ତୁର୍କୀ ବିଶ୍ୱକପ୍‌ ହିରୋ ରେକବର କରୋନାରେ ସଂକ୍ରମିତ

ଆଙ୍କାରା,୨୯ା୩ (ଏଏଫ୍‌ପି-ବାର୍ସିଲୋନାର ପୂର୍ବତନ ଗୋଲକିପର ତଥା ତୁର୍କୀ ଜାତୀୟ ଦଳର ପୂର୍ବତନ ଖେଳାଳି ରଷ୍ଟୁ ରେକବର କରୋନା ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି…

ଜାତୀୟ ଆନ୍ତଃରାଜ୍ୟ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ସ୍ଥଗିତ: ନୂଆ କ୍ୟାଲେଣ୍ଡର ପ୍ରସ୍ତୁତ କରିବ ଏଏଫ୍‌ଆଇ

ନୂଆଦିଲ୍ଲୀ,୨୯।୩(ପି.ଟି.)-ଆଗାମୀ ଜୁନ୍‌ରେ ଆୟୋଜନ ହେବାକୁ ଥିବା ଜାତୀୟ ଆନ୍ତଃରାଜ୍ୟ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ସ୍ଥଗିତ ରଖିବାକୁ ଆଥଲେଟିକ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ନିଷ୍ପତ୍ତି ନେଇଛି। ଦେଶ ତଥା…

ଆଲ୍‌କୋହଲ ଯାଞ୍ଚ୍‌କୁ ସାମୟିକ ବନ୍ଦ ରଖିବାକୁ ଅନୁରୋଧ କଲା ଏୟାର ଇଣ୍ଡିଆ ପାଇଲଟ ସଂଘ

ନୂଆଦିଲ୍ଲୀ,୨୯।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି ହୋଇଛି। ସ୍ପାଇସ୍‌ ଜେଟ୍‌ର ଜଣେ ପାଇଲଟଙ୍କ ନମୁନା ପରୀକ୍ଷା ରିପୋର୍ଟ ପଜିଟିଭ୍‌ ଆସିଛି। ଏପରିସ୍ଥଳେ ସାମୟିକ ଭାବେ ଆଲ୍‌କୋହଲ…

କରୋନା ଭୟ: ମୁଖ୍ୟରାସ୍ତା ବନ୍ଦ କଲେ ଯୁବଗୋଷ୍ଠୀ

କେଗାଁ, ୨୯ା୩(ଡି.ଏନ.ଏ.)-କରୋନା ଭୟରେ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ସାନଚେରଗାଁ ଗ୍ରାମର ଯୁବଗୋଷ୍ଠୀ ରବିବାରଠାରୁ ଗାଁକୁ ଥିବା ତିନି ପ୍ରବେଶ ପଥରେ ବାଉଁଶ ବାନ୍ଧି ରାସ୍ତା ଅବରୋଧ…

ଫେରିବାକୁ ଚାହିଁ ବସିଛନ୍ତି ୭୮ଦାଦନ ଶ୍ରମିକ

ବଲାଙ୍ଗୀର ଅଫିସ, ୨୯ା୩: କରୋନା ସଂକ୍ରମଣ ରୋକିବା ନେଇ ଦେଶବ୍ୟାପୀ ଲକ୍‌ ଡାଉନ୍‌ ସମୟରେ ସବୁଠୁ ବେଶୀ ଅସୁବିଧାରେ ପଡିଛନ୍ତି ଦାଦନ ଶ୍ରମିକ । ରାଜ୍ୟ ବାହାରେ…

ଆମିଶ ବଜାରରେ ଦରବୃଦ୍ଧିକୁ ନେଇ ଉତ୍ତେଜନା

ଦେବଗଡ, ୨୯ା୩ (ଡି.ଏନ.ଏ.): ଦେବଗଡ ଆମିଶ ବଜାରରେ ଅହେତୁକ ଦର ବୃଦ୍ଧିକୁ ନେଇ ରବିବାର ଗ୍ରାହକ ଓ ବ୍ୟବସାୟୀ ମୁହାମୁହିଁ ହୋଇଥିଲେ। ଉତ୍ତ୍ୟକ୍ତ ଗ୍ରାହକମାନେ ବଜାର ଫାଟକରେ…

ହରିଶଙ୍କରରେ ଭୋକିଲା ମାଙ୍କଡଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ

ଖପ୍ରାଖୋଲ, ୨୯ା୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ମନ୍ଦିର ଗତ ୮ଦିନ ହେଲା ବନ୍ଦ ରହିଥିବାବେଳେ କେବଳ ପୂଜକ ନୀତି ପୂଜା କରୁଛନ୍ତି। ତେବେ ଏଠାରେ…

ପଞ୍ଚାୟତ ପୃଥକାବାସ ଶୌଚାଳୟ ଭାଙ୍ଗିଲେ ଦୁର୍ବୃତ୍ତ

ଲୋଇସିଂହା, ୨୯।୩(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ପକ୍ଷରୁ ଭାଲୁପାଲି ଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ କରୋନା ଭାଇରସ ମୁକାବିଲା ପାଇଁ ପୃଥକାବାସ…

ବିଦେଶ ଯାତ୍ରାରେ ନ ଯାଇ ବି ସ୍ପାଇସ୍‌ ଜେଟ୍‌ ପାଇଲଟ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୨୯।୩: କରୋନା ସଂକ୍ରମିତଙ୍କ ସଂଖ୍ୟା ଭାରତରେ ବଢ଼ିବାରେ ଲାଗିଛି। ବିଦେଶରୁ ସ୍ବଦେଶ ଫେରିଥିବା ବହୁ ଭାରତୀୟଙ୍କଠାରେ କରୋନା ସଂକ୍ରମଣ ଚିହ୍ନଟ ହୋଇଛି। ତେବେ ସ୍ପାଇସ୍‌ ଜେଟ୍‌ର ଜଣେ…

ଲକ୍‌ଡାଉନ ପ୍ରଭାବ: ରାସ୍ତାରେ କ୍ଷୀର ଢାଳିଲେ ଚାଷୀ

ବାଲିଅନ୍ତା,୨୯ା୩(ଡି.ଏନ୍‌.ଏ.)-କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ସରକାରଙ୍କ ପକ୍ଷରୁ ୨୧ଦିନିଆ ଲକଡାଉନ ଘୋଷଣା କରାଯାଇଛି। ଏହାର ପ୍ରଭାବ ରାଜଧାନୀ ଉପକଣ୍ଠ ବାଲିଅନ୍ତା ବ୍ଲକର ଜଣେ ଦୁଗ୍ଧ ବ୍ୟବସାୟୀଙ୍କ…