ମହାଶିବରାତ୍ରିରେ ଅଘଟଣ: ଜଟିଆ ବାବା ପାହାଡ଼ରୁ ଖସିଲା ପଥର, ୨୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଆହତ

ରାଉରକେଲା ଅଫିସ/କୁଆଁରମୁଣ୍ଡା,୨୧।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ପୁଟୁରିଖମଣ ପଞ୍ଚାୟତ ସୀମାନ୍ତବର୍ତ୍ତୀ ଜଟିଆବାବା ମନ୍ଦିରରେ ଶୁକ୍ରବାର ଏକ ଅଘଟଣ ଘଟିଛି। ମହାଶିବରାତ୍ରି ଉପଲକ୍ଷେ ଶ୍ରଦ୍ଧାଳୁମାନଙ୍କ ସମାଗମ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଆଗରେ ୧୩୩ ରନ୍‌ର ଟାଗେର୍ଟ

ସିଡ୍‌ନୀ,୨୧।୨- ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଶୁକ୍ରବାର ଆରମ୍ଭ ହୋଇଯାଇଛି। ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଆୟୋଜକ ଅଷ୍ଟ୍ରେଲିଆ ସମ୍ମୁଖରେ ୧୩୩ ରନ୍‌ର ବିଜୟ ଲକ୍ଷ୍ୟ ଧାର୍ଯ୍ୟ…

ଦେଶର ପ୍ରଥମ ବରଫ କାଫେ

ମନାଲି: ଲେହ-ମନାଲି ଜାତୀୟ ରାଜପଥରେ ୧୪ ହଜାର ଫୁଟର ବରଫ କାଫେ ତିଆରି କରାଯାଇଛି। ଏହା ଦେଶର ପ୍ରଥମ ବରଫ କାଫେ। ଏଠାରେ ମସଲା ଚା’, ବଟର…

ଟ୍ରମ୍ପଙ୍କ ସହ ଭାରତ ଆସିବେ ଝିଅ ଇଭାଙ୍କା

ଓ୍ବାଶିଂଟନ୍‌,୨୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ଏହି ଗସ୍ତ କାଳରେ ତାଙ୍କ ସହ ସ୍ତ୍ରୀ ମେଲାନିଆ ମଧ୍ୟ ଭାରତ ଆସୁଛନ୍ତି। କେବଳ…

ଅନୁଗୋଳ ଜିଲା ବିଜେଡି ସଭାପତି ହେଲେ ମହେନ୍ଦ୍ର ବସ୍ତିଆ

ଅନୁଗୋଳ ଅଫିସ,୨୧।୨: ବରିଷ୍ଠ ଓକିଲ ତଥା ଅନୁଗୋଳ ପୌରପାଳିକା ବିଜେଡି ସଭାପତି ଥିବା ମହେନ୍ଦ୍ର ବସ୍ତିଆ ଅନୁଗୋଳ ଜିଲା ବିଜେଡି ମଙ୍ଗ ଧରିଛନ୍ତି । ବିଜେଡି ସୁପ୍ରିମୋ…

ମାଧପୁର ପଞ୍ଚାୟତରେ ବ୍ୟାପକ ଅନିୟମିତତା ଅଭିଯୋଗ: ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାହିଁ ଯୋଗ୍ୟ ହିତାଧିକାରୀଙ୍କ ନାଁ

ମାଧପୁର,୨୧।୨(ଡି.ଏନ୍‌.ଏ) : ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ପଞ୍ଚାୟତରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହେଉଛି। ଫନି ପରେ ପଞ୍ଚାୟତର ପ୍ରତ୍ୟେକ ଗାଁ ବୁଲି…

ମନ୍ଥର ଗତିରେ ଚାଲିଛି ପୋଲ କାର୍ଯ୍ୟ, ଦେଶୀଡଙ୍ଗାରେ ନଦୀ ପାର ହେଉଛନ୍ତି ଲୋକେ

ଭବାନୀପାଟଣା,୨୧।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ବଡ଼ଚେରଗାଁ ଅଞ୍ଚଳର ଲୋକେ ଆଜି ବି ଦୈନନ୍ଦିନ କାର୍ଯ୍ୟ ପାଇଁ ଦେଶୀଡଙ୍ଗା ଉପରେ ଭରସା କରୁଛନ୍ତି। ଏହି ଅଞ୍ଚଳର ବଡ଼ଚେରଗାଁ,…

ବାଲୁକାକଳାରେ ମହାଶିବରାତ୍ରିର ଶୁଭେଚ୍ଛା ଦେଲେ ସୁଦର୍ଶନ

ପୁରୀ ଅଫିସ,୨୧।୨: ଆଜି ମହାଶିବରାତ୍ରି। ଭଗବାନ ଶିବଙ୍କ ଉପାସନା ଲାଗି ଉଦ୍ଦିଷ୍ଟ ଏହି ଦିନଟିକୁ ପାଳନ କରିବାକୁ ଉତ୍ସବମୁଖର ହୋଇଉଠିଛି ବିଭିନ୍ନ ଶୈବପୀଠ। ଏହି ଅବସରରେ ବାଲୁକାଶିଳ୍ପୀ…

ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା: ଅଭିନବ ଶୈଳୀରେ ଦାବି ଉପସ୍ଥାପନ କଲା ବରଗଡ଼ ହସ୍ପିଟାଲ ବଞ୍ଚାଅ ଅଭିଯାନ

ବରଗଡ଼ ଅଫିସ,୨୧।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇଦେବା ଦାବିରେ ବରଗଡ଼ ହସ୍ପିଟାଲ ବଞ୍ଚାଅ ଅଭିଯାନ ପକ୍ଷରୁ ଶୁକ୍ରବାରରୁ ଅଭିନବ…

ଜାଗରରେ ଅଘଟଣ: ଦୀପ ନିଆଁରେ ପୋଡ଼ି ମହିଳା ଗୁରୁତର

ବ୍ରହ୍ମପୁର ଅଫିସ,୨୧।୨: ପବିତ୍ର ମହାଶିବରାତ୍ରି ଅବସରରେ ଜଣେ ମହିଳା ମନ୍ଦିର ଯାଇଥିବା ବେଳେ ସେଠାରେ ଏକ ଅଘଟଣ ଘଟିଛି। ଗଞ୍ଜାମ ଥାନା ଅନ୍ତର୍ଗତ ଝାଡ଼କୁଦା ଗ୍ରାମର ଲୋକନାଥ…