ବ୍ରାଉନ ସୁଗାର ବ୍ୟବସାୟୀଙ୍କ ଦେଢ କୋଟିର ସମ୍ପତ୍ତି ଜବତ

ଅନୁଗୋଳ ଅଫିସ, ୧୯।୨ - ଅନୁଗୋଳ ଜିଲାର ବିଭିନ୍ନ ସ୍ଥାନରୁ ଗତ ୪ ମାସ ମଧ୍ୟରେ ବ୍ରାଉନ ସୁଗାର ବିକ୍ରି ଅଭିଯୋଗରେ ଗିରଫ ହୋଇଥିବା ୨୪ ଜଣଙ୍କ…

ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ, ବିକ୍ଷୋଭ: ପିଏମ୍‌ଏୱାଇ ତାଲିକାରେ ଅନିୟମିତତା ଅଭିଯୋଗ

ବଇଣ୍ଡା,୧୯।୨(ଡି.ଏନ.ଏ.) - କିଶୋରନଗର ବ୍ଲକର ୨୩ଟି ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମଏଓ୍ବାଇ)ରେ ଗୃହ ଯୋଗାଇ ଦେବା ପାଇଁ ପ୍ରଶାସନ ପକ୍ଷରୁ ତାଲିକା ପ୍ରକାଶ ପାଇଛି। ହେଲେ ଅଧିକାଂଶ…

୮୫ କେନ୍ଦ୍ରରେ ୧୭,୫୧୩ ପରୀକ୍ଷାର୍ଥୀ

ଅନୁଗୋଳ ଅଫିସ, ୧୯।୨ - ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ଏହି ପରୀକ୍ଷାରେ ଅନୁଗୋଳ ଜିଲାରେ ୮୫ଟି ପରୀକ୍ଷାକେନ୍ଦ୍ର…

ଏସ୍‌ଡିସି କପ୍‌ ଲାଗି ଖେଳାଳି ଚୟନ ସରିଲା

ଫୁଲବାଣୀ ଅଫିସ, ୧୯ା୨ - ଆଦିବାସୀ ଫୁଟବଲ ଚାମ୍ପିୟନଶିପ୍‌ ଏସ୍‌ଡିସି (ସ୍ବତନ୍ତ୍ର ଉନ୍ନୟନ ପରିଷଦ) କପ୍‌-୨୦୨୦ ପାଇଁ କନ୍ଧମାଳ ଜିଲାରେ ଚାଲିଥିବା ଖେଳାଳି ଚୟନ ପ୍ରକ୍ରିୟା ଶେଷ…

କଳିଙ୍ଗା ଘାଟିରେ ଟ୍ରକ୍‌ ଦୁର୍ଘଟଣା, ଡ୍ରାଇଭର ଆହତ

ଜି.ଉଦୟଗିରି,୧୯ା୨(ଡି.ଏନ.ଏ.)-ଜି.ଉଦୟଗିରି ନିକଟ କଳିଙ୍ଗା ଘାଟିରେ ଏକ ମାଲବାହୀ ଟ୍ରକ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଡ୍ରାଇଭର ଆହତ ହୋଇଛନ୍ତି। ମିଳିଥିବା ସୂଚନା ପ୍ରକାରେ, ମଙ୍ଗଳବାର ଅପରାହ୍ନ ୫ଟା ବେଳେ…

ଦାରିଙ୍ଗବାଡ଼ିର ୨ କେନ୍ଦ୍ରରେ ସିସିଟିଭି କ୍ୟାମେରା

ଦାରଙ୍ଗବାଡ଼ି,୧୯ା୨(ଡି.ଏନ.ଏ) - ବୁଧବାରଠାରୁ ମାଟ୍ରିକ୍‌ ପରୀକ୍ଷା। ଦାରିଙ୍ଗବାଡ଼ି ବ୍ଲକରେ ମୋଟ ୭ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ମୋଟ ୧,୭୭୬ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରେ…

ବ୍ରହ୍ମପୁରର ବିଭିନ୍ନ ଅଞ୍ଚଳରୁ ୫ ଶିଶୁ ଶ୍ରମିକ ଉଦ୍ଧାର

ବ୍ରହ୍ମପୁର ଅଫିସ,୧୯ା୨- ବ୍ରହ୍ମପୁରର ବିଭିନ୍ନ ଅଞ୍ଚଳରୁ ମଙ୍ଗଳବାର ୫ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ଜିଲା ଚାଇଲ୍ଡ ପ୍ରୋଟେକ୍ସନ ଅଫିସର, ଚାଇଲ୍ଡ ଲାଇନ୍‌, ସିଡବ୍ଲ୍ୟୁସି ସଦସ୍ୟ, ବିଏନ୍‌ପୁର…

ଉନ୍ନୟନ କାର୍ଯ୍ୟ ଅନୁଧ୍ୟାନ କଲେ ପ୍ରମୁଖ ସଚିବ

ଗୋପାଳପୁର/ହିଞ୍ଜିଳିକାଟୁ/ଶେରଗଡ଼,୧୯ା୨(ଡି.ଏନ୍‌.ଏ.) - ଗୋପାଳପୁର/ହିଞ୍ଜିଳିକାଟୁ/ଶେରଗଡ଼,୧୮ା୨(ଡି.ଏନ୍‌.ଏ.)-ସାଧାରଣ ଉଦ୍ୟୋଗ ବିଭାଗ ପ୍ରମୁଖ ସଚିବ ବିଜୟ ଆରୋରା ମଙ୍ଗଳବାର ଗଞ୍ଜାମ ଜିଲା ଗସ୍ତରେ ଆସିଥିଲେ। ରଙ୍ଗେଇଲୁଣ୍ଡା, ହିଞ୍ଜିଳିକାଟୁ, ଶେରଗଡ଼ ବ୍ଲକ ଗସ୍ତ କରି ବିଭିନ୍ନ…

ଟ୍ରଲିରେ ମୃତଦେହ ନେଲେ ପରିବାର ଲୋକେ

ବ୍ରହ୍ମପୁର ଅଫିସ,୧୯ା୨ - ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଦୃଷ୍ଟିକୁ ଆସିଛି। ମେଡିକାଲରେ ମୃତ୍ୟୁ ଘଟିଥିବା ରୋଗୀଙ୍କୁ ନେବା…

ମୋବାଇଲ ଦାବି କରୁଛନ୍ତି ହିତାଧିକାରୀ

ତିହିଡ଼ି,୧୯।୨(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ମୋଟ ୧୧,୬୦୯ ଜଣ ହିତାଧିକାରୀଙ୍କ ମୋବାଇଲ ନମ୍ବର ସଂଗ୍ରହ କରାଯିବ। ମୋ ସରକାର ଆପ୍‌ରେ ଏହି ମୋବାଇଲ…