ନୂତନ ଆବିଷ୍କାର ପାଇଁ ଉଦ୍ୟମ ଜାରି ରଖ

କାମାକ୍ଷାନଗର,୨୯।୨(ଡି.ଏନ.ଏ.) - ଢେଙ୍କାନାଳ ଜିଲା କାମାକ୍ଷାନଗର କାନପୁରା ପଞ୍ଚାୟତିରାଜ ଉଚ୍ଚ ବିଦ୍ୟାଳୟରେ ଶୁକ୍ରବାର ଜାତୀୟ ବିଜ୍ଞାନ ଦିବସ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ଶ୍ରୀରାମ ରାଉତ ଏଥିରେ ଅଧ୍ୟକ୍ଷତା…

ଅସଦାଚରଣ ମାମଲାରେ ୧୩ ମାସ କାରାଦଣ୍ଡ: ୧୩ ବର୍ଷ ପରେ ଆସିଲା ରାୟ

ଅନୁଗୋଳ ଅଫିସ୍‌, ୨୯।୨ - ୧୩ ବର୍ଷ ତଳେ ଅନୁଗୋଳ ବସ୍‌ଷ୍ଟାଣ୍ଡରେ ଜଣେ ମହିଳାଙ୍କୁ କରାଯାଇଥିବା ଅସଦାଚରଣ ମାମଲାର ବିଚାର କରି ଅନୁଗୋଳ ପ୍ରଥମ ଶ୍ରେଣୀ ବିଚାର…

ବାଙ୍କୀ ଡବଲ ମର୍ଡର ଘଟଣା: ଆଜି ବାଙ୍କୀ ନିର୍ବାଚନମଣ୍ଡଳୀ ବନ୍ଦ କରିବ କଂଗ୍ରେସ

ବାରଙ୍ଗ,୨୯।୨ (ଡି.ଏନ.ଏ): ବାଙ୍କୀରେ ହୋଇଥିବା ଡବଲମର୍ଡର ଘଟଣାରେ ପୋଲିସ କେତେଜଣଙ୍କୁ ଗିରଫ କରିଥିବାବେଳେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ଚାହୁଁ ନାହିଁ। ରାଜନୈତିକ କାରଣ ସହ…

ଦୋକାନ ଘର ଉଚ୍ଛେଦ ବେଳେ ଉତ୍ତେଜନା

ତାଳଚେର,୨୯ା୨(ନି.ପ୍ର.) - ତାଳଚେର ପୌର ପରିଷଦ ପକ୍ଷରୁ ଶୁକ୍ରବାର ୩ଟି ଦୋକାନ ଘର ଉଚ୍ଛେଦ କରାଯିବା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ହେଲେ ବ୍ୟବସାୟୀମାନେ ପ୍ରଶାସନ ସହ…

ଟ୍ରେଡ୍‌ ଲାଇସେନ୍‌ସ ପାଇଁ ବିଏମ୍‌ସିର ଚଢ଼ାଉ: ୧.୨୨ଲକ୍ଷ ଟଙ୍କା ଜରିମାନା ଆଦାୟ

ଭୁବନେଶ୍ୱର, ୨୯।୨ (ବ୍ୟୁରୋ): ରାଜସ୍ବ ଆଦାୟର ସମସ୍ତ ଦିଗ ପ୍ରତି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କଡ଼ା ନଜର ରଖିଛି। ଏବେ ଟ୍ରେଡ଼୍‌ ଲାଇସେନ୍ସ ଜନିତ ରାଜସ୍ବକୁ…

ଏପ୍ରିଲ ୮ରୁ ଓଡ଼ିଶା ଅଳଙ୍କାର ପ୍ରଦର୍ଶନୀ

ଭୁବନେଶ୍ୱର, ୨୯।୨ (ବ୍ୟୁରୋ): ଓଡ଼ିଶା ଜୁଏଲରୀ ଆସୋସିଏଶନ୍‌ (ଓଜେଏ) ଓ କେଏନ୍‌ସି ସର୍ଭିସ୍‌ର ମିଳିତ ଆନୁକୂଲ୍ୟରେ ପ୍ରଥମ ଥର ପାଇଁ ଓଡ଼ିଶା ଅଳଙ୍କାର ପ୍ରଦର୍ଶନୀ ଆୟୋଜିତ ହେବ।…

ସିଏଏ ସମର୍ଥନରେ ୪୫୦କିିମି ତ୍ରିରଙ୍ଗା ପଦଯାତ୍ରା

ପୁରୀ ଅଫିସ,୨୯।୨: ନାଗରିକତ୍ୱ ସଂଶୋଧିତ ଆଇନ (ସିଏଏ)କୁ ନେଇ ଜଳୁଛି ଦିଲ୍ଲୀ। ସପକ୍ଷ ଏବଂ ବିପକ୍ଷବାଦୀଙ୍କ ମଧ୍ୟରେ ସଂଘର୍ଷ ଫଳରେ ୪୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଛି।…

୬ମାସ ଘୁଞ୍ଚିଲା ଇ-ବସ୍‌ ଚଳାଚଳ

ଭୁବନେଶ୍ୱର, ୨୯।୨ (ବ୍ୟୁରୋ): ଆସନ୍ତା ମାର୍ଚ୍ଚ ମାସ ଶେଷ ସୁଦ୍ଧା ଭୁବନେଶ୍ୱରରେ ଚଳାଚଳ କରିଥାନ୍ତା ଇ-ବସ୍‌। ହେଲେ ଏବେ ସେହି ଆଶା ମଉଳି ଯାଇଛି। ଚାଇନାରେ ନିର୍ମିତ…

ଧୈର୍ଯ୍ୟ ରଖ, ଜୀବନକୁ ଭଲପାଅ

ଢେଙ୍କାନାଳ ଅଫିସ,୨୯ା୨ - ଢେଙ୍କାନାଳ ସିନର୍ଜୀ ଇଞ୍ଜିନିୟରିଂ କଲେଜର ବାର୍ଷିକ ସାଂସ୍କୃତିକ ଉତ୍ସବ ସିନଫେଷ୍ଟ-୨୦୨୦ ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନ ପରିସରରେ ଆୟୋଜିତ ଏହି ଉତ୍ସବରେ…

ଖାଉଟିଙ୍କ ପାଇଁ ଧାର୍ଯ୍ୟ ହେବ ଅଣ୍ଡା ଦର

ଭୁବନେଶ୍ୱର, ୨୯।୨(ବ୍ୟୁରୋ): ଏଣିକି ଖାଉଟିଙ୍କ ପାଇଁ ଅଣ୍ଡା ଦର ଧାର୍ଯ୍ୟ କରାଯିବ। ଖାଉଟି ଅଣ୍ଡା ଚାଷୀଙ୍କ ବିକ୍ରି ଦର ମଧ୍ୟ ଜାଣିପାରିବେ। ଚାଷୀ କେତେ ଟଙ୍କାରେ ବ୍ୟବସାୟୀଙ୍କୁ…