିଗରେ ପ୍ରୟାସ କରୁଛନ୍ତି ରାଜ୍ୟ ସରକାର। ଏଥିପାଇଁ ପୂର୍ବରୁ ପ୍ରାୟ ୧୦ହଜାର କୋଟି ଟଙ୍କାର ଯୋଜନା…

ବାଲ୍ୟବିବାହ ଅଭିଯୋଗ ପାଇ ପ୍ରଶାସନର ଚଢାଉ

ଦିଗପହଣ୍ଡି,୨ା୩(ଡି.ଏନ୍‌.ଏ.) ଦିଗପହଣ୍ଡି ବ୍ଲକର ଏକ ଗାଁରେ ବାଲ୍ୟବିବାହ ପାଇଁ ପ୍ରସ୍ତୁତି ଚାଲିଥିବା ରାଜ୍ୟ ମହିଳା ଓ ଶିଶୁକଲ୍ୟାଣ ବିଭାଗ ନିକଟରେ ଅଭିଯୋଗ ହୋଇଥିଲା। ରବିବାର ଗଞ୍ଜାମ ଜିଲାପାଳ…

ଦିଲ୍ଲୀ ଦଙ୍ଗାପୀଡ଼ିତ ବିଏସ୍‌ଏଫ୍‌ ଯବାନଙ୍କୁ ସହାୟତା: ୧୦ ଲକ୍ଷ ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୩(ବ୍ୟୁରୋ): ଓଡ଼ିଶାରେ କାର୍ଯ୍ୟରତ ସୀମା ସୁରକ୍ଷା ବଳ(ବିଏସ୍‌ଏଫ୍‌) ଯବାନ ମହମ୍ମଦ ଅନିଶଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି…