ସଚେତନ କଲେ ଡିଏସ୍‌ପି

ବନ୍ତଳା,୨୭।୩(ଡି.ଏନ.ଏ.):ବନ୍ତଳା ଥାନା ହମାମିର ଗ୍ରାମରେ କରୋନା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗାଁ ଯୁବଗୋଷ୍ଠୀଙ୍କ ନେତୃତ୍ୱରେ ଏହାର ଆୟୋଜନ ହୋଇଥିବା ବେଳେ ଏଥିରେ ବନ୍ତଳା ଥାନା…

ଅର୍ଡର ଦେଲେ ଘରେ ପହଞ୍ଚତ୍ବ ରାଶନ

ଅନୁଗୋଳ ଅଫିସ, ୨୭।୩: ଲକ୍‌ଡାଉନ୍‌ ବେଳେ ବିଭିନ୍ନ ରାଶନ ସାମଗ୍ରୀ କିପରି ସହଜରେ ଲୋକଙ୍କ ପାଖରେ ପହଞ୍ଚତ୍ପାରିବ ସେଥିପାଇଁ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର…

ଜୀବାଣୁ ନାଶକ ସିଞ୍ଚନ

ବଅଁରପାଳ,୨୭ା୩(ଡି.ଏନ.ଏ.):ନାଲ୍‌କୋ କଲୋନୀର ବିଭିନ ସ୍ଥାନରେ ଶୁକ୍ରବାର ଜୀବାଣୁ ନାଶକ ସିଞ୍ଚନ କରାଯାଇଛି। କୋଅପରେଟିଭ ଛକ, ଜଗନ୍ନାଥ ମନ୍ଦିର ଛକ, ୩ ମହଲା ଛକରେ ସିଆଇଏସ୍‌ଏଫ୍‌ ସହାୟତାରେ ଏହି…

ଭୋକରେ ଡହଳବିକଳ ମାନସିକ ରୋଗୀ

ପାଲଲହଡା,୨୭ା୩(ଡି.ଏନ.ଏ.): ଲକ୍‌ଡାଉନ୍‌ ପାଇଁ ବଜାର ବନ୍ଦ। ଚା’ ଦୋକାନଠାରୁ ହୋଟେଲ ଯାଏ ସବୁଥିରେ ପଡ଼ିଛି ତାଲା। ଲୋକେ ଘରୁ ବାହାରୁ ନ ଥିବା ବେଳେ କାମ ନ…

Third COVID-19 positive case in Odisha I କର କ୍ଲିନିକରେ ତୃତୀୟ କରୋନା ଚିହ୍ନଟ

ରାଜ୍ୟରେ ତୃତୀୟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି ଉକ୍ତ ବ୍ୟକ୍ତି ୧୦ମାର୍ଚ୍ଚରେ ଦିଲ୍ଲୀରୁ ଫେରିବା ପରେ କର କ୍ଲିନିକକୁ ୨୧ରେ…

ତାମିଲନାଡ଼ୁରେ ଫସିଛନ୍ତି ଶତାଧିକ ଶ୍ରମିକ

ଭଞ୍ଜନଗର,୨୭ା୩(ଡି.ଏନ୍‌.ଏ.): ଦେଶରେ କରୋନା ଭୂତାଣୁର ମୁକାବିଲା ଲାଗି ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବଦାଙ୍ଗି ଗ୍ରାମର ବହୁ ଯୁବକ ତାମିଲନାଡ଼ୁରେ ଫସି…

ଏମ୍‌କେସିଜିରେ ଭର୍ତ୍ତି ହେଲେ କରୋନା ସନ୍ଦିଗ୍ଧ

ବ୍ରହ୍ମପୁର ଅଫିସ,୨୭ା୩-ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ଶୁକ୍ରବାର ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଛନ୍ତି। ତାଙ୍କୁ କରୋନା ୱାର୍ଡର ସ୍ବତନ୍ତ୍ର କକ୍ଷରେ ରଖାଯାଇଛି। ଶନିବାର ସନ୍ଦିଗ୍ଧଙ୍କ ସ୍ବାବ୍‌ ଟେଷ୍ଟ…

ପ୍ରଶାସନ, ସ୍ବାସ୍ଥ୍ୟ ବିଭାଗର ପ୍ରସ୍ତୁତି ସମୀକ୍ଷା କଲେ ଆର୍‌ଡିସି

ବ୍ରହ୍ମପୁର ଅଫିସ,୨୭ା୩-କରୋନା ସଂକ୍ରମଣର ପ୍ରତିରୋଧ ନେଇ ଜିଲା ପ୍ରଶାସନ ପକ୍ଷରୁ ବ୍ରହ୍ମପୁରରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପର ଶୁକ୍ରବାର ସମୀକ୍ଷା କରିଛନ୍ତି ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ଟି.…

ଦିଗପହଣ୍ଡିରେ ପ୍ରଶାସନ ପକ୍ଷରୁ ମାନବ ଶୃଙ୍ଖଳ

ଦିଗପହଣ୍ଡି,୨୭ା୩(ଡି.ଏନ.ଏ.)-ଗଞ୍ଜାମ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଦିଗପହଣ୍ଡି ତହସିଲ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ପୁଞ୍ଜିକଁୟା ଛକରେ କରୋନା ସଚେତନତା ପାଇଁ ମାନବ ଶୃଙ୍ଖଳ କରାଯାଇଥିଲା। ତହସିଲଦାର ଅଦ୍ୱୈତ କୁମାର…

ନିରାଶ୍ରୟଙ୍କୁ ମିଳିଲା ରନ୍ଧାଖାଦ୍ୟ

ଆସିକା,୨୭ା୩ (ଡି.ଏନ୍‌.ଏ.): ଜନସାଧାରଣଙ୍କୁ ଘର ପାଖରେ ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ଯୋଗାଇବା ଲାଗି ଆସିକା ଏନ୍‌ଏସି ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି। ତେଜରାତି ଜିନିଷ, ପରିବା,…