ଯାତ୍ରୀବାହୀ ଯାନ ବିକ୍ରିରେ ବୃହତ୍‌ ହ୍ରାସ

କରୋନା ପ୍ରଭାବରେ ଯାତ୍ରୀବାହୀ ଯାନ ବିକ୍ରି ବୃହିତ ପରିମାଣର ହ୍ରାସ ଘଟିଛି। ଏହାବାଦ ୨ ଚକିଆ ବିକ୍ରି ଉପରେ ଏହାର ପ୍ରଭାବ ମଧ୍ୟ ପରିଲକ୍ଷିତ ହୋଇଛି। ରିପୋର୍ଟ…

ଲକ୍‌ଡାଉନ ଉଠାଇ ଦେବାକୁ ପରାମର୍ଶ

ବଜାରରୁ ଲକ୍‌ଡାଉନ ଉଠାଇ ଦେବାକୁ ଏଭଳି ସ୍ଥିତିରେ କେତେଜଣ ବିଶେଷଜ୍ଞ ପରାମର୍ଶ ଦେଇଛନ୍ତି। ବିଭିନ୍ନ ଆର୍ଥତ୍କ ସ୍ଥିତିକୁ ବିଚାର କରି ଲକ୍‌ଡାଉନ ଉଠାଇବା ନେଇ ସରକାର ବିଚାର…

ଆଜିଠାରୁ ଜନଧନ ଖାତାରେ ମହିଳାଙ୍କୁ ସହାୟତା

ଭୁବନେଶ୍ୱର, ୩।୪: କୋଭିଡ୍‌-୧୯ ମୁକାବିଲା ଅଂଶସ୍ବରୂପ ଶୁକ୍ରବାରଠାରୁ ଜନଧନ ଖାତାରେ ମହିଳାଙ୍କୁ ଆର୍ଥତ୍କ ସହାୟତା ପ୍ରଦାନ କରାଯିବା ନେଇ ସରକାର ପଦକ୍ଷେପ ନେଇଛନ୍ତି। ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ…

ଧରିତ୍ରୀ କାର୍ଟୁନ

ଧରିତ୍ରୀ କାର୍ଟୁନ

ଉଦ୍‌ଘାଟିତ ହେଲା ଦ୍ୱିତୀୟ ଦୁଗ୍ଧ ଏଟିଏମ୍‌

ବ୍ରହ୍ମପୁର ଅଫିସ,୨ା୪-ଗଞ୍ଜାମ-ଗଜପତି ସମବାୟ ଦୁଗ୍ଧ ଉପତ୍ାଦକ ସଂଘ ପକ୍ଷରୁ ଗଞ୍ଜାମ ଜିଲାର ଦ୍ୱିତୀୟ ଦୁଗ୍ଧ ବିଶୋଧିତ ଏବଂ ଭିଟାମିନ୍‌ ମିଶ୍ରିତ ଏଟିଏମ୍‌ ଗୁରୁବାର ବ୍ରହ୍ମପୁର ତୁଳସୀନଗର ମେନ୍‌ରୋଡରେ…

କମ୍ପାନୀ ଅଧିକାରୀଙ୍କ ପାଇଁ ନାକେଦମ ପ୍ରଶାସନ, ଆପାର୍ଟମେଣ୍ଟ ସିଲ୍‌

ଛତ୍ରପୁର,୨ା୪(ଡି.ଏନ.ଏ)- ବାହାର ରାଜ୍ୟରୁ ଫେରିି ନିଜ ତଥ୍ୟ ଲୁଚାଇଥିବା ଏକ ଘରୋଇ କମ୍ପାନୀର ଜଣେ ଅଧିକାରୀଙ୍କ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ନାକେଦମ ହୋଇଛି। ସମ୍ପୃକ୍ତ ଅଧିକାରୀଙ୍କୁ…

୫ମ ସଂକ୍ରମିତଙ୍କ ସ୍ବାସ୍ଥ୍ୟ ଯାଞ୍ଚ ରିପୋର୍ଟ ଦେଲା ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର,୨।୪(ବ୍ୟୁରୋ): ୫ମ କରୋନା ଆକ୍ରାନ୍ତ ପ୍ରଦୀପ୍ତ ଦଳବେହେରାଙ୍କ ଚିକିତ୍ସା ଏବଂ ଯାତାୟତ ବିବରଣୀ ରାଜ୍ୟ ସ୍ବାସ୍ଥ୍ୟବିଭାଗ ଗୁରୁବାର ପ୍ରକାଶ କରିଛି। ପ୍ରଦୀପ୍ତ କେବେ କେଉଁ ମେଡିକାଲକୁ ସ୍ବାସ୍ଥ୍ୟ…

କରୋନା ମୁକାବିଲା ସମୀକ୍ଷା କଲେ ବିଧାୟିକା

ବେଗୁନିଆପଡା୨ା୪(ଡି.ଏନ.ଏ.)-କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଗୁରୁବାର କୋଦଳା, କବିସୂର୍ଯ୍ୟନଗର ଓ ପୁରୁଷୋତ୍ତମପୁରରେ ସ୍ଥାନୀୟ ତହସିଲଦାର, ବିଡିଓ, ଥାନାଧିକାରୀ, ମେଡିକାଲ ଅଫିସର, ଏନ୍‌ଏସି ଅଧିକାରୀଙ୍କୁ ନେଇ କରୋନା ମୁକାବିଲା…

ପରୀକ୍ଷା ପାଇଁ ପଠାଗଲା ୨ସନ୍ଦିଗ୍ଧଙ୍କ ସ୍ବାବ

ଛତ୍ରପୁର,୨ା୪(ଡି.ଏନ.ଏ)-ଗଞ୍ଜାମ ଜିଲା ଜଗନ୍ନାଥପୁର ଛକ ନିକଟରେ ସୋମବାର ସନ୍ଧ୍ୟାରେ ପୋଲିସ ରାଞ୍ଚିରୁ ଚେନ୍ନାଇ ଯାଉଥିବା ଏକ ଟ୍ରକ୍‌ରୁ ଉଦ୍ଧାର କରିଥିବା ୬୦ ଜଣ ଏବେ ଚମାଖଣ୍ଡିସ୍ଥିତ ଓଡିଶା…

ବିଶୁଦ୍ଧିକରଣ ହେଲା ମୁଖ୍ୟରାସ୍ତା

ଫୁଲବାଣୀ ଅଫିସ, ୨ା୪- କନ୍ଧମାଳ ଜିଲା ଫୁଲବାଣୀ ସହରର ମୁଖ୍ୟ ରାସ୍ତାଗୁଡ଼ିକୁ ବିଶୋଧନ କରାଯାଇଛି। ପୌର ପରିଷଦ ଓ ଅଗ୍ନିଶମ ବିଭାଗର କର୍ମଚାରୀ ହାଇପୋ କ୍ଲୋରାଇଡ଼ ଓ…