ବରିଷ୍ଠ ଆଦିବାସୀ ନେତା କୁମୁଟି ମାଝିଙ୍କ ପରଲୋକ

ଭବାନୀପାଟଣା, ୨୮।୩ (ଡି.ଏନ.ଏ.): ବରିଷ୍ଠ ଆଦିବାସୀ ନେତା ତଥା ନିୟମଗିରି ସୁରକ୍ଷା ସମିତିର ପୂର୍ବତନ ସଭାପତି କୁମୁଟି ମାଝିଙ୍କ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ୭୨ ବର୍ଷ ବୟସରେ…

କରୋନା ଚିକିତ୍ସାକୁ ନେଇ ନର୍ସଙ୍କ ସହ ସିଧାସଳଖ କଥା ହେଲେ ମୋଦି

ପୁଣେ,୨୮।୩: ଦେଶର ବିପତ୍ତି ସମୟରେ ଏବେ କରୋନା ଯୋଦ୍ଧା ସାଜିଥିବା ନର୍ସଙ୍କ ସହ ସିଧାସଳଖ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶୁକ୍ରବାର ଅପରାହ୍ନରେ ପ୍ରଧାନମନ୍ତ୍ରୀ ପୁଣେ,…

ବାଘ ଆକ୍ରମଣରେ ମଇଁଷି ଗୁରୁତର: ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ

ଠାକୁରମୁଣ୍ଡା, ୨୮।୩ (ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣକୁ ନେଇ ସାରା ବିଶ୍ୱ ଚିନ୍ତାରେ ଥିବାବେଳେ ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଚମ୍ପାଝର ଫରେଷ୍ଟ ବିଟ୍‌…

ଲକ୍‌ଡାଉନ ଆଇନ ଉଲ୍ଲଂଘନ କରି ୩ ଗିରଫ

କଣ୍ଟାପଡା,୨୮ା୩(ଡି.ଏନ୍‌.ଏ.)- କଣ୍ଟାପଡ଼ା ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମରେ ଲକଡାଉନ ଆଇନ ଉଲ୍ଲଂଘନ କରିଥିବାରୁ ପୋଲିସ ୩ଜଣଙ୍କୁ ଗିରଫ କରିଛି। ଏ ନେଇ ଗୋବିନ୍ଦପୁର ଥାନାଧିକାରୀ ମାନସର ରଞ୍ଜନ ମିଶ୍ର…

ସାର, କୀଟନାଶକ ଦୋକାନ ଅଢ଼େଇ ଘଣ୍ଟା ଖୋଲା ରହିବ

ସମ୍ବଲପୁର,୨୮।୩ (ବ୍ୟୁରୋ):ଲକ୍‌ଡାଉନ ସମୟରେ ଜିଲାର ସମସ୍ତ ସାର ଓ କୀଟନାଶକ ଦୋକାନ ୩ ଘଣ୍ଟା ଖୋଲା ରହିବ ବୋଲି ପ୍ରଶାସନ ନିଷ୍ପତ୍ତି ନେଇଛି। ଚାଷୀ ସଙ୍ଗଠନର ଅନୁରୋଧ…

କବାଟ ନବ୍‌-ମୋବାଇଲ୍‌-ଲାପଟପ୍‌ ଦ୍ୱାରା ବି ହୋଇପାରେ କରୋନା ସଂକ୍ରମଣ !

ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏହାର ସଂକ୍ରମଣ ନେଇ ବିଭିନ୍ନ ସମୟରେ ବହୁ ଗୁଜବ ମଧ୍ୟ ଶୁଣିବାକୁ ମିଳୁଛି। ତେବେ ସଂକ୍ରମିତଙ୍କ…

କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପୁରୁଷୋତ୍ତମପୁର ତହସିଲ କର୍ମଚାରୀଙ୍କ ସହାୟତା

ପୁରୁଷୋତ୍ତମପୁର, ୨୮।୩(ଡି.ଏନ୍‌.ଏ.): କରୋନା(କୋଭିଡ-୧୯)ର ମୁକାବିଲା ଲାଗି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ କର୍ମଚାରୀମାନେ ଆଗେଇ ଆସିଛନ୍ତି। ତହସିଲଦାର ଅରୁଣ କୁମାର ନାୟକ, ଅତିରିକ୍ତ ତହସିଲଦାର ସୁୁନୀଲ କୁମାର…

କରୋନା ପାଇଁ ଟ୍ରେନ୍‌ ବଗିକୁ ଆଇସୋଲେଶନ ଓ୍ବାର୍ଡରେ କରାଗଲା ପରିବର୍ତ୍ତନ

ନୂଆଦିଲ୍ଲୀ,୨୮।୩: କରୋନା ଭାଇରସ କବଳରେ ଭାରତ। ଏବେ ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୯ଶହ ଛୁଇଁବାକୁ ଯାଉଥିବା ବେଳେ ମୃତକଙ୍କ ସଂଖ୍ୟା ୨୦ ଅତିକ୍ରମ କରି ସାରିଲାଣି। ବିଶେଷଜ୍ଞଙ୍କ…

ଲକ୍‌ଡାଉନ: ବିନା କାମରେ ବାହାରେ ବୁଲୁଥିବା ଲୋକଙ୍କ ବାଇକ୍‌ ଜବତ କଲା ପୋଲିସ

ବ୍ରହ୍ମପୁର ଅଫିସ, ୨୮।୩: କରୋନା ସଂକ୍ରମଣକୁ ରୋକିବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ଡାଉନ ଜାରି ରହିଛି। ତେବେ ଲକ୍‌ ଡାଉନର ୬ ଦିନ ପରେ…

ଲକ୍‌ଡାଉନ୍‌: ରାଜରାସ୍ତାରେ ନୀଳଗାଈ

ନୂଆଦିଲ୍ଲୀ: କରୋନା ଭାଇରସ୍‌ ଯୋଗୁ ଏବେ ସବୁ ଦେଶ ଲକ୍‌ଡାଉନ୍‌ ହୋଇ ଯାଇଥିବାରୁ ଲୋକମାନେ ଘର ଭିତରେ ରହୁଛନ୍ତି। ସେଥିପାଇଁ ଚାରିଆଡେ ରାସ୍ତାଘାଟ ଶୂନଶାନ୍‌ ହୋଇଯାଇଛି। ଲୋକେ…