ଜନ୍ମଦିନରେ ବାଣ୍ଟିଲେ ସାନିଟାଇଜର, ମାସ୍କ

ବନ୍ତ,୨ା୪(ଡି.ଏନ୍‌.ଏ.)-ସାରା ବିଶ୍ୱ ଏବେ କରୋନା ଆତଙ୍କରେ ଆତଙ୍କିତ ହୋଇପଡିଥିବା ବେଳେ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି । ଭଦ୍ରକ ଜିଲା ବନ୍ତ ବ୍ଲକ ବସନ୍ତିଆସ୍ଥିତ…

କଟକଣା ପାଇଁ ରାମନବମୀ ପୂଜା ଫିକା: ୭ ଦିନ ପରିବର୍ତ୍ତେ ୨ ଘଣ୍ଟାରେ ପୂଜା ଶେଷ

ବନ୍ତ,୨ା୪(ଡି.ଏନ୍‌.ଏ.)-ଚଳିତ ବର୍ଷ କରୋନା କଟକଣା ପାଇଁ ବନ୍ତ ବ୍ଳକ ଟିଲୋ ମାଳିସାହି ଛକ ଠାରେ ନିରାଡମ୍ବର ସହକାରେ ରାମନବମୀ ପୂଜା ପାଳିତ ହୋଇଛି । ଦୀର୍ଘ ୪୩…

ବଲାଙ୍ଗୀରରେ ଫସି ରହିଛନ୍ତି ୩୦ ଅଣ ଓଡ଼ିଆ ଶ୍ରମିକ

ବଲାଙ୍ଗିର ଅଫିସ, ୨ା୪-ପଶ୍ଚିମବଙ୍ଗରୁ ବଲାଙ୍ଗୀରକୁ କାମ କରିବାକୁ ଆସିଥିବା ୩୦ ଜଣ ଅଣ ଓଡ଼ିଆ ଶ୍ରମିକ ଏଠାରେ ଫସି ରହିଛନ୍ତି। ସ୍ଥାନୀୟ ଆନନ୍ଦନଗର ନିକଟରେ ସେମାନେ ଏକ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଶନିମଙ୍ଗଳ ସହଯୋଗରୁ ସ୍ବାସ୍ଥ୍ୟ ଭଲ ଥିଲେ ମଧ୍ୟ କାମ ସମ୍ପନ୍ନ କରିବା କଷ୍ଟକର ହୋଇପଡିବ। ଆର୍ଥିକ କ୍ଷେତ୍ରରେ ଯେମିତି ଖର୍ଚ୍ଚ କରିବେ ସେମିତି ମଧ୍ୟ ପାଇବେ।…

କରୋନା ସଂକ୍ରମଣରେ ମୂଳ ଭାରତୀୟ ବୈଜ୍ଞାନିକ ମୃତ: ଏଚ୍‌ଆଇଭି ଉପରେ କରିଥିଲେ ଗବେଷଣା

ନୂଆଦିଲ୍ଲୀ/ଡରବାନ୍‌,୨।୪: କରୋନା ସଂକ୍ରମଣରେ ମୂଳ ଭାରତୀୟ ଦକ୍ଷିଣ ଆଫ୍ରିକା ବୈଜ୍ଞାନିକ ପ୍ରଫେସର ଗୀତା ରାମ୍‌ଜେଙ୍କ ମୃତ୍ୟୁ ଘଟିଛି। ଡରବାନ୍‌ର ଏକ ହସ୍ପିଟାଲରେ ତାଙ୍କର ମଙ୍ଗଳବାର ମୃତ୍ୟୁ ହୋଇଛି।…

କରୋନା ଆକ୍ରାନ୍ତଙ୍କ ଫୋନ୍‌ ଛୁଇଁବା ନର୍ସଙ୍କୁ ପଡ଼ିଲା ମହଙ୍ଗା, ଆଇସୋଲେଶନ୍‌ରେ ଭର୍ତ୍ତି

ନୂଆଦିଲ୍ଲୀ: କରୋନା ଭାଇରସ୍‌ କେତେ ପ୍ରଭାବଶାଳୀ ତାହା ରୋଗୀଙ୍କ ବର୍ଦ୍ଧିତ ସଂଖ୍ୟା ଦେଖି ସହଜରେ ଅନୁମାନ କରିହେଉଛି। କିନ୍ତୁ ଏହି ଭାଇରସ୍‌ ଖାଲି ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଲେ…

ଗଞ୍ଜାମପ୍ରଶାସନର ଅଭିନବ ପଦକ୍ଷେପ: ଭିଡିଓ କଲ୍‌ରେ କ୍ୟାରିୟର ନେଇ ପରାମର୍ଶ ଦେବେ ଏକ୍ସପର୍ଟ

ଛତ୍ରପୁର,୨ା୪(ଡି.ଏନ୍‌.ଏ.)- କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସମସ୍ତେ ଘରେ ଅଛନ୍ତି। ତେବେ ଅନେକ ଘରେ ବସି ବୋର୍‌ ହେଉଛନ୍ତି। ଏଥିରୁ ମୁକ୍ତି ପାଇଁ ଗଞ୍ଜାମ…

କରୋନାରେ ପଦ୍ମଶ୍ରୀ ନିର୍ମଳ ସିଂଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨।୪: ସ୍ବର୍ଣ୍ଣ ମନ୍ଦିରରର ପୂର୍ବତନ ହଜୁରି ରାଗି ଜିଆନି ନିର୍ମଳ ସିଂଙ୍କର କରୋନା ଭାଇରସ ସଂକ୍ରମଣରେ ଗୁରୁବାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ନିକିଟରେ ସେ ବିଦେଶରୁ…

ବଢ଼ିଲା ପାରଦ: ୩ ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ, ବର୍ଷାପବନକୁ ନେଇ ୮ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇଛି। ଗୁରୁବାର ରାଜ୍ୟର ୩ଟି ଜିଲାର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଟିଟଲାଗଡ଼ରେ ତାପମାତ୍ରା ୪୦.୫ ଡିଗ୍ରୀ, ମାଲକାନଗିରି ୪୦.୨…

ବିଦେଶରୁ ସର୍ବାଧିକ ଆସିଛନ୍ତି ଖଲ୍ଲିକୋଟକୁ

ଛତ୍ରପୁର,୨ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାକୁ ବିଦେଶ ଓ ବାହାର ରାଜ୍ୟରୁ ୨୫ ହଜାର ୫୮୦ ଜଣ ଫେରିଛନ୍ତି। ସେଥିମଧ୍ୟରେ ବାହାର ରାଜ୍ୟରୁ ୨୪ ହଜାର ୮୫୦ ଜଣ ଓ…