ହାତୀ ଗଲା, ଭୟ ରହିଲା

ଭୁବନେଶ୍ୱର(ବ୍ୟୁରୋ)/ପିପିଲି(ସ୍ବ.ପ୍ର.)/ବଳଙ୍ଗା, ୨୫ା୨(ଡି.ଏନ୍‌.ଏ.): ଗତ ତିନିଦିନ ହେଲା ପୁରୀ ଜିଲାର ପିପିଲି, ନିମାପଡ଼ା, କଣାସ, ଡେଲାଙ୍ଗ ଏବଂ ଖୋର୍ଦ୍ଧା ଜିଲାର ଜଟଣୀ ବ୍ଲକ ଅଞ୍ଚଳରେ ଆତଙ୍କ ଖେଳାଇଥିବା ଦନ୍ତାହାତୀ…

ରାଜ୍ୟ ସଭାର ୫୫ ଆସନ ପାଇଁ ୨୬ ମାର୍ଚ୍ଚରେ ହେବ ନିର୍ବାଚନ

ନୂଆଦିଲ୍ଲୀ,୨୫।୨: ରାଜ୍ୟ ସଭାର ୫୫ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୨୬ରେ ନିର୍ବାଚନ ହେବ ବୋଲି ଜଣାପଡିଛି। ମଙ୍ଗଳବାର ନିର୍ବାଚନ କମିଶନଙ୍କ ପକ୍ଷରୁ ଏହି ଘୋଷଣା କରାଯାଇଛି।…

ରାଷ୍ଟ୍ରପତିଙ୍କ ବଙ୍କେଟ ହଲ୍‌କୁ ସୋନିଆଙ୍କୁ କରାଗଲାନି ଆମନ୍ତ୍ରଣ

ନୂଆଦିଲ୍ଲୀ,୨୫।୨: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଥମ ଥର ପାଇଁ ୨ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ମଙ୍ଗଳବାର ତାଙ୍କ ଗସ୍ତର ଶେଷ…

ରାଜଘାଟରେ ମହାତ୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମଙ୍ଗଳବାର ପୂର୍ବାହ୍ନରେ ଟ୍ରମ୍ପ୍‌ ସ୍ତ୍ରୀ ମେଲାନିଆଙ୍କ ସହିତ ମହାତ୍ମାଙ୍କ…

‘ଶିଶୁପାଳଗଡ଼ ଗଡ଼ଖାଇର ହେବ ପୁନରୁଦ୍ଧାର’

ପୁରୁଣା ଭୁବନେଶ୍ୱର, ୨୫ା୨ (ଡି.ଏନ.ଏ.): ଐତିହ୍ୟ ସଂରକ୍ଷିତ ରଖିବା ନେଇ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଯେତେ ଘୋଷଣା, ଯୋଜନା ପ୍ରସ୍ତୁତ କଲେ ମଧ୍ୟ ଜବରଦଖଲ…

ଏସ୍‌ସିବି ମେଡିକାଲରେ ଅବ୍ୟବସ୍ଥା: ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି

କଟକ ଅଫିସ,୨୫ା୨: ଏସ୍‌ସିବି ମେଡ଼ିକାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ରାଜ୍ୟ ସରକାର ଯୋଜନା କରୁଛନ୍ତି। ଏଥିପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରିବାକୁ ପ୍ରସ୍ତୁତ ହେଉଛନ୍ତି ରାଜ୍ୟ…

କରୋନା ଯୋଗୁ ପୁଣି ବଢ଼ିଲା ସୁନା ଦାମ: ଟପିଲା ୪୩ ହଜାର

ନୂଆଦିଲ୍ଲୀ,୨୫।୨: ଚାଇନାରେ ଦେଖାଦେଇଥିବା କରୋନା ଆତଙ୍କ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଆର୍ଥିକ ସଙ୍କଟ ସୃଷ୍ଟି ହୋଇଛି। ଏବେ ସୁନା ଦାମ ୧୦ ଗ୍ରାମ୍‌ ପିଛା ୪୩ ହଜାର…

ରାଷ୍ଟ୍ରପତି ଭବନରେ ଟ୍ରମ୍ପଙ୍କୁ ଦିଆଗଲା ଗାର୍ଡ ଅଫ୍‌ ଅନର

ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପଙ୍କର ଭାରତ ଗସ୍ତର ଦ୍ୱିତୀୟ ଦିନରେ ଅର୍ଥାତ୍‌ ମଙ୍ଗଳବାର ସକାଳେ ରାଷ୍ଟ୍ରପତି ଭବନ…

ଉନ୍ନାଓ ବଳାତ୍କାର ମାମଲାର ଦୋଷୀ କୁଲଦୀପଙ୍କ ସରିଲା ବିଧାନସଭା ସଦସ୍ୟତା

ଲକ୍ଷ୍ନୌ,୨୫।୨: ଉତ୍ତରପ୍ରଦେଶର ଚର୍ଚ୍ଚିତ ଉନ୍ନାଓ ବଳାତ୍କାର ମାମଲାର ଦୋଷୀ ଭାଜପା ବିଧାୟକ କୁଲଦୀପ ସିଂହ ସେନ୍‌ଗାରଙ୍କ ବିଧାନସଭା ସଦସ୍ୟତା ଶେଷ ହୋଇଛି। ଏହାପରେ ସେ ଆଉ ବିଧାୟକ…

ସୁସ୍ଥ ସନ୍ତାନ ପ୍ରସବ ପରେ ସ୍ବାଇନ୍‌ ଫ୍ଲୁ ରୋଗୀଙ୍କ ମୃତ୍ୟୁ

ହାଇଦ୍ରାବାଦ,୨୫।୨: ତେଲେଙ୍ଗାନା କରିମନଗର ଜିଲା ଜମିକୁନ୍ତା ମଣ୍ଡଳ ଅଞ୍ଚଳର ଶେହନାଜ ନାମକ ଜଣେ ଗର୍ଭବତୀ ସ୍ବାଇନ ଫ୍ଲୁରେ ଆକ୍ରାନ୍ତ ଥିଲେ। ଚିକିତ୍ସିତ ଅବସ୍ଥାରେ ସୋମବାର ହସ୍ପିଟାଲରେ ଏକ…