ରାଷ୍ଟ୍ରପତି ଭବନରେ ଟ୍ରମ୍ପଙ୍କୁ ଦିଆଗଲା ଗାର୍ଡ ଅଫ୍‌ ଅନର

ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପଙ୍କର ଭାରତ ଗସ୍ତର ଦ୍ୱିତୀୟ ଦିନରେ ଅର୍ଥାତ୍‌ ମଙ୍ଗଳବାର ସକାଳେ ରାଷ୍ଟ୍ରପତି ଭବନ…

ଉନ୍ନାଓ ବଳାତ୍କାର ମାମଲାର ଦୋଷୀ କୁଲଦୀପଙ୍କ ସରିଲା ବିଧାନସଭା ସଦସ୍ୟତା

ଲକ୍ଷ୍ନୌ,୨୫।୨: ଉତ୍ତରପ୍ରଦେଶର ଚର୍ଚ୍ଚିତ ଉନ୍ନାଓ ବଳାତ୍କାର ମାମଲାର ଦୋଷୀ ଭାଜପା ବିଧାୟକ କୁଲଦୀପ ସିଂହ ସେନ୍‌ଗାରଙ୍କ ବିଧାନସଭା ସଦସ୍ୟତା ଶେଷ ହୋଇଛି। ଏହାପରେ ସେ ଆଉ ବିଧାୟକ…

ସୁସ୍ଥ ସନ୍ତାନ ପ୍ରସବ ପରେ ସ୍ବାଇନ୍‌ ଫ୍ଲୁ ରୋଗୀଙ୍କ ମୃତ୍ୟୁ

ହାଇଦ୍ରାବାଦ,୨୫।୨: ତେଲେଙ୍ଗାନା କରିମନଗର ଜିଲା ଜମିକୁନ୍ତା ମଣ୍ଡଳ ଅଞ୍ଚଳର ଶେହନାଜ ନାମକ ଜଣେ ଗର୍ଭବତୀ ସ୍ବାଇନ ଫ୍ଲୁରେ ଆକ୍ରାନ୍ତ ଥିଲେ। ଚିକିତ୍ସିତ ଅବସ୍ଥାରେ ସୋମବାର ହସ୍ପିଟାଲରେ ଏକ…

୩୯ ବର୍ଷରେ ପାଦ ଦେଲେ ଶାହିଦ କପୁର: କରିନାଙ୍କ ସହିତ ବ୍ରେକ୍‌ଅପ୍‌ ପରେ ୧୪ ବର୍ଷ ସାନ ମୀରାଙ୍କୁ କରିଥିଲେ ବିବାହ

ମୁମ୍ବାଇ: ବଲିଉଡ୍‌ ଷ୍ଟାର ଶାହିଦ କପୁର ମଙ୍ଗଳବାର ୩୯ ବର୍ଷରେ ପାଦ ଦେଇଛନ୍ତି। ୧୯୮୧ ଫେବୃୟାରୀ ୨୫ରେ ସେ ନୂଆଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ଅଭିନୟ ପ୍ରତି ତାଙ୍କର…

ଜଳୁଛି ଦିଲ୍ଲୀ: ମେଟ୍ରୋ ଷ୍ଟେଶନ, ସ୍କୁଲ ବନ୍ଦ

ନୂଆଦିଲ୍ଲୀ,୨୫।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଜଳୁଛି ଦିଲ୍ଲୀ। ବିଭିନ୍ନ ସ୍ଥାନରେ ଉପୁଜିଥିବା ହିଂସାରେ ଏବେ ପର୍ଯ୍ୟନ୍ତ ୬ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ ଶତାଧିକ…

ଡ୍ୟାନିଙ୍କ ନାମ ରଖିଥିଲେ ଜୟା ବଚ୍ଚନ: ସିକିମ୍‌ ରାଜକୁମାରୀଙ୍କୁ ଦୀର୍ଘ ଦିନ ପ୍ରେମ ପରେ କରିଥିଲେ ବିବାହ

ମୁମ୍ବାଇ: ବଲିଉଡ୍‌ ଖଳନାୟକ ଡ୍ୟାନି ଡେଞ୍ଜୋଙ୍ଗ୍‌ପା ମଙ୍ଗଳବାର ୭୨ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୪୮ ଫେବୃୟାରୀ ୨୫ରେ ସିକିମ୍‌ର ଗ୍ୟାଙ୍ଗଟକ୍‌ଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପ୍ରକୃତ…

ଏବେ ଖାଇହେବ କୁକୁଡ଼ା ମାଂସ

ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ଓୟୁଏଟି କୁକୁଡ଼ା ଫାର୍ମରେ ବାର୍ଡ-ଫ୍ଲୁ ଲାଗିଥିବା ପରିପ୍ରେକ୍ଷୀରେ ଲୋକମାନେ ଆଶଙ୍କା ମଧ୍ୟରେ କୁକୁଡ଼ା ମାଂସ ଓ ଅଣ୍ଡା ଖାଉନାହାନ୍ତି। କିନ୍ତୁ ଏଥିପାଇଁ କୌଣସି ଆଶଙ୍କା…

ଆଇଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଓଡ଼ିଶା ପ୍ରଶାସନରେ କାର୍ଯ୍ୟରତ କେତେକ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ଅଧିକାରୀସ୍ତରରେ ଛୋଟ ଧରଣର ଅଦଳବଦଳ କରାଯାଇଛି। ଏନେଇ ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି…

ଗ୍ରୀନ ଏନର୍ଜି କରିଡରକୁ ଅନୁମୋଦନ କରୁନି କେନ୍ଦ୍ର

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ପାରମ୍ପରିକ ଶକ୍ତି ଉତ୍ସର ଭବିଷ୍ୟତ ବେଳକୁ ବେଳ ଅନିଶ୍ଚିତତା ଆଡକୁ ଗତି କରୁଥିବା ବେଳେ ରାଜ୍ୟ ସରକାର ଅଣପାରମ୍ପରିକ ଶକ୍ତି ଉତ୍ସଗୁଡିକର ବିନିଯୋଗ ଦିଗରେ ପଦକ୍ଷେପ…

ବିଏସ୍‌କଓ୍ବୋଇ ସହ ଆୟୁଷ୍ମାନର ମିଶ୍ରଣ ନିଷ୍ପତ୍ତି ବିଚାରାଧୀନ: ମନ୍ତ୍ରୀ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଓଡ଼ିଶା ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ) ସହ ଆୟୁଷ୍ମାନ ଯୋଜନାର ମିଶ୍ରଣ ପ୍ରସଙ୍ଗ ଏବେ ବି ବିଚାରାଧୀନ ରହିଛି। ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ…