ଆମ୍ବୁଲାନ୍ସରେ ଯାତ୍ରୀ ବୋହି ଫଶିଲେ, ଡ୍ରାଇଭର ଗଣିଲେ ଜରିମାନା

ଭଦ୍ରକ ଅଫିସ, ୨୮ା୩: କରୋନାରୁ ରକ୍ଷା ପାଇବା ପାଇଁ ସାରା ଦେଶରେ ଏବେ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ବସ୍‌, ଟ୍ରେନ୍‌, ଅଟୋ ସବୁ ବନ୍ଦ…

ନିରାଶ୍ରୟଙ୍କୁ ଦିଆଗଲା ରନ୍ଧାଖାଦ୍ୟ ଆଳୁ, ପିଆଜ ବିକ୍ରି କଲା ୧୪ ଏସ୍‌ଏଚ୍‌ଜି

ବାଲେଶ୍ୱର ଅଫିସ,୨୮।୩: -କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ ଘୋଷଣା କରାଯାଇଛି। ଦୋକାନ ବଜାର ସବୁ ବନ୍ଦ ହୋଇଯାଇଥିବାରୁ ନିରାଶ୍ରୟ, ଅସହାୟ ଓ…

ମହିଳା ଛିଙ୍କି ଦେବାରୁ ଦୋକାନୀ ଫିଙ୍ଗିଦେଲେ ୨୬ ଲକ୍ଷ ଟଙ୍କାର ଖାଦ୍ୟ ସାମଗ୍ରୀ

ଓ୍ବାଶିଂଟନ୍‌: କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏନେଇ ଅଧିକାଂଶ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ଲୋକେ ଘରେ ରହୁଛନ୍ତି। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ…

ଟାୟାର ଜାଳି ରାସ୍ତା ବନ୍ଦ କଲେ ଗ୍ରାମବାସୀ

ବାରିପଦା ଅଫିସ,୨୮ା୩: କରୋନା ଭାଇରସ୍‌କୁ ନେଇ ଜିଲାର ବିଭିନ୍ନ ଗ୍ରାମର ଲୋକେ ବେଶ ସଚେତନ ହୋଇ ପଡ଼ିଥିବା ଦେଖିବାକୁ ମିଳୁଛି। ଗ୍ରାମବାସୀ ନିଜେ ନିଜକୁ ଲକଡାଉନ କରି…

୬୨ ବର୍ଷ ତଳେ ଚାଇନା କରିଥିଲା ଏହି ଭୁଲ୍‌, ମରିଥିଲେ କୋଟିକୋଟି ଲୋକ

ବେଜିଂ: ଇତିହାସରେ ଅନେକେ ଭୟଙ୍କର ଏବଂ ଦୁଃଖଦାୟକ ଘଟଣା ଘଟିଛି, ଯାହା ବିଷୟରେ ଶୁଣିଲେ ଆଜି ବି ଲୋମ ଟାଙ୍କୁରି ଉଠେ। ୬୨ ବର୍ଷ ତଳେ ଚାଇନାରେ…

କରୋନା ରୋଗୀଙ୍କ ସହ କଣ୍ଟାକ୍ଟ କ’ଣ, କାହାକୁ ରହିଛି ସଂକ୍ରମିତ ହେବାର ଆଶଙ୍କା

ଭୁବନେଶ୍ୱର,୨୮।୩(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ସହ କଣ୍ଟାକ୍ଟ ବା ସମ୍ପର୍କ ନେଇ ଶନିବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଡାକ୍ତର ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ…

ଲକ୍‌ଡାଉନ୍‌ ମାନୁନାହାନ୍ତି, ଔଷଧ ଆଣିବା ବାହାନାରେ ବାହାରେ ବୁଲୁଛନ୍ତି ଲୋକେ

ବାଲିଗୁଡ଼ା,୨୮।୩(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବାକୁ ସାରାଦେଶ ଲକ୍‌ଡାଉନ୍‌ କରାଯାଇଛି। କେବଳ ଜରୁରୀ ସମୟରେ ଓ ଅତ୍ୟାବଶ୍ୟକ ସାମଗ୍ରୀ ଆଣିବା ପାଇଁ ଲୋକମାନେ ବାହାରକୁ ଯିବା ପାଇଁ ସରକାରୀ…

ତୃତୀୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ୧୧୨ ଜଣ: ବିମାନର ୩୨ଜଣ, ୭ ବିଧାନସଭା କର୍ମଚାରୀ….

ଭୁବନେଶ୍ୱର,୨୮।୩(ବ୍ୟୁରୋ): ରାଜ୍ୟରେ ୩ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଶନିବାର ଅପରାହ୍ନ ସୁଦ୍ଧା ମୋଟ ୨୫୬ଟି ସାମ୍ପୁଲ ପରୀକ୍ଷା ପାଇଁ ପଠାଯାଇଛି। ସେଥିରୁ ପୂର୍ବଭଳି ୩ଜଣ ପଜିଟିଭ୍‌…

୧୦ଦିନରେ ବିଦେଶ, ରାଜ୍ୟ ବାହାରୁ ୭୮୩ ଫେରନ୍ତା

ନିମାପଡା,୨୮ା୩(ଡି.ଏନ୍‌.ଏ.)- ମହାମାରୀ କରୋନା ସଂକ୍ରମଣ ଭୟରେ ଗତ ୧୭ରୁ ୨୭ତାରିଖ ମଧ୍ୟରେ ବିଦେଶ ତଥା ରାଜ୍ୟ ବାହାରୁ ମୋଟ ୭୮୩ଜଣ ନିମାପଡ଼ା ବ୍ଲକର ବିଭିନ୍ନ ଗ୍ରାମକୁ ଫେରିଛନ୍ତି।…

କରୋନା ସଂକ୍ରମିତଙ୍କ ସଂଖ୍ୟା: ଭାରତରେ ୯୦୮, ରାଜ୍ୟରେ ବଢ଼ିନାହିଁ

ଭୁବନେଶ୍ୱର,୨୮।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମିତ ରାଷ୍ଟ୍ର ସଂଖ୍ୟା ୧୯୯ରେ ପହଞ୍ଚିଛି। ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ଶୁକ୍ରବାର ୫ଲକ୍ଷ ୩୭ହଜାର ୧୭୧ ଥିବା ବେଳେ ଶନିବାର ଏହା ୬ଲକ୍ଷ…