ଅଷ୍ଟଶମ୍ଭୁ ପୀଠରେ ହରିହର ଭେଟ

ବିରିଡି, ୨୨।୨ (ଡି.ଏନ୍‌.ଏ.): ପବିତ୍ର ଶିବଚତୁଦ୍ଦଶୀ ତିଥି ଅବସରରେ ଶୁକ୍ରବାର ହାଜିପୁରସ୍ଥିତ ପବିତ୍ର ଧ୍ୟାନକୁଦ ଶ୍ରୀଜଗନ୍ନାଥ ମନ୍ଦିରରୁ ଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଶ୍ରୀ ମଦନମୋହନ ସେବାୟତମାନଙ୍କ ସହ…

ଗରିବୀ ସର୍ଭେ ଆରମ୍ଭ କଲେ ସରକାର

ନୂଆଦିଲ୍ଲୀ,୨୨-୨: ଦେଶରେ ଗରିବୀର ଆକଳନ କରିବା ଲାଗି ସରକାର ନୂଆ ସର୍ଭେ ଆରମ୍ଭ କରିଛନ୍ତି। ଏହା ମଧ୍ୟରେ ପୋଷଣର ମାତ୍ରା, ପିଇବା ପାଣି, ହାଉସିଂ, ରନ୍ଧନ ପାଇଁ…

ପୂର୍ବତନ ବିଧାୟକ ରମେଶ ଗଞ୍ଜାମ ଜିଲା ବିଜେଡି ସଭାପତି

ବ୍ରହ୍ମପୁର ଅଫିସ,୨୨ା୨-ବ୍ରହ୍ମପୁର ପୂର୍ବତନ ବିଧାୟକ ଡା.ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ ଗଞ୍ଜାମ ଜିଲା ବିଜେଡିର ନୂଆ ସଭାପତି ହୋଇଛନ୍ତି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଜାରକା ବିଟ୍‌ ହାଉସ ନିକଟରେ ହେବ ଫ୍ଲାଏ ଓଭରବ୍ରିଜ୍‌

ଧର୍ମଶାଳା,୨୨।୨(ଡିଏନଏ): ଜାତୀୟ ରାଜପଥ ଜାରକା ଛକରେ ହେବାକୁ ଥିବା ଫ୍ଲାଏ ଓଭରବ୍ରିଜକୁ ନେଇ ଚାଲିଥିବା ବିଭିନ୍ନ କଳ୍ପନାଜଳ୍ପନାର ଅବସାନ ଘଟିଛି। ଶୁକ୍ରବାର ପୂର୍ବାହ୍ନରେ ଜାତୀୟ ରାଜପଥ ପ୍ରାଧିକରଣ…

ଉଚ୍ଚ ଟିକସ ପ୍ରସଙ୍ଗ ପୁଣି ଉଠାଇଲେ ଟ୍ରମ୍ପ

ନୂଆଦିଲ୍ଲୀ,୨୨-୨: ଭାରତ ଆମେରିକା ସାମଗ୍ରୀ ଉପରେ ବୃହତ୍‌ ପରିମାଣର ଟିସକ ଲାଗୁ କରୁଥିବାରୁ ଏହା ଦ୍ୱାରା ବାଣିଜ୍ୟ ପ୍ରଭାବିତ ହେଉଛି ବୋଲି ଭାରତ ଗସ୍ତ ପୂର୍ବରୁ ୟୁଏସ୍‌…

୧୦% ମହଙ୍ଗା ହୋଇପାରେ ଟିଭି

ନୂଆଦିଲ୍ଲୀ,୨୨-୨: ଆସନ୍ତା ମାସରେ ଟିଭି ୧୦% ମହଙ୍ଗା ହୋଇପାରେ। ଭାରତକୁ ଅଧିକାଂଶ ଓପନ ସେଲ୍‌ ଟିଭି ପ୍ୟାନେଲ ଚାଇନାରୁ ସପ୍ଲାଇ ହୋଇଥାଏ। ଚାଇନାରେ କରୋନା ଭାଇରସ ଯୋଗୁ…

ଯାଜପୁରରୋଡ ସିଏଚ୍‌ସିକୁ ଅବହେଳା

ଯାଜପୁର ଅଫିସ,୨୨।୨: କଳିଙ୍ଗନଗର ଶିଳ୍ପାଞ୍ଚଳକୁ ଲାଗିଥିବା ଜିଲାର ପ୍ରମୁଖ ସହର ଯାଜପୁରରୋଡକୁ ସମ୍ପୂର୍ଣ୍ଣ ଅଣଦେଖା କରାଯାଉଛି। ଏହି ସହରର ଜନସଂଖ୍ୟା ପ୍ରାୟ ଦେଢଲକ୍ଷ ପାଖାପାଖି ହେଲାଣି। ଡିଏମ୍‌ଏଫ୍‌…

ବିକାଶ ହାର ୪.୯% ରହିବା ଅନୁମାନ

ନୂଆଦିଲ୍ଲୀ,୨୨-୨: ଚଳିତ ଆର୍ଥତ୍କ ବର୍ଷରେ ଦେଶର ଜିଡିପି ବିକାଶ ହାର ୪.୯% ରହିବା ନେଇ ଅନୁମାନ କରାଯାଇଛି। ବିକାଶ ହାର ଚଳିତ ଆର୍ଥତ୍କ ବର୍ଷ ୫% ରହିବ…

ଗୁରୁଦେବ ହସ୍‌ପିଟାଲ ସିଲ୍‌ କଲା ପ୍ରଶାସନ

ବ୍ରହ୍ମପୁର ଅଫିସ, ୨୨ା୨-ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବ୍ରହ୍ମନଗରରରେ ଥିବା ଗୁରୁଦେବ ହସ୍‌ପିଟାଲକୁ ଶୁକ୍ରବାର ସନ୍ଧ୍ୟାରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ସିଲ୍‌ କରାଯାଇଛି । ହସ୍‌ପିଟାଲ…

ପ୍ରଶାସନିକ ଅବହେଳା, ଅଧାରେ ପଡ଼ିଛି ଆବାସ

କୁନ୍ଦୁରା,୨୨ା୨(ଡି.ଏନ୍‌.ଏ.) କୋରାପୁଟ ଜିଲା କୁନ୍ଦୁରା ବ୍ଲକରେ ଗରିବ ହିତାଧିକାରୀଙ୍କ ପାଇଁ ଆସୁଥିବା ପ୍ରଧାନମନ୍ତ୍ରୀ ଆବାସ କିମ୍ବା ବିଜୁ ପକ୍କାଘର ଯୋଜନାରେ ପ୍ରଶାସନିକ ଅବହେଳା ଯୋଗୁ ୨୦୧୮-୧୯ରେ ଶତାଧିକ…