ନକଲି ପ୍ରଶ୍ନପତ୍ର ଭାଇରାଲ

କଟକ ଅଫିସ/ଭୁବନେଶ୍ୱର(ବ୍ୟୁରୋ)/ ଧର୍ମଗଡ଼,୨୦ା୨(ଡି.ଏନ.ଏ.): ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ସାରା ରାଜ୍ୟରେ ବୁଧବାରଠାରୁ ଆରମ୍ଭ ହୋଇଯାଇଛି ମାଟ୍ରିକ ପରୀକ୍ଷା। ହେଲେ ଆରମ୍ଭ ଦିନରେ ନକଲି ଓଡ଼ିଆ ପ୍ରଶ୍ନପତ୍ର…

ନିର୍ଦ୍ଧାରିତ ସମୟରେ ପାଠ୍ୟକ୍ରମ ସାରିବାକୁ ମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର, ୨୦ା୨(ବ୍ୟୁରୋ): ଜ୍ଞାନର ପରିସୀମା ବୃଦ୍ଧି ଘଟୁଥିବା ପରିପ୍ରେକ୍ଷୀରେ ଛାତ୍ରୀଛାତ୍ରଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ବିଶ୍ୱସ୍ତରୀୟ ପ୍ରତିଯୋଗିତାର ସମ୍ମୁଖୀନ ହେବାକୁ ପଡ଼ୁଛି। ଏହା ଆମ ସମସ୍ତଙ୍କ ପାଇଁ ଏକ…

ଯୁବତୀଙ୍କୁ କାର୍‌ରେ ଅପହରଣ ଉଦ୍ୟମ: ଫେରାର ପ୍ରେମିକ ଗିରଫ

ଭୁବନେଶ୍ୱର,୨୦ା୨(ବ୍ୟୁରେ): ବିବାହ ପାଇଁ ରାଜି ନ ହେବାରୁ ଯୁବତୀଙ୍କୁ କାର୍‌ରେ ଅପହରଣ ଉଦ୍ୟମ ସହ ଅସଦାଚରଣ କରିଥିବା ଅଭିଯୁକ୍ତ ପ୍ରେମିକଙ୍କୁ ବୁଧବାର ନୟାପଲ୍ଲୀ ଥାନା ପୋଲିସ ଗିରଫ…

ବିଦ୍ୟୁତ୍‌ ଆଘାତରେ ଗୁରୁତର ମହିଳା ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଜି.ଉଦୟଗିରି,୨୦ା୨(ଡି.ଏନ.ଏ.)-୧୩୨ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗତ ୧୭ ତାରିଖରେ କଳିଙ୍ଗା ପଞ୍ଚାୟତ ତାରାବାଡ଼ି ଗ୍ରାମର ଅମୂଲ୍ୟା ଦିଗାଳ (୩୮) ଗୁରୁତର ହୋଇଥିଲେ। ତାଙ୍କୁ ପ୍ରଥମେ…

ଲୋକନାଥଙ୍କ ପୀଠରେ ଜଳିଲା ବୃହତ୍‌ ଦୀପ

ପୁରୀ ଅଫିସ,୨୦ା୨: ପବିତ୍ର ପଙ୍କୋଦ୍ଧାର ଏକାଦଶୀ ତିଥିରେ ବୁଧବାର ଶ୍ରୀଲୋକନାଥଙ୍କ ପୀଠରେ ଜଳିଛି ବୃହତ ଜଗତ ମଙ୍ଗଳ ଜାଗର ଦୀପ। ଅଷ୍ଟମ ବର୍ଷ ଲାଗି ଏହି ବୃହତ୍‌…

ଅଭିଶାପ ପାଲଟିଛେ ଜୀବନ୍‌: ଭିଖ୍‌ ମାଗି ପେଟ୍‌ ପାଲୁଛନ୍‌ ତିନ୍‌ ଦିବ୍ୟାଙ୍ଗ ଭାଇ

ପର୍ଲା, ୨୦।୨ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଅଧୀନ ଜୟନ୍ତପୁର ପଁଚେତ୍‌ ବାରିକପଡ଼ା ଗାଁର ସ୍ବର୍ଗତ ମା’ବାପ୍‌ ଦିଆଲୁ ଦୁର୍ଗା ଆର କେନ୍ଦୁବୁଢ଼ୀକଁର…

ମହାଶିବରାତ୍ରି ପାଇଁ ପ୍ରସ୍ତୁତ ଏକାମ୍ର କ୍ଷେତ୍ର

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ମହାଶିବରାତ୍ରି ପାଇଁ ଉତ୍ସବମୁଖର ହୋଇଛି ଏକାମ୍ର କ୍ଷେତ୍ର। ପୂଜାର୍ଚ୍ଚନାରୁ ଆରମ୍ଭ କରି ମନ୍ଦିର ଉପରକୁ ମହାଦୀପ ଉଠିବା ପର୍ଯ୍ୟନ୍ତ, କେତେବେଳେ କେଉଁ ନୀତି ହେବ, ସେନେଇ…

ସମସିଆ ଘେରରେ ଗୋଠୁଗୁଡ଼ା ହାଇସ୍କୁଲ

ଝାରବନ୍ଧ, ୨୦।୨ (ଡି.ଏନ.ଏ)-  ରାଜ୍ୟ ସରକାର ଫିଏକ କିମି ଦୁରିଆଥି ପ୍ରାଇମେରି ସ୍କୁଲ, ୩ କିମିଥି ଏମ୍‌ଇସ୍କୁଲ ଆର ପଁଚେତ୍‌କ ଗୁଟେ ୟୁଜି ହାଇସ୍କୁଲ ଥାପନା କରିଛନ୍‌।…

ଆର୍‌ଏସ୍‌ପି ମେନ ହୋଲରେ ପଡି ଶିଶୁ ମୃତ

ରାଉରକେଲା ଅଫିସ,୨୦।୨-ସେକ୍ଟର- ୩ ଅଞ୍ଚଳରେ ଆର୍‌ଏସ୍‌ପି ମେନ ହୋଲକୁ ଖସି ପଡି ଜଣେ ଶିଶୁର ମୃତ୍ୟୁ ଘଟିଥିବା ଜଣାଯାଇଛି। ସେକ୍ଟର- ୩ ଅଟୋ କଲୋନୀ ବାସିନ୍ଦା କଳାକାର…

ଶିକ୍ଷକଙ୍କୁ ୪ ବର୍ଷ ଜେଲ

ଫୁଲବାଣୀ ଅଫିସ, ୨୦ା୨-ଏକ ସ୍କୁଲ ଘର ନିର୍ମାଣ କାମରେ ଅର୍ଥ ତୋଷାରପାତ ମାମଲାର ବିଚାର କରି ଫୁଲବାଣୀ ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ସତ୍ୟପୀର ମିଶ୍ର ଅଭିଯୁକ୍ତ ଶିକ୍ଷକଙ୍କୁ…