ଭାରତରେ ୧୦୦ ନିୟୁତ ଡଲାର ନିବେଶ କରିବ ଏଡିବି

ନୂଆଦିଲ୍ଲୀ,୩୧। ୩: ଏସିଆନ ଡେଭଲପମେଣ୍ଟ ବ୍ୟାଙ୍କ (ଏଡିବି) ଭାରତରେ ୧୦୦ ନିୟୁତ ଡଲାର ନିବେଶ କରିବ। ଜାତୀୟ ଭିତ୍ତିଭୂମି ଏବଂ ନିବେଶ ପାଣ୍ଠି (ଏନ୍‌ଆଇଆଇଏଫ୍‌)ରେ ଏହି ନିବେଶ…

୧୩୭୫ ପଏଣ୍ଟ ଖସିଲା ସେନ୍‌ସେକ୍ସ

  ମୁମ୍ବାଇ,୩୧। ୩: ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜର ସେନ୍‌ସେକ୍ସ ସୋମବାର ୧୩୭୫ ପଏଣ୍ଟ ଖସିଛି। କରୋନା ଯୋଗୁ ବଜାର ସ୍ଥିତି ଏବେ ଠିକ୍‌ ନ ଥିବାରୁ ଏହି…

ନୂଆ ଲୋଗୋ ଉନ୍ମୋଚନ କଲା ପିଏନ୍‌ବି

ମୁମ୍ବାଇ,୩୧। ୩: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ପକ୍ଷରୁ ନୂଆ ଲୋଗୋ ଉନ୍ମୋଚନ କରାଯାଇଛି। ଏପ୍ରିଲ ପରଠାରୁ ପିଏନ୍‌ବି ସହ ୟୁନାଇଟେଡ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏବଂ ଓରିଏଣ୍ଟାଲ…

ପରିବର୍ତ୍ତନ ହେବେ ଏସ୍‌ଏଲ୍‌ବିସି କନ୍‌ଭେନର

ମୁମ୍ବାଇ,୩୧। ୩: ୧୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଶ୍ରଣ ପରେ ରିଜର୍ଭ ବ୍ୟାଙ୍କ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି(ଏସ୍‌ଏଲ୍‌ବିସି)ର କନ୍‌ଭେନରଙ୍କୁ ପରିବର୍ତ୍ତନ ନେଇ ସୋମବାର ପ୍ରସ୍ତାବ ଦେଇଛି। ସରକାର ୧୦…

ପିଏମ୍‌ କେୟାର୍ସ ପାଣ୍ଠିକୁ ରିଲାଏନ୍ସର ୫୦୦ କୋଟି

ନୂଆଦିଲ୍ଲୀ,୩୧। ୩: କୋଭିଡ୍‌-୧୯ ବିରୋଧରେ ଲଢ଼େଇରେ ଦେଶର ପ୍ରମୁଖ ବାଣିଜି୍ୟକ ଗ୍ରୁପ୍‌ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଯୋଗଦାନ ରଖିଛି। କମ୍ପାନୀ ପିଏମ୍‌ କେୟାର୍ସ ପାଣ୍ଠିକୁ ୫୦୦ କୋଟି ଟଙ୍କା…

ଅରୁନ୍ଧତୀ ଗ୍ରୁପ୍‌ ପକ୍ଷରୁ ରିଲିଫ ପାଣ୍ଠିକୁ ୫ ଲକ୍ଷ ଦାନ

ଭୁବନେଶ୍ୱର,୩୧। ୩: କୋଭିଡ୍‌-୧୯ ମୁକାବିଲା ଲାଗି ପ୍ରମୁଖ ଜୁଏଲେରି ଚେନ୍‌ ଅରୁନ୍ଧତୀ ଗ୍ରୁପ୍‌ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଗ୍ରୁପ୍‌ର…

୧୭ ବର୍ଷର ସର୍ବନିମ୍ନ ସ୍ତରରେ ଅଶୋଧିତ ତୈଳ ଦର

ନୂଆଦିଲ୍ଲୀ,୩୧। ୩: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ସୋମବାର ୧୭ ବର୍ଷର ସର୍ବନିମ୍ନ ସ୍ତରକୁ ଖସିଛି। ଏହି ସମୟରେ ବ୍ରେଣ୍ଟ କ୍ରୁଡ୍‌ ଫିଚର ବ୍ୟାରେଲ ପିଛା…

ବାତିଲ ହୋଇପାରେ ଆଇପିଏଲ୍‌

କରୋନା ଭାଇରସ ସଂକ୍ରମଣ ଯୋଗୁ ଚଳିତ ସିଜନରେ ଅନେକ କ୍ରୀଡ଼ା ସ୍ଥଗିତ ରହିଛି କିମ୍ବା ବାତିଲ ହୋଇଛି। ସାମ୍ପ୍ରତିକ ପରିସ୍ଥିତିକୁ ଦେଖିଲେ ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର…

ଶୀଘ୍ର ଅଲିମ୍ପିକ୍ସ ଚାହୁଁଥିଲା ଟ୍ରାଇଥଲନ ପରିଷଦ

ଓ୍ବାଶିଂଟନ, ୩୧।୩(ଏପି)- ଗ୍ରୀଷ୍ମକାଳୀନ ଉତ୍ତାପକୁ ଏଡ଼ାଇବା ପାଇଁ ଆସନ୍ତା ବର୍ଷ ଅଲିମ୍ପିକ୍ସ ଶୀଘ୍ର ହେଉ ବୋଲି ଟ୍ରାଇଥଲନ ପରିଚାଳନା ପରିଷଦ ଚାହୁଁଥିଲା। ମାତ୍ର ଘୋଷିତ ନୂଆ ତାରିଖକୁ…

ସାଜିଦଙ୍କ ସହ ଓଡ଼ିଶା ଏଫ୍‌ସିର ଚୁକ୍ତିମିଆଦ ବୃଦ୍ଧି

ଭୁବନେଶ୍ୱର, ୩୧।୩(କ୍ରୀଡ଼ା ପ୍ରତିନିଧି)- ଇଣ୍ଡିଆନ ସୁପର ଲିଗ୍‌(ଆଇଏସଏଲ)ର ଭୁବନେଶ୍ୱର ଭିତ୍ତିକ କ୍ଲବ ଓଡ଼ିଶା ଏଫସି ଡିଫେଣ୍ଡର ମହମ୍ମଦ ସାଜିଦ ଧୁତ୍‌ଙ୍କ ସହ ଚୁକ୍ତି ମିଆଦ ବୃଦ୍ଧି କରିଛି।…