ସଟଡାଉନରେ ନିୟମ ଉଲଘଂନ, କ୍ବାରାଣ୍ଟାଇନକୁ ଗଲେ ୫୪

ସଟଡାଉନ ସମୟରେ ନିୟମ ଉଲଘଂନ କରିବା ମଧ୍ୟ ସୋମାନଙ୍କ ପାଇଁ ମହଂଗା ପଡିଛି । ନିୟମ ଉଲଂଘନ କରିଥିବା ଅଭିେଯାଗରେ ୫୪ ଜଣଙ୍କୁ କ୍ବାରାଣ୍ଟାଇନକୁ ନିଆଯାଇଛି ।

ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି ଅଭିଯୋଗରେ ଓ୍ବେବପୋର୍ଟାଲ ଖବରଦାତା ଗିରଫ

ନୂଆପଡା ଅଫିସ,୪।୪- ରାଜ୍ୟ ପୋଲିସ ପ୍ରଶାସନ କରୋନା ନାଁରେ ଗୁଜବ କିମ୍ବା ବିଭ୍ରାନ୍ତି ସୃଷ୍ଟି ନ କରିବାକୁ ସବୁବେଳେ ତାଗିଦା କରୁଛି। ଏଭଳିକି କେତେଜଣଙ୍କୁ ଗିରଫ ମଧ୍ୟ…

ସୋସିଆଲ୍ ମିଡିଆରେ ଅପପ୍ରଚାର କାର୍ଯ୍ୟ ନୀନ୍ଦନୀୟ, ଡିଜିଟାଲ ଫୁଟପ୍ରିଣ୍ଟ କଥା ଭୁଲନ୍ତୁ ନାହିଁ: ବାଗ୍‌ଚୀ

ଭୁବନେଶ୍ବର, ୪।୪(ବ୍ୟୁରୋ) : ଆଜିର ଘଡ଼ିସନ୍ଧି ମୁହୂର୍ତ୍ତରେ ଯେକୌଣସି ଅପପ୍ରଚାର, ସନ୍ଦେହଜନକ ଜିନିଷ ବିଷୟରେ ସୋସିଆଲ୍ ମିଡିଆରେ ସେୟାର କରିବା, ଟ୍ୱିଟ଼ କରିବା ନୀନ୍ଦନୀୟ ବିଷୟ l…

ଆଇସୋଲେଶନ ୱାର୍ଡରେ ପ୍ରସବ: ନବଜାତ ଶିଶୁ କରୋନା ସଂକ୍ରମଣ ମୁକ୍ତ

ନୂଆଦିଲ୍ଲୀ, ୪ ।୪: ଦିଲ୍ଲୀ ସ୍ଥିତ ଏମ୍ସ୍‌ରେ କରୋନା ସଂକ୍ରମିତ ଜଣେ ଡାକ୍ତରଙ୍କ ସ୍ତ୍ରୀ ଆଇସୋଲେଶନ ୱାର୍ଡରେ ଏକ ଶିଶୁପୁତ୍ରକୁ ଜନ୍ମ ଦେଇଛନ୍ତି । ମହିଳା ଜଣଙ୍କ…

ଶ୍ଵାସକଷ୍ଟ ନଚେତ୍ ଇନଫ୍ଲୁଏଞ୍ଜାରେ ଆକ୍ରାନ୍ତ ବ୍ୟକ୍ତିଙ୍କ ବିଷୟରେ ସରକାରଙ୍କୁ ଅବଗତ କରାନ୍ତୁ ଡାକ୍ତରଖାନା କର୍ତ୍ତୃପକ୍ଷ, ଖିଲାପୀ ହେଲେ କାର୍ଯ୍ୟନୁଷ୍ଠାନ: ବାଗ୍‌ଚୀ

ଭୁବନେଶ୍ବର, ୪।୪(ବ୍ୟୁରୋ) : ରାଜ୍ୟର ସମସ୍ତ ସରକାରୀ ଅଥବା ବେସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଶ୍ଵାସ କଷ୍ଟ ନଚେତ୍ ଇନଫ୍ଲୁଏଞ୍ଜାରେ ଆକ୍ରାନ୍ତ ବ୍ୟକ୍ତିଙ୍କ ବିଷୟରେ ସରକାରଙ୍କୁ ଅବଗତ…

ଚାଷୀଙ୍କ ଦାବି: ପଞ୍ଜିକରଣ ସମୟ ବଢୁ

ଜୟପୁର,୪।୪ (ଡି.ଏନ୍.ଏ.): ଆସନ୍ତା ରବି ଚାଷ ପାଇଁ ଚାଷୀଙ୍କ ପଞ୍ଜିକରଣ ସମୟ ସୀମା ବୃଦ୍ଧି କରିବା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଦେଇଛି କୋରାପୁଟ ଜିଲା କୃଷକ…

ବୃଦ୍ଧାଙ୍କୁ ଗଛତଳୁ ଉଦ୍ଧାର କଲା ପ୍ରଶାସନ

ନୂଆପଡା ଅଫିସ,୪।୪- ନୂଆପଡ଼ା ଜିଲା କୋମନା ବ୍ଲକ ପ୍ରଶାସନ ସାବିତ୍ରୀ ତାଣ୍ଡି (୬୫) ନାମ୍ନୀ ଜଣେ ବୃଦ୍ଧାଙ୍କୁ ଉଦ୍ଧାର କରିଛି । ତାଙ୍କ ଘର ସ୍ଥାନୀୟ ଧୂମାଭଟା…

ଅପରାହ୍ନ ୩ଟା ସୁଦ୍ଧା ବିଶ୍ଵରେ ୧୧,୨୧,୯୭୩ ଆକ୍ରାନ୍ତ, ଭାରତରେ ୨,୯୦୨, ଓଡ଼ିଶାରେ ୨୦ ପଜିଟିଭ

ଭୁବନେଶ୍ବର, ୪।୪(ବ୍ୟୁରୋ) : କରୋନା ମହାମାରୀ କବଳରେ ୨୦୫ ଦେଶ ଏବଂ ୨ ଜାହାଜ। ଶୁକ୍ରବାର ସମଗ୍ର ବିଶ୍ଵରେ ୧୦ ଲକ୍ଷ ୧୯ ହଜାର ୩୪୦ଜଣ ଲୋକ…

ସଟ ଡାଉନ ସଫଳ ହେଇଛି:ଡିଜିପି

ଭୁବନେଶ୍ୱର: ସଟ୍‌ଡାଉନ ସମ୍ପର୍କରେ ଡିଜିପି ଅଭୟଙ୍କ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଭଦ୍ରକ, କଟକ, ଭୁବନେଶ୍ବରରେ ସଟ୍‌ଡାଉନ ସଫଳ ହୋଇଛି । ଅଞ୍ଚଳବାସୀ ଓ ପୋଲିସ…

ବରିଷ୍ଠ ସାହିତ୍ୟିକ, ଗବେଷକଙ୍କ ପରଲୋକରେ ଶୋକ

କେନ୍ଦୁଝର , ୪।୪(ସ୍ବ.ପ୍ର.): ବରିଷ୍ଠ ଶିଶୁ ସାହିତ୍ୟିକ ତଥା ଗବେଷକ ରମେଶ ଚନ୍ଦ୍ର ଚକ୍ରବର୍ତ୍ତୀ (୯୦)ଙ୍କ ଶୁକ୍ରବାର ରାତିରେ ଦେହାନ୍ତ ହୋଇଯାଇଛି। ଶିଶୁ ସାହିତ୍ୟ କ୍ଷେତ୍ର ତଥା…