୮ ରାଜ୍ୟରେ ହିନ୍ଦୁଙ୍କୁ ମିଳୁ ଅଳ୍ପସଂଖ୍ୟକ ମାନ୍ୟତା: ସୁପ୍ରିମ୍‌କୋର୍ଟରେ ଖାରଜ

ନୂଆଦିଲ୍ଲୀ,୨୦।୨: ଦେଶର ୮ ରାଜ୍ୟରେ ହିନ୍ଦୁଙ୍କୁ ଅଳ୍ପସଂଖ୍ୟକ ମାନ୍ୟତା ଦେବାକୁ କରାଯାଇଥିବା ଆବେଦନକୁ ସୁପ୍ରିମ୍‌କୋର୍ଟ ଖାରଜ କରିଛନ୍ତି। ଏନେଇ ସର୍ବୋଚ୍ଚ ଅଦାଲତ କହିଛନ୍ତି ଯେ, ଯେଉଁ ରାଜ୍ୟଗୁଡ଼ିକରେ…

ମ୍ୟାନ ଭର୍ସେସ ଓ୍ବାଇଲ୍ଡ: ବିୟର ଗ୍ରିଲସ୍‌ଙ୍କ ସହ ନଜର ଆସିଲା ରଜନୀକାନ୍ତଙ୍କ ମୋଶନ ପୋଷ୍ଟର

ନୂଆଦିଲ୍ଲୀ,୨୦।୨: ଡିସକଭରି ଚ୍ୟାନେଲରେ ପ୍ରସାରିତ ହେବାକୁ ଥିବା ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତଙ୍କର ଶୋ’ ମ୍ୟାନ ଭର୍ସେସ ଓ୍ବାଇଲ୍ଡର ମୋଶନ ପୋଷ୍ଟର ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…

ସର୍ବକ୍ଷମା ଅବଧି ୬ ମାସ ବୃଦ୍ଧି ଲାଗି ବିଧାନସଭାରେ କଂଗ୍ରେସର ଦାବି

ଭୁବନେଶ୍ୱର,୨୦।୨(ବ୍ୟୁରୋ): ରାଜଧାନୀରେ ବେଆଇନ ଭାବେ ବହୁ ଅଟ୍ଟାଳିକା ଗଢ଼ି ଉଠୁଛି। ସେଗୁଡ଼ିକୁ ରେଗୁଲାରାଇଜ୍‌ କରିବା ଲାଗି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସର୍ବକ୍ଷମା…

ଦୟା କେନାଲକୁ ନେତା, ଅଫିସର ମାଡ଼ି ବସିଛନ୍ତି: ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଦୟା ଓ୍ବେଷ୍ଟ ଶାଖା କେନାଲ ଭୁବନେଶ୍ୱର ଓ ଜଟଣୀ ବ୍ଲକର ୨,୪୧୭ ହେକ୍ଟରକୁ ଜଳ ଯୋଗାଇ ଦେବା ଲାଗି ନିର୍ମାଣ କରାଯାଇଥିଲା। କିନ୍ତୁ ଇତି ମଧ୍ୟରେ…

ଗଙ୍ଗାରେ ବିସର୍ଜନ କଲେ କୁକୁର ଅସ୍ଥି

ପୁର୍ଣ୍ଣିଆ,୨୦।୨: ହିନ୍ଦୁ ପରମ୍ପରା ଅନୁସାରେ ମୃତକଙ୍କ ଅନ୍ତିମ ସଂସ୍କାର ପରେ ଅସ୍ଥି ଗଙ୍ଗାରେ ବିସର୍ଜନ କରାଯାଇଥାଏ। ତେବେ ବିହାର ପୁର୍ଣ୍ଣିଆ ଜିଲାରେ ଜଣେ ବ୍ୟକ୍ତି ତାଙ୍କ ପୋଷା…

ଅଧିକ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ନେଇ କୋର୍ଟର ଦ୍ୱାରସ୍ଥ ହେଲେ ନିର୍ଭୟା ମାମଲାର ଦୋଷୀ

ନୂଆଦିଲ୍ଲୀ,୨୦।୨: ଫାଶୀ ଦଣ୍ଡାଦେଶକୁ ଏଡେଇବାକୁ ଯାଇ ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀ ଗୋଟିଏ ପରେ ଗୋଟିଏ ଉପାୟ ଚିନ୍ତା କରୁଛନ୍ତି। ଏହି ମାମଲାର ଦୋଷୀ ବିନୟ ଶର୍ମା…

ପରୀକ୍ଷାରେ ସଫଳତା ପାଇଁ ୨୧୦ କିମି ଦୌଡି ଜଗନ୍ନାଥଙ୍କ ଆଶୀର୍ବାଦ ଲୋଡିଲେ ଯୁବକ

ପୁରୀ ଅଫିସ, ୨୦।୨: ସେନାବାହିନୀରେ ଚାକିରୀ କରିବା ଲାଗି ଏକାଧିକଥର ପରୀକ୍ଷା ଦେଇ ବିଫଳ ହେଉଥିବା ଜଣେ ଯୁବକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଲୋଡିଛନ୍ତି। ମହାପ୍ରଭୁଙ୍କ ଆଶୀର୍ବାଦ…

ପ୍ରିମିୟର ଲିଗ୍‌ରେ ପାସ ମାଷ୍ଟର ରୋଡ୍ରିଙ୍କ ରେକର୍ଡ

ମାଞ୍ଚେଷ୍ଟର,୨୦।୨- ମାଞ୍ଚେଷ୍ଟର ସିଟି ଦଳର ମିଡ୍‌ଫିଲ୍ଡର ରୋଡ୍ରି ପ୍ରିମିୟର ଲିଗ୍‌ର ଏକ ରେକର୍ଡ ଅଧିକାରୀ ହୋଇଛନ୍ତି। ମାଞ୍ଚେଷ୍ଟର ସିଟି ୨-୦ ଗୋଲରେ ଓ୍ବେଷ୍ଟ ହାମକୁ ହରାଇ ଦେଇଛି।…

ପର୍ନ ଷ୍ଟାର ଜନି ସିନ୍ସଙ୍କ ନାଁରେ ଟ୍ରୋଲ୍‌ ହେଲା ଟିମ୍‌ ଇଣ୍ଡିଆ

ଓ୍ବେଲିଂଟନ, ୨୦।୨: ନ୍ୟୁଜିଲାଣ୍ଡ ଗସ୍ତରେ ଥିବା ଭାରତୀୟ କ୍ରିକେଟ ଦଳ ଶୁକ୍ରବାରଠାରୁ ଘରୋଇ ଦଳ ବିପକ୍ଷରେ ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ଏଥିପୂର୍ବରୁ ବିରାଟ…

ଧରା ପଡ଼ିଲା ଟ୍ରମ୍ପ୍‌ଙ୍କ ମିଛ

ନୂଆଦିଲ୍ଲୀ, ୨୦।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃୟାରୀ ୨୪ରେ ଭାରତ ଗସ୍ତରେ ଆସୁଛନ୍ତି। ତେବେ ଏହା ପୂର୍ବରୁ ଟ୍ରମ୍ପ୍‌ ୨ ଦିନରେ କହିଥିବା ୨ଟି ବଡ଼…