ମାର୍ଚ୍ଚ ୩୧ ଯାଏ ଧାନ କିଣା ହେବ, ଯୋଗାଣ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଲେ ବାଚସ୍ପତି

ଭୁବନେଶ୍ୱର,୨୫।୨(ବ୍ୟୁରୋ): ଧାନକିଣାକୁ ନେଇ ଗତ ଦୁଇଦିନ ଧରି ବିଧାନସଭାକୁ ବିରୋଧୀ ଦଳ ଅଚଳ କରି ରଖିଥିଲେ। ବାଚସ୍ପତି ଏହି ସମସ୍ୟାର ସମାଧାନ ପାଇଁ ସର୍ବଦଳୀୟ ବୈଠକ ଡାକିଥିଲେ।…

ଦଶବର୍ଷରେ ୧୭,୧୨୪ ହେକ୍ଟର ଜଙ୍ଗଲ ଜମି ବରବାଦ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ଖଣି, ଶିଳ୍ପ, ଜଳସେଚନ, ରାସ୍ତା ଏବଂ ରେଳପଥ ନିର୍ମାଣ ଲାଗି ରାଜ୍ୟର ୧୮ଟି ଜିଲାରେ ଗତ ଦଶ ବର୍ଷରେ ୧୭୧୨୪.୭୧୩ ହେକ୍ଟର ଜଙ୍ଗଲ ଜମି ନଷ୍ଟ…

ରଣଝାଲି ଗ୍ରାମରେ ପାନୀୟ ଜଳ ସଙ୍କଟ: ହାଣ୍ଡି ମାଠିଆ ଧରି ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ମହିଳା

ପୁରୁଷୋତ୍ତମପୁର,୨୫।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ରଣଝାଲି ଗ୍ରାମର ୪ ଓ ୫ ନଂ ୱାର୍ଡରେ ପାନୀୟଜଳର ଘୋର ଅଭାବ ଦେଖାଦେଇଛି। ଏ ନେଇ ଦୀର୍ଘଦିନ…

ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ଭବାନୀପାଟଣା, ୨୫।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଅଦାଲତ ଜିଲା ଓ ଦୌରାଜଜ୍‌ ପ୍ରଦୀପ କୁମାର ପଟ୍ଟନାୟକ ମଙ୍ଗଳବାର ଏକ ହତ୍ୟା ମାମଲା କେସ୍‌ ନଂ. ୫୧/୨୦୧୫ର ଶୁଣାଣି…

ବିହାରରେ ଲାଗୁ ହେବ ନାହିଁ ଏନ୍‌ଆରସି

ପାଟନା,୨୫।୨: ବିହାର ବିଧାନସଭାରେ ଏନ୍‌ପିଆର ଓ ଏନ୍‌ଆରସିକୁ ନେଇ ୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ପାସ୍‌ ହୋଇଛି। ମଙ୍ଗଳବାର ଗୃହରେ ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍‌ଆରସି)କୁ ଲାଗୁ ନ କରିବା…

ରଣ୍‌ଜୀ ଟ୍ରଫିରେ ପ୍ରଥମଥର ବ୍ୟବହାର ହେବ ଡିଆର୍‌ଏସ୍‌

ରାଜକୋଟ୍‌, ୨୫।୨ (ପି.ଟି.)- ଭାରତୀୟ ଘରୋଇ କ୍ରିକେଟ୍‌ର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କ୍ରିକେଟ୍‌ ପ୍ରତିଯୋଗିତା ରଣ୍‌ଜୀ ଟ୍ରଫିରେ ପ୍ରଥମ ଥର ଲାଗି ଡିସିସନ ରିଭ୍ୟୁ ସିଷ୍ଟମ (ଡିଆର୍‌ଏସ୍‌) ବ୍ୟବହାର…

ମେଲାନିଆଙ୍କ ହସ୍ତାକ୍ଷରକୁ ସ୍କୁଲରେ ସାଇତା ହୋଇ ରଖାଯିବ

ନୂଆଦିଲ୍ଲୀ,୨୫।୨: ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ ପ୍ରଥମ ଥର ଭାରତକୁ ଆସିଥିବା ବେଳେ ମଙ୍ଗଳବାର ଦିଲ୍ଲୀର ୨ଟି ସ୍କୁଲକୁ ସେ ଗସ୍ତ କରିଥିଲେ। ପ୍ରଥମେ ସେ…

କରୋନା ଭାଇରସ: ଇଟାଲିରେ ୭ ମୃତ

ରୋମ,୨୫।୨: କରୋନା ଭାଇରସ ଏବେ ସାରା ବିଶ୍ୱକୁ ଭୟଭୀତ କରି ରଖିଥିବା ବେଳେ ଏବେ ଏହା ଚାଇନା ବାହାରେ ବି କାୟା ବିସ୍ତାର କରିବାରେ ଲାଗିଛି। ମିଳିଥିବା…

ଲାଞ୍ଚନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବ୍ରହ୍ମଗିରି ରାଜସ୍ବ ନିରୀକ୍ଷକ

ପୁରୀ ଅଫିସ, ୨୫।୨: ଲାଞ୍ଚ ନେବା ଅଭିଯୋଗରେ ମଙ୍ଗଳବାର ବ୍ରହ୍ମଗିରି ରାଜସ୍ବ ନିରୀକ୍ଷକ ବିଚିତ୍ର ମୋହନ ମିଶ୍ର ଏବଂ ପିଅନ କବିତା ବେହେରା ମଙ୍ଗଳବାର ଭିଜିଲାନ୍ସ ହାତରେ…

ରାଶିଫଳ: ବୁଧବାର, ଫେବ୍ରୁଆରି ୨୬ ତାରିଖ – Daily Horoscope

ମେଷ ଆଜିର ଶୁକ୍ର ସହ ଚନ୍ଦ୍ର ଯୋଗ ହେତୁ ଗୃହରେ ଶୁଭକାମରେ ବନ୍ଧୁମିଳନ ନିଶ୍ଚିତ। ଏହିଯୋଗ ଆପଣଙ୍କୁ ଅର୍ଥ ଓ ସମ୍ମାନ ପ୍ରଦାନ କରିବାରେ ଅବହେଳା କରିବ…