ବୃଦ୍ଧାଙ୍କୁ ଗଛତଳୁ ଉଦ୍ଧାର କଲା ପ୍ରଶାସନ

ନୂଆପଡା ଅଫିସ,୪।୪- ନୂଆପଡ଼ା ଜିଲା କୋମନା ବ୍ଲକ ପ୍ରଶାସନ ସାବିତ୍ରୀ ତାଣ୍ଡି (୬୫) ନାମ୍ନୀ ଜଣେ ବୃଦ୍ଧାଙ୍କୁ ଉଦ୍ଧାର କରିଛି । ତାଙ୍କ ଘର ସ୍ଥାନୀୟ ଧୂମାଭଟା…

ଅପରାହ୍ନ ୩ଟା ସୁଦ୍ଧା ବିଶ୍ଵରେ ୧୧,୨୧,୯୭୩ ଆକ୍ରାନ୍ତ, ଭାରତରେ ୨,୯୦୨, ଓଡ଼ିଶାରେ ୨୦ ପଜିଟିଭ

ଭୁବନେଶ୍ବର, ୪।୪(ବ୍ୟୁରୋ) : କରୋନା ମହାମାରୀ କବଳରେ ୨୦୫ ଦେଶ ଏବଂ ୨ ଜାହାଜ। ଶୁକ୍ରବାର ସମଗ୍ର ବିଶ୍ଵରେ ୧୦ ଲକ୍ଷ ୧୯ ହଜାର ୩୪୦ଜଣ ଲୋକ…

ସଟ ଡାଉନ ସଫଳ ହେଇଛି:ଡିଜିପି

ଭୁବନେଶ୍ୱର: ସଟ୍‌ଡାଉନ ସମ୍ପର୍କରେ ଡିଜିପି ଅଭୟଙ୍କ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଭଦ୍ରକ, କଟକ, ଭୁବନେଶ୍ବରରେ ସଟ୍‌ଡାଉନ ସଫଳ ହୋଇଛି । ଅଞ୍ଚଳବାସୀ ଓ ପୋଲିସ…

ବରିଷ୍ଠ ସାହିତ୍ୟିକ, ଗବେଷକଙ୍କ ପରଲୋକରେ ଶୋକ

କେନ୍ଦୁଝର , ୪।୪(ସ୍ବ.ପ୍ର.): ବରିଷ୍ଠ ଶିଶୁ ସାହିତ୍ୟିକ ତଥା ଗବେଷକ ରମେଶ ଚନ୍ଦ୍ର ଚକ୍ରବର୍ତ୍ତୀ (୯୦)ଙ୍କ ଶୁକ୍ରବାର ରାତିରେ ଦେହାନ୍ତ ହୋଇଯାଇଛି। ଶିଶୁ ସାହିତ୍ୟ କ୍ଷେତ୍ର ତଥା…

ଲକ୍ ଡାଉନ ମାନିଲେନି, ଜବତ ହେଲା ୨୫ ବାଇକ୍

ଗୁଣପୁର,୪।୪(ଡି.ଏନ୍.ଏ.): ଲକ୍ ଡାଉନ ବେଳେ ରାୟଗଡ଼ା ଜିଲା ଗୁଣପୁର ଏବଂ ପଦ୍ମପୁର ପୋଲିସ ୨୫ ବାଇକ୍ ଜବତ କରିଛି। ଲକ୍ ଡାଉନ ସମୟର ନିୟମ ଭାଙ୍ଗି ଥିବାରୁ…

ପାଲି ବୁଗବୁଗାରୁ ଆରମ୍ଭ ହେଲା ବିଶୋଧନ

ବରଗଡ଼ ଅଫିସ୍,୪।୪- କରୋନା ଭୂତାଣୁ(କୋଭିଡ୍-୧୯) ସଂକ୍ରମଣକୁ ପ୍ରତିହତ କରିବା ପାଇଁ ବରଗଡ଼ ଜିଲା ଅତାବିରା ବ୍ଲକ୍ ବୁଗବୁଗା ପଞ୍ଚାୟତ ପକ୍ଷରୁ ବିଶୋଧନ ଅଭିଯାନ ଆରମ୍ଭ ହୋଇଛି। ଉକ୍ତ…

ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ଟଙ୍କା ବଣ୍ଟନ

ଭବାନୀପାଟଣା/କୋକସରା-୪ । ୪, (ଡି.ଏନ.ଏ.) : ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ଥିବା ରାଜ୍ୟର ହିତାଧିକାରୀମାନଙ୍କୁ ଓଡ଼ିଶା ସରକାର ଆଗୁଆ ୩ ମାସର ରାସନ ସାମଗ୍ରୀ ସହ…

ସାନିଟାଇଜର ସିଞ୍ଚନ ଆରମ୍ଭ କଲା ବୋରିଗୁମ୍ମା ପ୍ରଶାସନ

ବୋରିଗୁମ୍ମା,୪।୪(ଡି.ଏନ୍. ଏ.): କରୋନା ପାଇଁ ସାମାଜିକ ଦୂରତା ଓ ପରିମଳ ସ୍ୱଚ୍ଛତା ଗୁରୁତ୍ୱପୂର୍ଣ୍ଣ ଥିବାରୁ କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ସଦରରେ ସାନିଟାଇଜର ସିଞ୍ଚନ ଆରମ୍ଭ କରିଛି…

ଜିଲାପାଳ,ଏସପି ଅଫିସ ବିଶୋଧନ ହେଲା

କେନ୍ଦୁଝର,୪।୪, (ସ୍ବ.ପ୍ର.) :କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦୁଝର ରେ ସାନିଟାଇଜେସନ କାମ ଜୋର ସୋର ରେ ଚାଲିଛି। ଶନିବାର ଜିଲାପାଳ, ଏସପି ଙ୍କ କାର୍ଯ୍ୟାଳୟ ସମେତ…

ଭୁବନେଶ୍ୱରରେ ସର୍ବାଧିକ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୪।୪(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି। ସେଥିମଧ୍ୟରୁ ଭୁବନେଶ୍ୱରରେ ସର୍ବାଧିକ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି। ଭୁବନେଶ୍ୱରରେ କରୋନା ପଜିଟିଭ କେସ ସଂଖ୍ୟା…