ମାଟ୍ରିକ୍‌ ପରୀକ୍ଷା ଆରମ୍ଭ: ୫ ଲକ୍ଷ ୬୦ ହଜାର ୯୦୫ ଛାତ୍ରୀଛାତ୍ର ଦେଉଛନ୍ତି ପରୀକ୍ଷା

ଭୁବନେଶ୍ୱର,୧୯।୨(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ। ସକାଳୁ ନୋଡାଲ ସେଣ୍ଟରରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକୁ ପ୍ରଶ୍ନପତ୍ର…

୩ ଘଣ୍ଟାରେ ୧୪୦୦ କିମି ଅତିକ୍ରମ କରି ପୁଣେରୁ ଦିଲ୍ଲୀ ହସ୍ପିଟାଲରେ ପ୍ରତିରୋପଣ ପାଇଁ ପହଞ୍ଚିଲା ହୃଦୟ: ମହିଳାଙ୍କୁ ମିଳିଲା ନୂଆ ଜୀବନ

ନୂଆଦିଲ୍ଲୀ,୧୯।୨: ମାତ୍ର ୩ ଘଣ୍ଟାରେ ୧୪୦୦ କିମି ଅତିକ୍ରମ କରି ପୁଣେର ରୁବି ହଲ୍‌ କ୍ଲିନିକ୍‌ରୁ ଦିଲ୍ଲୀର ଫୋର୍ଟିସ୍‌ ହସ୍ପିଟାଲରେ ପ୍ରତିରୋପଣ ପାଇଁ ହୃଦୟ ପହଞ୍ଚିଛି। ଏହାପରେ…

ଓଡ଼ିଆ ଚଳଚ୍ଚିତ୍ର ପତ୍ରିକାକୁ ନେଇ ସ୍ବତନ୍ତ୍ର ପ୍ରଦର୍ଶନୀ

ଭୁବନେଶ୍ୱର,୧୯ା୨(ବ୍ୟୁରୋ):ଓଡ଼ିଶାରେ ଆରମ୍ଭରୁ ଏ ପର୍ଯ୍ୟନ୍ତ ପ୍ରକାଶିତ ହୋଇଥିବା ଚଳଚ୍ଚିତ୍ର ପତ୍ରିକାଗୁଡ଼ିକର ପ୍ରଚ୍ଛଦ ପ୍ରଦର୍ଶନୀ ପ୍ରଥମ ଥର ପାଇଁ ରାଜ୍ୟ ଅଭିଲେଖାଗାର ଦ୍ୱାରା ଆୟୋଜିତ ହୋଇଛି। ପୁରୁଣା ଚଳଚ୍ଚିତ୍ର…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୧୯।୨: ଜମ୍ମୁ-କଶ୍ମୀର ତ୍ରାଲର ଅଓ୍ବନ୍ତିପୋରାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସେମାନେ ଗଜବତ୍‌-ଅଲ୍‌- ହିନ୍ଦ୍‌ର ସଦସ୍ୟ ବୋଲି ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।…

ସୁନନ୍ଦାଙ୍କ ବାସଭବନ ହେବ ସ୍ମୃତି ସଦନ: ପୁରୀ ଘର ଦେଖିଲେ ସଂସ୍କୃତି ବିଭାଗ ଅଧିକାରୀ

ପୁରୀ ଅଫିସ,୧୯ା୨:ଓଡ଼ିଶାର ପ୍ରଥିତଯଶା ଶାସ୍ତ୍ରୀୟ କଣ୍ଠଶିଳ୍ପୀ ତଥା ଭାରତୀୟ ସଙ୍ଗୀତ ଦୁନିଆର ମହାନ୍‌ ପ୍ରତିଭା ଡ. ସୁନନ୍ଦା ପଟ୍ଟନାୟକଙ୍କ ବଳିଆପଣ୍ଡା ଦାମୋଦର ରୋଡ଼ସ୍ଥିତ ବାସଭବନକୁ ସ୍ମୃତି ସଦନ…

ବ୍ରହ୍ମପୁରରେ ଖୋଲିବ ‘ନେକ୍‌’ ଓଡ଼ିଶା ଜୋନ୍‌ ଚାପ୍ଟର

ଭୁବନେଶ୍ୱର, ୧୯ା୨(ବ୍ୟୁରୋ):ଓଡ଼ିଶାରେ ଖୋଲିବ ନ୍ୟାଶନାଲ ଏଗ୍‌ କୋର୍ଡିନେଶନ କମିଟି(ଏନ୍‌ଇସିସି ବା ନେକ୍‌)ର ଓଡ଼ିଶା ଜୋନ୍‌ ଚାପ୍ଟର। ବ୍ରହ୍ମପୁରରେ ଏହି ଚାପ୍ଟର ଖୋଲିବ। ଏହା ପୂର୍ବରୁ ଓଡ଼ିଶାର ଚାଷୀମାନେ…

୪୦ଟନ୍‌ ପ୍ଲାଷ୍ଟିକ୍‌ ବର୍ଜ୍ୟରୁ ପୋଷାକ ତିଆରି କଲେ ବୌଦ୍ଧଭିକ୍ଷୁ

ବ୍ୟାଙ୍କକ,୧୯।୨: ପ୍ଲାଷ୍ଟିକ୍‌ ବର୍ଜ୍ୟ ଯୋଗୁ ପୃଥିବୀରେ ପ୍ରଦୂଷଣ ବଢ଼ିବାରେ ଲାଗିଛି। ଏନେଇ ବିଭିନ୍ନ ରାଷ୍ଟ୍ର ପକ୍ଷରୁ ସିଙ୍ଗଲ୍‌ ୟୁଜଡ୍‌ ପ୍ଲାଷ୍ଟିକ୍‌ର ବ୍ୟବହାର ଉପରେ କଟକଣା ଜାରି ହୋଇଛି।…

ପାଠପଢ଼ା ନିଶା: ୯୩ ବର୍ଷରେ ମାଷ୍ଟର ଡିଗ୍ରୀ

ନୂଆଦିଲ୍ଲୀ, ୧୯।୨: ପାଠ ପାଇଁ ଯେ କୌଣସି ନିର୍ଦ୍ଦିଷ୍ଟ ବୟସ ନାହିଁ ତାହା ଜଣେ ୯୩ ବର୍ଷ ବୟସ୍କ ବୃଦ୍ଧଙ୍କ କ୍ଷେତ୍ରରେ ପ୍ରମାଣିତ ହୋଇଛି। ଇନ୍ଦିରା ଗାନ୍ଧି…

୧୫ ମହଲାରୁ ଡେଇଁ ହୀରା ବ୍ୟବସାୟୀଙ୍କ ଆତ୍ମହତ୍ୟା

ମୁମ୍ବାଇ,୧୯ା୨(ପି.ଟି.): ଦକ୍ଷିଣ ମୁମ୍ବାଇର ଅପେରା ହାଉସ୍‌ଠାରେ ଜଣେ ୬୧ ବର୍ଷୀୟ ହୀରା ବ୍ୟବସାୟୀ ମଙ୍ଗଳବାର ସକାଳେ ୧୫ ମହଲା କୋଠାରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ଧୀରେନଭାଇ ଚନ୍ଦ୍ରକାନ୍ତ…

ସୁଯୋଗ ଛାଡ଼ିବା ଚାଇନାକୁ ମହଙ୍ଗା ପଡ଼ିଲା

ବେଜିଂ,୧୯ା୨(ଏଏଫ୍‌ପି): କରୋନା ଭୂତାଣ ସଂକ୍ରମଣ ରୋକିବା ଦିଗରେ ଗୋଟିଏ ପରେ ଗୋଟିଏ ସୁଯୋଗ ହାତଛଡ଼ା କରିବା ଚାଇନା କର୍ତ୍ତୃପକ୍ଷଙ୍କ ପାଇଁ ମହଙ୍ଗା ପଡିଛି। ଫଳରେ ସେଠାରେ କରୋନା…