ହକିରେ ଭାରତ ଏଥର ଅଲିମ୍ପିକ୍‌ ପଦକ ଜିତିବ: ଠାକୁର

ଭୁବନେଶ୍ୱର,୨୬।୨(ସ୍ପୋଟର୍‌ସ ବ୍ୟୁରୋ)- କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଖେଲୋ ଇଣ୍ଡିଆ କାର୍ଯ୍ୟକ୍ରମ ଭାରତୀୟ କ୍ରୀଡ଼ାକୁ ଏହି ପ୍ରୋଗ୍ରାମ ଏକ ନୂଆ ସୋପାନରେ ପହଞ୍ଚାଇବ। ଏହା ଦେଶକୁ…

କରୋନାଭାଇରସ୍‌ ଆତଙ୍କ ଭାରତୀୟ ବକ୍ସର ଇଟାଲୀରେ ଟ୍ରେନିଂ ଜାରି ରଖିବେ

ନୂଆଦିଲ୍ଲୀ,୨୬।୨(ପି.ଟି.)- କରୋନାଭାଇରସ ଆତଙ୍କ ସତ୍ତ୍ୱେ ଇଟାଲୀର ଅସିସିରେ ଭାରତୀୟ ବକ୍ସର ସେମାନଙ୍କ ପ୍ରଶିକ୍ଷଣ ଜାରି ରଖିବେ। ଆସନ୍ତାମାସରେ ଅଲିମ୍ପିକ୍ସ କ୍ୱାଲିଫାୟର ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଛି। କରୋନାଭାଇରସ…

ଏସିଆ ଏକାଦଶରେ କୋହଲି, ପନ୍ତ, ସାମି

ଢାକା, ୨୬।୨(ପି.ଟି.)- ବାଂଲାଦେଶ ପ୍ରତିଷ୍ଠାତା ଶେଖ୍‌ ମୁଜିବୁର ରହମନଙ୍କ ଜନ୍ମ ଶତବାର୍ଷିକୀ ଅବରସରେ ଆୟୋଜନ ହେବାକୁ ଯାଉଥିବା ଦୁଇ ମ୍ୟାଚ୍‌ ବିଶିଷ୍ଟ ଟି୨୦ ଅନ୍ତର୍ଜାତୀୟ ସିରିଜରେ ଭାରତୀୟ…

ଧରିତ୍ରୀ କାର୍ଟୁନ

ଧରିତ୍ରୀ କାର୍ଟୁନ

ଆମେରିକାରେ ଅଧିକ ନିବେଶ କର: ଟ୍ରମ୍ପ

ନୂଆଦିଲ୍ଲୀ, ୨୬-୨: ଆମେରିକାରେ ଭାରତୀୟ ବାଣିଜ୍ୟ ଗୋଷ୍ଠୀ ଅଧିକ ନିବେଶ କରୁ ବୋଲି ଏଠାରେ ଶିଳ୍ପ ଜଗତକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଆହ୍ବାନ ଜଣାଇଛନ୍ତି। ଶିଳ୍ପଗୁଡିକ…

ଜିଏସ୍‌ଟିରେ ସନ୍ଦିଗ୍ଧ ନେଣଦେଣ ବଢୁଛି

କଲିକତା, ୨୬-୨: ଜିଏସ୍‌ଟିରେ ସନ୍ଦିଗ୍ଧ ନେଣଦେଣ ବୃଦ୍ଧି ଘଟୁଥିବା ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଅମିତ ମିତ୍ର ମଙ୍ଗଳବାର କହିଛନ୍ତି। ସେହିଭଳି ଜିଏସ୍‌ଟି ଆର୍‌ ୩ବି ଫାଇଲିଂରେ ବିଳମ୍ବ ଯୋଗୁ…

ଓଡ଼ିଆ ଡକ୍ୟୁମେଣ୍ଟାରୀ ଚଳଚ୍ଚିତ୍ରକୁ ସର୍ବଭାରତୀୟ ସଫଳତା: ଚିତ୍ରଭାରତୀ ସମ୍ମାନ ପାଇଲା ‘ଶ୍ରୀକ୍ଷେତ୍ରରୁ ସାହିଜାତ’

କଟକ ଅଫିସ,୨୫ା୨- ଓଡ଼ିଆ ଡକ୍ୟୁମେଣ୍ଟାରୀ ଚଳଚ୍ଚିତ୍ର ‘ଶ୍ରୀକ୍ଷେତ୍ରରୁ ସାହିଜାତ’ ସର୍ବଭାରତୀୟ ସ୍ତରରେ ସଫଳତା ହାସଲ କରିଛି। ଏହି ଚଳଚ୍ଚିତ୍ରକୁ ମିଳିଛି ମର୍ଯ୍ୟାଦାଜନକ ‘ଚିତ୍ରଭାରତୀ ସମ୍ମାନ’। ଗୁଜରାଟର ଅହମ୍ମଦାବାଦ୍‌ଠାରେ…

ରାଜ୍ୟସ୍ତରୀୟ ରେଳ ସୁରକ୍ଷା କମିଟି ବୈଠକ: ଟ୍ରେନ୍‌ରେ ମାନବ ଚାଲାଣ ରୋକିବାକୁ ଗୁରୁତ୍ୱ

କଟକ ଅଫିସ,୨୫ା୨- ରାଜ୍ୟସ୍ତରୀୟ ରେଳ ସୁରକ୍ଷା କମିଟିର ଚଳିତବର୍ଷର ପ୍ରଥମ ତ୍ରୈମାସିକ ବୈଠକ ମଙ୍ଗଳବାର ରାଜ୍ୟ ପୋଲିସ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଡିଜିପି ଅଭୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ବିଦେଶରେ ଟି୨୦ ଲିଗ୍‌ ଖେଳିବାକୁ ପ୍ରଜ୍ଞାନ ଆଗ୍ରହୀ

ନବି ମୁମ୍ବାଇ, ୨୫ା୨ (ପି.ଟି.)-ଭାରତର ପୂର୍ବତନ ବାମହାତୀ ଓଡ଼ିଆ ସ୍ପିନର ପ୍ରଜ୍ଞାନ ଓଝା ବିଦେଶରେ ଟି୨୦ ଲିଗ୍‌ ଖେଳିବା ଲାଗି ଆଗ୍ରହ ପ୍ରକାଶ କରିଛନ୍ତି। ଏଥିପାଇଁ ସେ…

ଡେଭିସ୍‌ କପ୍‌ ଦଳରେ ସ୍ଥାନ ବଜାୟ ରଖିଲେ ପେସ୍‌

ନୂଆଦିଲ୍ଲୀ, ୨୫ା୨ (ପି.ଟି.)-କ୍ରୋଏସିଆ ବିପକ୍ଷ ଡେଭିସ୍‌ କପ୍‌ ମ୍ୟାଚ ପାଇଁ ଭାରତୀୟ ଟେନିସ ଦଳ ଘୋଷଣା କରାଯାଇଛି। ସର୍ବଭାରତୀୟ ଟେବୁଲ ଟେନିସ ଆସୋସିଏଶନ (ଆଇଟା) ସିଲେକ୍ସନ କମିଟି…