କରୋନା ଦୁଃଖ ୭୩ ବର୍ଷ ତଳର ଦେଶ ବିଭାଜନ ସଙ୍କଟକୁ ବି ବଳିଗଲା !

ନୂଆଦିଲ୍ଲୀ,୨୯।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଦେଶରେ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ସମ୍ପ୍ରତି ଭାରତ ସଂକ୍ରମଣ…

୯୦ ଡାଲା ଅଟୋରେ ବିକ୍ରି ହେଲା ପରିବା

ଭୁବନେଶ୍ୱର,୨୯ା୩(ବ୍ୟୁରୋ): ୨୧ଦିନର ଲକ୍‌ଡାଉନ୍‌କୁ ଲକ୍ଷ୍ୟ କରି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ତା’ର ୩ଟି ଜୋନରେ ୩୦ଟି ଲେଖାଏ ୯୦ଟି ଡାଲା ଅଟୋରେ ପରିବା ବିକ୍ରି କରିବା…

ଏମ୍‌କେସିଜିରେ ପୁଣି ୨ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ ,୨୯ା୩ - ବିଶ୍ୱବ୍ୟାପୀ ଆତଙ୍କର କାରଣ ପାଲଟିଥିବା କରୋନା ଭୂତାଣୁର ପ୍ରକୋପ ଏବେ ଭାରତ ଉପରେ ଧୀରେ ଧୀରେ ବଢ଼ିବାରେ ଲାଗିଛି। ବ୍ରହ୍ମପୁର ବଡ…

ଶ୍ରମିକଙ୍କୁ ସହୟତା କଲା ଆନନ୍ଦପୁର ପ୍ରଶାସନ

ଆନନ୍ଦପୁର,୨୯। ୩(ସ୍ବ.ପ୍ର.)- କରୋନା ପାଇଁ ସମଗ୍ର ଅଞ୍ଚଳ ଲକ୍‌ ଡାଉନ୍‌। ଏହା ଦ୍ୱାରା ଶ୍ରମିକମାନେ କାମଧନ୍ଦା ନ ପାଇ ନିରାଶ ହେଉଛନ୍ତି। ଭାଇରସ୍‌ର ଭୟାବହତାକୁ ଦୃଷ୍ଟିରେ ରଖି…

କରୋନା ସମ୍ପର୍କିତ ଭିଡିଓ ଭାଇରାଲ କରି ଜଣେ ଗିରଫ

ବଡବିଲ, ୨୯।୩ (ସ୍ବ.ପ୍ର.)-ଦେଶବ୍ୟାପୀ କରୋନାକୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଛି। କରୋନାକୁ ପ୍ରତିହତ କରିବାକୁ ସରକାର ବିଭିନ୍ନ ପଦକ୍ଷେପମାନ ନେଉଥିଲାବେଳେ ୨୧ ଦିନ ପାଇଁ ଦେଶବ୍ୟାପୀ…

୪୧ ଅସ୍ଥାୟୀ ହାଟ କରିବ ବିଏମ୍‌ସି

ଭୁବନେଶ୍ୱର,୨୯ା୩(ବ୍ୟୁରୋ): ୨୧ଦିନିଆ ଲକଡାଉନ ଘୋଷଣା ପରେ ରାଜ୍ୟ ସରକାର ଜନସାଧାରଣଙ୍କୁ ନିରନ୍ତର ସେବା ଯୋଗାଇବା ପାଇଁ ବିଭିନ୍ନ ବିଭାଗକୁ ନିର୍ଦ୍ଦେଶ ଦେଇଛି। ଏ ନେଇ ଭୁବନେଶ୍ୱର ମହାନଗର…

ଗ୍ରୀଷ୍ମ ପ୍ରବାହ ଯୋଗୁ ଭାରତରେ କମିବ କରୋନା ସଂକ୍ରମଣର ପ୍ରଭାବ !

ଓ୍ବାଶିଂଟନ,୨୯।୩: କରୋନା ଭାଇରସର ସଂକ୍ରମଣ ଧୀରେ ଧୀରେ ବୃଦ୍ଧି ପାଉଥିବରୁ ଏହାକୁ ନେଇ ବିଶ୍ୱବାସୀ ଭୟଭୀତ ହୋଇଯାଇଛନ୍ତି। ନିକଟରେ କେମ୍ବ୍ରିଜର ମାସାଚୁଏଟ୍ସ ଇନଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜିର ଏକ…

ଘରେ ରହିବାକୁ ଅମଙ୍ଗ ଲଣ୍ଡନ ଲୋକେ: ଲକ୍‌ଡାଉନ୍‌ ବଢ଼ିପାରେ ୧୨ ସପ୍ତାହ; ଖିଲାପକାରୀଙ୍କୁ ୯୩ ହଜାର ଜରିମାନା

ଲଣ୍ଡନ,୨୯।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଇଂଲଣ୍ଡରେ ମଧ୍ୟ ଏହାର ପ୍ରଭାବ ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି…

ଆମ୍ବଗଛ ମୂଳେ ୪ ପରିବାର

ବରଗଡ଼ ଅଫିସ୍‌,୨୯।୩-ଠାକୁରାଣୀ(ସରମଙ୍ଗଳା)ଙ୍କୁ ଧରି ସପରିବାର ଗାଁ ଗହଳିକୁ ଯାଇ ଦୁଇ ପଇସା ରୋଜଗାର କରନ୍ତି । ସେଥିରୁ ସେମାନଙ୍କ ପରିବାର ଗୁଜୁରାଣ ମେଣ୍ଟିଥାଏ । ମାତ୍ର ଲକ୍‌…

ଶେଫ୍‌ ପ୍ରସ୍ତୁତ କଲେ କରୋନା ବର୍ଗର: କହିଲେ ‘ଯିଏ ଡରଉଛି ତାକୁ ଖାଅ’

ହନୋଇ: ସମଗ୍ର ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ସୃଷ୍ଟି କରିଚାଲିଛି। ଏହି ପରିସ୍ଥିତିରେ ଜଣେ ବ୍ୟକ୍ତି ଏହି ଭାଇରସ୍‌କୁ ଖାଇବା ପାଇଁ ପରାମର୍ଶ ଦେଇଛନ୍ତି। ଶୁଣି ଡରିଗଲେ…