ଅମାନିଆଙ୍କୁ ସାବାଡ଼ କଲା ପୋଲିସ: ଅପରାହ୍ନ ୧ଟା ସୁଦ୍ଧା ୮୪୭ ବାଇକ୍‌ ଜବତ

ଭୁବନେଶ୍ୱର,୬।୪(ବ୍ୟୁରୋ): କରୋନା (କୋଭିଡ୍‌-୧୯)ର ମୁକାବିଲା ପାଇଁ କେନ୍ଦ୍ର ସରକାର ୨୧ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହାକୁ ଆହୁରି କଡ଼ାକଡ଼ି କରିବା ପାଇଁ ରାଜ୍ୟ ସରକାର ୪୮ ଘଣ୍ଟିଆ…

ଲକ୍‌ଡାଉନ୍‌ରେ ରହି ଦୀପିକା ରଣବୀରଙ୍କୁ କହିଲେ ଏମିତି

ମୁମ୍ବାଇ: କରୋନା ଭାଇରସ୍‌ ଯୋଗୁ ସାରା ଦେଶରେ ଲକ୍‌ଡାଉନ୍‌ ଜାରିରହିଛି। ଏହି ପରିସ୍ଥିତିରେ ବଲିଉଡ୍‌ କଳାକାରମାନେ ଅଧିକାଂଶ ସମୟ ସୋସିଆଲ ମିଡିଆରେ ଆକ୍ଟିଭ୍‌ ରହୁଛନ୍ତି। ଘରେ ରହି…

ଅଙ୍ଗନୱାଡ଼ି ଶିଶୁଙ୍କୁ ଦିଆଯାଇନି ଖାଦ୍ୟ, ଲାଦାମାଲାରେ ଅଶାନ୍ତି

ଦାରିଙ୍ଗବାଡ଼ି,୬।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଲାଦାମାଲା ଅଙ୍ଗନାୱାଡ଼ି କେନ୍ଦ୍ରର ଶିଶୁଙ୍କୁ ରନ୍ଧାଖାଦ୍ୟ ସାମଗ୍ରୀ ପହଞ୍ଚାଯାଇ ନ ଥିବା ଅଭିଯୋଗ ହୋଇଛି। ଏନେଇ ଅଭିଭାବକମାନଙ୍କ ମଧ୍ୟରେ ଅସନ୍ତୋଷ…

ଧରା ପଡ଼ିଲା ନକଲି ବିଦେଶୀ ମଦ କାରବାର: ୨୮ଲକ୍ଷ ଟଙ୍କା ଜବତ

ବରଗଡ଼ ଅଫିସ, ୬।୫- ବରଗଡ଼ ଟାଉନ ଥାନା ପୋଲିସ ଏକ ବଡ ଧରଣର ନକଲି ବିଦେଶୀ ମଦ କାରବାର ଠାବ କରିଛି। ଏହି କାରବାରରେ ପୋଲିସ ୨ଜଣଙ୍କୁ…

ଲକ୍‌ଡାଉନ୍‌ ମାନୁନାହାନ୍ତି ଲୋକେ, ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି ପୋଲିସ

ମୁନିଗୁଡ଼ା,୬ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ଲାଗି ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ସୋମବାର ଏହା ୧୩ ଦିନରେ ପହଞ୍ଚିଛି। ବହୁ ଲୋକ ଏହାକୁ ସମ୍ପୂର୍ଣ୍ଣ ଭାବେ…

ଚାଇନାର ବନ୍ଧୁ ପଣିଆ: ସହାୟତା ପାଇଁ ଇଟାଲି ଦାନ କରିଥିବା ଚିକିତ୍ସା ଉପକରଣ ବିକ୍ରି କରିବାକୁ ଚାହୁଁଛି

ବେଜିଂ,୬।୪: ଚାଇନାର ବନ୍ଧୁ ପଣିଆର ମୁଖା ଏବେ ଖୋଲି ଯାଇଛି। ଉହାନରେ ଗତ ମାସରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହୋଇ ଉଠିଥିଲା। ଏପରିସ୍ଥଳେ ଇଟାଲି…

କୋଭିଡ-୧୯ ମହାମାରୀ ମୁକାବିଲା: ଡାକ୍ତର, ସ୍ବାସ୍ଥ୍ୟକର୍ମାଙ୍କ ସେବାକୁ ଉଚ୍ଚ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୬।୪(ବ୍ୟୁରୋ): କରୋନା (କୋଭିଡ-୧୯)ର ପ୍ରକୋପ ବେଳକୁ ବେଳ ଭୟଙ୍କର ହେବାରେ ଲାଗିଛି। ଏହି ମହାମାରୀର ମୁକାବିଲା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍‌ଡାଉନ୍‌…

ହିଣ୍ଡାଲକୋ ପକ୍ଷରୁ କରୋନା ପ୍ରତିଷେଧକ ପାଇଁ ସାନିଟାଇଜ

ସମ୍ବଲପୁର, ୬।୪ (ବ୍ୟୁରୋ)- ହୀରାକୁଦ ହିଣ୍ଡାଲକୋ ପକ୍ଷରୁ କରୋନା ଭୂତାଣୁ ପ୍ରତିଷେଧକ ଭାବେ ବିବିଧ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏହି କ୍ରମରେ ହୀରାକୁଦସ୍ଥିତ କମ୍ପାନୀ ଭିତର…

ପାକିସ୍ତାନରେ କରୋନା ସଂକ୍ରମଣଙ୍କ ସଖ୍ୟା ୩୨୭୮

ଇସ୍‌ଲାମାବାଦ,୬ ।୪: ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଭାରତଠାରୁ କମ୍ ବୋଲି ଜଣାପଡିଛି । ସୋମବାର ସକାଳ ସୁଦ୍ଧା ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୭୮ ବୋଲି…

୩୬୫ ପରିବାରକୁ ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଖାଦ୍ୟ ସାମଗ୍ରୀ ବଣ୍ଟନ

ସମ୍ବଲପୁର, ୬।୪ (ବ୍ୟୁରୋ)- ବିଶ୍ୱବ୍ୟାପି କରୋନା ଭୂତାଣୁର ବିଭିଷିକାରେ ଭାରତ ମଧ୍ୟ କବଳିତ ହୋଇଛି । ଏହାର ମୁକାବିଲା ଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଲକ୍‌…