ପାଦ ମିଳିଥିଲା, ମିଳିଲା ଖପୁରି: ହତ୍ୟାକାଣ୍ଡର ଖିଅ ଖୋଜୁଛି ପୋଲିସ

ଯୋଡ଼ା,୨।୩(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ ବାଂଶପାଣି ଟୋଲ ଗେଟ୍‌ ନିକଟବସ୍ତିରୁ ରବିବାର ସନ୍ଧ୍ୟାରେ ଯୋଡା ପୋଲିସ ଏକ ଶିଶୁର ଖପୁରୀ ଜବତ କରିଛି। ଏହାକୁ…

ଚୋର ଧରିବାକୁ ବୁଲିଲା ଖଟ

ଭଦ୍ରକ ଅଫିସ, ୨।୩- ଡିଜିଟାଲ ଯୁଗରେ ବି ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଚୋର ଧରିବାକୁ ଲୋକେ ଗାଁରେ ବୁଲାଇଲେ ଖଟ। ରବିବାର ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ…

କଡ଼ାକଡ଼ି ହେଲା ଯାନବାହନ ଯାଞ୍ଚ: ଆଜିଠାରୁ ହେବ ଆହୁରି ଜୋରଦାର

ଭୁବନେଶ୍ୱର,୨।୩(ବ୍ୟୁରୋ): ସଂଶୋଧିତ ମୋଟର ଯାନ ଆଇନ-୨୦୧୯କୁ ରବିବାରଠାରୁ ରାଜ୍ୟରେ କଡ଼ାକଡ଼ି ଲାଗୁ କରାଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଆଇନ ଉଲ୍ଲଂଘନକାରୀଙ୍କୁ ପୋଲିସ ଏବଂ ପରିବହନ ଅଧିକାରୀମାନେ ଧରି…

ଆଦିବାସୀ ହସ୍ତଶିଳ୍ପ କଳାର ବଢୁଛି ଆଦୃତି

ବାଲେଶ୍ୱର ଅଫିସ, ୨।୩ (ମାନସ ବିଶ୍ୱାଳ)-ଜଙ୍ଗଲ ସହିତ ଆଦିବାସୀଙ୍କ ସଂସ୍କୃତି, ଜୀବନଜୀବିକା ଜଡ଼ିତ। ବନଜାତ ସାମଗ୍ରୀକୁ ନେଇ ସେମାନେ ସୁନ୍ଦର ହସ୍ତକଳା ପ୍ରଦର୍ଶନ କରି ଆସୁଛନ୍ତି। ଏହି…

ଶ୍ରୀମନ୍ଦିରରେ ସହଜ ଦର୍ଶନର ନୂଆ ଉପାୟ

ପୁରୀ ଅଫିସ,୨।୩: ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ପ୍ରତ୍ୟହ ବହୁସଂଖ୍ୟାରେ ଶ୍ରଦ୍ଧାଳୁ ଆସୁଛନ୍ତି। ଏମାନଙ୍କ ମଧ୍ୟରେ ଅନେକ ଭିଆଇପି ଏବଂ ଭିଭିଆଇପି ବି ରହୁଛନ୍ତି। ସେମାନଙ୍କୁ ସହଜରେ…

ପ୍ରଥମ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଉଦ୍‌ଯାପିତ: ପଞ୍ଜାବ ଦଳଗତ ଚାମ୍ପିୟନ, ସାବିତ୍ରୀ ଫୁଲେ ରନର୍ସଅପ୍‌

ଭୁବନେଶ୍ୱର,୨।୩(ସ୍ପୋଟର୍‌ସ ବ୍ୟୁରୋ)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା(କେଆଇୟୁଜି)ର ପ୍ରଥମ ସଂସ୍କରଣ ମହାସମାରୋହରେ ଉଦ୍‌ଯାପିତ ହୋଇଯାଇଛି। କିଟ୍‌ ବିଶ୍ୱବିଦ୍ୟାଳୟ ଇନ୍‌ଡୋର ହଲ୍‌ରେ ରବିବାର ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ…

୨ ଗୋଡ ହରାଇ ହାରିନାହାନ୍ତି ଗଦାଧର, ସରକାରୀ ସହାୟତା ପାଇଲେ ଜାତୀୟସ୍ତରରେ ଖେଳିବାକୁ ଇଚ୍ଛା

ଶେରଗଡ,୨ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଶେରଗଡ ବ୍ଲକ ନରେନ୍ଦ୍ରପୁର ଗ୍ରାମର ଦିବ୍ୟାଙ୍ଗ ଯୁବକ ଗଦାଧର ସାହୁ (୨୬)। ଦିବ୍ୟାଙ୍ଗ ହୋଇ ମଧ୍ୟ ସେ ଚଳିତ ବର୍ଷ ଗଞ୍ଜାମ ଜିଲାସ୍ତରୀୟ…

ନରସିଂହ ବନ୍ଧ, ସ୍ନାନଘାଟରେ ଗଣସଫେଇ

ବଲାଙ୍ଗୀର ଅଫିସ, ୨ା୩: ଜିଲା ଚିତ୍ରଗୁପ୍ତ କଲ୍ୟାଣ ସମିତି ତଥା ବଲାଙ୍ଗୀର କରଣ ସମାଜ ପକ୍ଷରୁ ରବିବାର ସ୍ଥାନୀୟ ନରସିଂହ ବନ୍ଧର ମୁଖ୍ୟ ସ୍ନାନଘାଟରେ ଗଣସଫେଇ ଅନୁଷ୍ଠିତ…

ଦାଦନ ଯାଇ ନାବାଲକ୍‌ ପୁଓ ନିଖୋଜ: ଫିରବାର ବାଟ୍‌କେ ଚାହିଁ ଛନ୍‌ ମା’ବାପ୍‌

ସିନାପାଲି,୨।୩ (ଡି.ଏନ୍‌.ଏ.)- ପରିବାରକେ ଦାନା ଯୁଗାବାର ଲାଗି ପୁଓ ଦାଦନ୍‌ ଖଟିଯାଇଛେ। ସେ ଘରୁ ଯିବାର ଆଏଜ୍‌କେ ୬ ମାସ୍‌ ବିତିଗଲାନ। ଯାଇଛେ ଯେ ଆର ଫିରବାର…

ଜୀବନ ସଂଗ୍ରାମରେ ଶତ୍ରୁଘ୍ନ: ୨ କିଡ୍‌ନୀ ନଷ୍ଟ, ଚିକିତ୍ସାରେ ଅର୍ଥ ସାଜିଛି ବାଧକ

ଜଗତ୍‌ସିଂହପୁର ଅଫିସ,୨ା୩: ମାତ୍ର ୩୬ ବର୍ଷ ବୟସରେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ଜୀବନ ସହ ସଂଗ୍ରାମ କରୁଛନ୍ତି ଜଗତ୍‌ସିଂହପୁର ବ୍ଲକ ଅଧୀନ ଖଇରଙ୍ଗ ପଞ୍ଚାୟତ ନୂଆପାଟଣାର…