କରୋନା ଯୁଦ୍ଧ: ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ୧ଲକ୍ଷ ଦାନକଲେ ଅଭିନେତା ସବ୍ୟସାଚୀ

ଭୁବନେଶ୍ୱର,୨୯ା୩ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଓଲିଉଡ୍‌ ଅଭିନେତା ଓ ଅଭିନେତ୍ରୀମାନେ ଅଣ୍ଟା ଭିଡିଛନ୍ତି। ଲୋକଙ୍କୁ ସଚେତନ କରିବା ସହ ଦାନ ମଧ୍ୟ କରୁଛନ୍ତି। ଶୁକ୍ରବାର ଅଭିନେତ୍ରୀ…

ମଣିଷ ପଣିଆ ଦେଖାଇଲେ ଭୁବନେଶ୍ୱରର ଘର ମାଲିକ: ଛାଡ଼ କଲେ ମାସକର ଭଡ଼ା

ଭୁବନେଶ୍ୱର,୨୯ା୩ (ବ୍ୟୁରୋ): କରୋନା ପାଇଁ ସରକାର ସାରାଦେଶରେ ୨୧ ଦିନ ପାଇଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ସମୟରେ ଘରୋଇ କମ୍ପାନୀ ଏବଂ ଅନ୍ୟ ସଂସ୍ଥାଗୁଡିକ ବନ୍ଦ…

୫ ଗ୍ୟାରେଜ୍‌ ଖୋଲା ରଖିବାକୁ ଅନୁମତି

କଟକ ଅଫିସ୍‌,୨୯ା୩: ଲକ୍‌ଡାଉନ୍‌ ଯୋଗୁ କଟକ ଜିଲା ଦେଇ ଯାଇଥିବା ଜାତୀୟ ରାଜପଥ ପାର୍ଶ୍ୱସ୍ଥ ଗ୍ୟାରେଜ ଗୁଡ଼ିକ ବନ୍ଦ ରହିଛି। ଫଳରେ ରାଜପଥରେ ଚଳାଚଳ କରୁଥିବା ମାଲ୍‌ବାହୀ…

ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ବନ୍ଦ ହେଲେ ୧୨ବର୍ଷ ଅପେକ୍ଷା

ପୁରୁଣା ଭୁବନେଶ୍ୱର,୨୯ା୩(ଡି.ଏନ୍‌.ଏ.): ଆସନ୍ତା ୧ ତାରିଖରେ ହେବାକୁ ଥିବା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରାକୁ ନେଇ ଆଶଙ୍କା ପ୍ରକାଶ ପାଇଛି। କରୋନା କଟକଣା ଓ ଲକ୍‌ଡାଉନ୍‌ ପାଇଁ…

ରାମାୟଣ ଦେଖି ଖୁସି ହେଲେ ବରିଷ୍ଠ ନାଗରିକ

ପୁରୀ ଅଫିସ,୨୯ା୩: ପରଦାକୁ ଫେରିଲା ପୌରାଣିକ ଧାରାବାହିକ ରାମାୟଣ। ଅଶୀ ଦଶକର ଏହି ଲୋକପ୍ରିୟ ଧାରାବାହିକ ଶନିବାରଠାରୁ ପୁଣି ପ୍ରସାରଣ ଆରମ୍ଭ ହୋଇଛି। ବର୍ତ୍ତମାନ କରୋନାକୁ ନେଇ…

ଥାନାକୁ ନ ଯାଇ ଫୋନ୍‌ରେ କରିହେବ ଅଭିଯୋଗ

କଟକ ଅଫିସ୍‌,୨୯ା୩: ଲକ୍‌ଡାଉନ୍‌ ଯୋଗୁ ଜନସାଧାରଣ ଯେମିତି ହଇରାଣ ନ ହୁଅନ୍ତି, ସେ ଦିଗରେ ପୋଲିସ ବିଭାଗ ତରଫରୁ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଉଛି। ଏହି କ୍ରମରେ…

କରୋନା ଭୟରେ ପାରୋଲ୍‌ କୋହଳ: ମୁକୁଳିବେ ୭ବର୍ଷ ଦଣ୍ଡ ପାଇଥିବା ଦୋଷୀ

କଟକ ଅଫିସ୍‌,୨୯ା୩: ଜେଲ୍‌ରେ ବହୁ ସଂଖ୍ୟକ ଅନ୍ତେବାସୀ ଗୋଟିଏ ସ୍ଥାନରେ ରହୁଥିବାରୁ ସେମାନେ କରୋନା ଭୂତାଣୁରେ ସଂକ୍ରମଣ ହେବାର ଆଶଙ୍କା ଦେଖାଦେଇଛି। ଏଣୁ ଜେଲ୍‌ଗୁଡ଼ିକରେ ଯଥାସମ୍ଭବ ଭିଡ଼କୁ…

ଦୁର୍ଗମ ଅଞ୍ଚଳରେ ନାହିଁ ମାସ୍କ: ପତ୍ରରେ ତିଆରି କରି ପିନ୍ଧିଲେ ଲୋକେ

ଦାରିଙ୍ଗବାଡ଼ି,୨୯।୩(ଡି.ଏନ୍‌.ଏ.): କରୋନା ଭୂତାଣୁ କିଭଳି ସଂକ୍ରମଣ ନ ହେବ ସେନେଇ ଜିଲା ପ୍ରଶାସନ ସମସ୍ତ ଉଦ୍ୟମ କରିବା ସହ ରାଜ୍ୟ ଏବଂ କେନ୍ଦ୍ର ସରକାର ଲକ୍‌ଡାଉନ୍‌ ଘୋଷଣା…

ଗ୍ରୀଷ୍ମପ୍ରବାହ: ପାରଦ ଛୁଇଁଲା ୪୦ ଡିଗ୍ରୀ, ଆଜିଠୁ ୩୧ ଯାଏ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୯ା୩(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ପାରଦ ୪୦ ଡିଗ୍ରୀ ସେଲ୍‌ସିୟସକୁ ଛୁଇଁଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଶନିବାର…

କରୋନା ପାଇଁ ସହାୟତାର ହାତ ବଢାଇଲେ ଅକ୍ଷୟ, ବରୁଣ ଧନ୍ୟବାଦ ଦେଲେ ମୋଦି

ମୁମ୍ବାଇ,୨୯।୩: କରୋନା ଭାଇରସ ଏବେ ବିଶ୍ୱକୁ ତା କବଳକୁ ନେଇଯିବା ଫଳରେ ସବୁଠି ଲକ୍‌ ଡାଉନ୍‌ ପରିସ୍ଥିତି। ଭାରତରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ ଦିନିଆ…