ସମସ୍ୟା ବୁଝିବେ ସ୍ବେଚ୍ଛାସେବୀ

ଢେଙ୍କାନାଳ ଅଫିସ, ୨୧।୨ - ଢେଙ୍କାନାଳ ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଗୁରୁବାର ସ୍ଥାନୀୟ ଏଡିଆର ବିଲ୍ଡିଂ ସଭାଗୃହରେ ନୂତନ ଭାବେ ମନୋନୀତ ପାରାଲିଗାଲ ଭଲ୍ୟୁଣ୍ଟିୟରଙ୍କୁ ନେଇ…

ପଞ୍ଚାୟତ ଅଫିସ୍‌ ଆଗରେ ବର୍ଜ୍ୟବସ୍ତୁ ପୁନରୁଦ୍ଧାର କେନ୍ଦ୍ରକୁ ବିରୋଧ

ବାଲିଆ, ୨୧।୨: ବିରିଡି ବ୍ଲକ ହାଜିପୁର ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ପ୍ରସ୍ତାବିତ ବର୍ଜ୍ୟବସ୍ତୁ ପୁନରୁଦ୍ଧାର ପାଇଁ ସ୍ଥାୟୀ କେନ୍ଦ୍ର ନିର୍ମାଣକୁ ଗୋପାଳ ସାହିର ଜନସାଧାରଣ ବିରୋଧ କରିବା…

ପିପିଟି-ପିଏଚ୍‌ଓ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ

ପାରାଦୀପ, ୨୧।୨ (ସ୍ବ.ପ୍ର.): ପାରାଦୀପ ବନ୍ଦରରେ ବିଦେଶୀ ନାବିକଙ୍କ ସ୍ବାସ୍ଥ୍ୟ ଯାଞ୍ଚ ପାଇଁ ପ୍ରଥମକରି ପୋର୍ଟ ହେଲ୍‌ଥ ୟୁନିଟ୍‌ ଆରମ୍ଭ ହୋଇଛି। ଏ ନେଇ ଗୁରୁବାର ପିଏଚ୍‌ଓ…

ଦଶମ ଶ୍ରେଣୀ ପରୀକ୍ଷାର୍ଥୀଙ୍କ ମୃତ୍ୟୁ

ଓଡ଼ଗାଁ,୨୧ା୨(ସ୍ବ.ପ୍ର.): ନୟାଗଡ ଜିଲା ଓଡ଼ଗାଁ ରାଧାକାନ୍ତ ବାଳିକା ହାଇସ୍କୁଲ ଦ୍ୱାରା ପରିଚାଳିତ ୧୧୦ ଶଯ୍ୟା ବିଶିଷ୍ଟ ଏସ୍‌ସି/ଏସ୍‌ଟି ଛାତ୍ରୀ ନିବାସରେ ରହୁଥିବା ଦଶମ ଶ୍ରେଣୀ ପରୀକ୍ଷାର୍ଥୀ (ଛାତ୍ରୀ)ଙ୍କ…

ନାବାଳିକାଙ୍କ ସମେତ ୨୦ ଶିଶୁ ଶ୍ରମିକ ଉଦ୍ଧାର

ବ୍ରହ୍ମପୁର ଅଫିସ,୨୧ା୨-ବ୍ରହ୍ମପୁର ପୋଲିସ ଜିଲାରେ ବଚପନ ବଚାଓ ଆନ୍ଦୋଳନ ଆରମ୍ଭ ହୋଇଛି। ଏଥିରେ ଜିଲା ଶ୍ରମ ଅଧିକାରୀ, ଜିଲା ଶିଶୁ ସୁରକ୍ଷା ଅଧିକାରୀ, ଶିଶୁ ମଙ୍ଗଳ କମିଟି…

ମହିଳାଙ୍କୁ ଧକ୍କାଦେଲା ଜନନୀ ଏକ୍ସପ୍ରେସ: ସିଡିଏମ୍‌ଓ କହିଲେ ତଦନ୍ତ କରି ନେବେ ପଦକ୍ଷେପ

ନୟାଗଡ ଅଫିସ/ଖଣ୍ଡପଡ଼ା,୨୧ା୨(ସ୍ବ.ପ୍ର.): ନୟାଗଡ଼ ଜିଲାର କଣ୍ଟିଲୋ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଛକ ନିକଟରେ ଗୁରୁବାର ଭୋର ୫ଟାରେ ଜଣେ ଅପରିଚିତା ମହିଳାଙ୍କୁ ୧୦୨ ଆମ୍ବୁଲାନ୍ସ (ଜନନୀ ଏକ୍ସପ୍ରେସ) ଧକ୍କା…

ଅନୁଗୋଳରେ ମାତିଛନ୍ତି ଲୁଟେରା: ସଫେଇ ଆଳରେ ଲୁଟୁଛନ୍ତି ସୁନା

ଅନୁଗୋଳ ଅଫିସ, ୨୧।୨ - ସୁନା ସଫା କରିଦେବା ଆଳରେ ଲୋକଙ୍କଠାରୁ ସୁନା ଲୁଟୁଥିବା ଏକ ଗ୍ୟାଙ୍ଗ ଅନୁଗୋଳ ସହରରେ ସେମାନଙ୍କ କାର୍ଯ୍ୟକଳାପ ଜାରି ରଖିଥିବା ବିଭିନ୍ନ…

ମିଲର ଅପେକ୍ଷାରେ ଚାଷୀ: ଖରା କାକରରେ ମଣ୍ଡିରେ ପଡ଼ିଛି ଧାନ

ନୟାଗଡ ଅଫିସ,୨୧ା୨: ଖରା କାକରରେ ମଣ୍ଡିରେ ପଡିରହିଛି ଧାନ। କେଉଁଠି ଦୁଇଦିନ ତ ଆଉ କେଉଁଠି ୩ଦିନ ହେଲା ଚାଷୀ ଧାନବସ୍ତା ଜଗି ରହିଛି। ହେଲେ ମିଲରଙ୍କ…

ଗୋଆରେ ଓଡ଼ିଆ ମହିଳା ଶ୍ରମିକଙ୍କୁ ହତ୍ୟା

ପାଟପୁର,୨୧ା୨- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ବୁରେଇପାହାଡ଼ ଗ୍ରାମର ଜଣେ ମହିଳା ଶ୍ରମିକଙ୍କୁ ଗତ ୭ ତାରିଖରେ ଗୋଆରେ ହତ୍ୟା କରାଯାଇଛି। ସେ ହେଲେ…

ଦୁଇ ଦଳିତଙ୍କୁ ନିର୍ମମ ପ୍ରହାର

ଜୟପୁର,୨୧।୨(ପି.ଟି.):ରାଜସ୍ଥାନର ନାଗୌର ଅନ୍ତର୍ଗତ କାର୍‌ନୁ ଗ୍ରାମରେ ଦୁଇ ଦଳିତ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯିବା ଘଟଣା ଏବେ ରାଜନୈତିକ ଝଡ଼ ସୃଷ୍ଟି କରିଛି। ଏକ ମୋଟର ସାଇକେଲ…