କରୋନା ଭାଇରସ ସଂକ୍ରମଣରେ ହଲିଉଡ୍‌ ଅଭିନେତା ମାର୍କ ବ୍ଲମଙ୍କ ପରଲୋକ

ଲସ୍‌ ଆଞ୍ଜେଲସ୍‌,୨୭।୩: କରୋନା ଭାଇରସ କବଳରେ ଏବେ ସାରା ବିଶ୍ୱ। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନା ଭାଇରସ ଏବେ ଇଟାଲିରେ କାୟା ବିସ୍ତାର କରି ଚାଲିଛି।…

ରାଶିଫଳ: ଶନିବାର ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ଆଜି ଜନ୍ମଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା ଲାଗିରହିବ। ଆଜି ଯାତ୍ରାକଲେ ବିବାଦ,ବିବାଦରେ ପରାଜୟ, ଗୃହାରମ୍ଭରେ ଦ୍ୱନ୍ଦ୍ୱର ସମ୍ମୁଖୀନ ହେବେ। କିନ୍ତୁ ଅର୍ଥସମ୍ପର୍କ, ବନ୍ଧୁଙ୍କ ମିତ୍ରତା, ପଡ଼ୋଶୀଙ୍କ…

ନେପାଳ ପ୍ରଧାନମନ୍ତ୍ରୀ ଅସୁସ୍ଥ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

କାଠମାଣ୍ଡୁ,୨୭।୩: ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଅଲୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁବାର ରାତିରେ ୬୯ ବର୍ଷୀୟ ଅଲୀଙ୍କ ହୃଦ୍‌ସ୍ପନ୍ଦନ ବଢ଼ିଯିବା ସହ…

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ରାଣୀ ପଣ୍ଡାଙ୍କ ୫୦ ହଜାର ଟଙ୍କା ଦାନ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ଭୂତାଣୁ ଦିନକୁ ଦିନ ଭୟଙ୍କର ରୂପ ନେବାରେ ଲାଗିଛି। ଓଡ଼ିଶାରେ ତୃତୀୟ ପଜିଟିଭ ରୋଗୀ ଚିହ୍ନଟ ପରେ ରାଜ୍ୟବାସୀ ଭୟଭୀତ ହୋଇପଡ଼ିଛନ୍ତି। ଏଭଳି ଏକ…

ଲକ୍‌ଡାଉନ୍‌ ସମୟରେ ନମାଜ ପାଠ ବନ୍ଦ କଲା ପ୍ରଶାସନ: ଭାଙ୍ଗିଲା ଲୋକ ଗହଳି

ଧାମନଗର,୨୭।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ପ୍ରଶାସନ ପକ୍ଷରୁ ଗୋଡ଼ିପୋଖରୀ ମସ୍‌ଜିଦରେ ନମାଜ ପାଠ ବନ୍ଦ କରାଯାଇଛି। ଲକ୍‌ଡାଉନ୍‌ ସମୟରେ ଲୋକେ ନମାଜ ପାଠ କରୁଥିବାବେଳେ ମାଜିଷ୍ଟ୍ରେଟ…

ଲକ୍‌ଡାଉନ୍‌ ସମୟରେ ଆଗୁଆ ୪ ମାସର ଭତ୍ତା ପାଇ ହିତାଧିକାରୀ ଖୁସି

ଆରଡି,୨୭।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ସୁନ୍ଦରପୁର ପଞ୍ଚାୟତରେ ବିଭିନ୍ନ ବର୍ଗର ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯାଇଛି । ଶୁକ୍ରବାର ପଞ୍ଚାୟତର ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ସଞ୍ଜୟ…

କରୋନାରେ ପୀଡ଼ିତ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ୍‌

ଲଣ୍ଡନ,୨୭।୩: କରୋନା ଭାଇରସ ଏବେ ସାରା ବିଶ୍ୱ ପାଇଁ ଚ୍ୟାଲେଞ୍ଜ ହୋଇଯାଇଥିବା ବେଳେ ଏବେ ଏହା ଧନୀ ଗରିବ ସମସ୍ତଙ୍କୁ ତା’ କବଳକୁ ନେଇ ସାରିଲାଣି। ବ୍ରିଟେନ…

କରୋନା ମୁକାବିଲା ନେଇ ଓଡ଼ିଶା ପୋଲିସକୁ ଡିଜିଙ୍କ ପ୍ରଶଂସା

ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ଭୂତାଣୁର ମୁକାବିଲା ପାଇଁ ଲକଡାଉନ ଘୋଷଣା ପରେ ଓଡ଼ିଶା ପୋଲିସର କାର୍ଯ୍ୟ ବଢ଼ିଯାଇଛି। ଗତ ସପ୍ତାହରୁ ଧରି ଏଯାବତ ପୋଲିସମାନେ ଜଗିରହି ଲୋକଙ୍କୁ ସଚେତନ…

କରୋନା ଭୟରେ ଡାଏନୋସର ପୋଷାକ

ନୂଆଦିଲ୍ଲୀ, ୨୭।୩- କରୋନାକୁ ନେଇ ବିଶ୍ୱବାସୀ ଭୟଭୀତ ଓ ଆତଙ୍କିତ ଅବସ୍ଥାରେ ଦିନ କାଟୁଛନ୍ତି। ଅଦ୍ୟାବଧି ଏହା ବିଶ୍ୱର ୧୯୯ ଦେଶକୁ ବ୍ୟାପି ସାରିଥିବା ବେଳେ ୨୦…

କେରଳ କ୍ୱାରାଣ୍ଟାଇନ୍‌ରୁ ଫେରାର ଆଇଏଏସ୍‌ ଅଧିକାରୀ ଉତ୍ତରପ୍ରଦେଶରୁ ଠାବ

ତିରୁଭାନନ୍ତମପୁରମ,୨୭।୩: କରୋନା ଭାଇରସ୍‌ ବ୍ୟାପିବାକୁ ଥିବା ଶୃଙ୍ଖଳକୁ ଭାଙ୍ଗିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଲକ୍‌ ଡାଉନ୍‌ ଜାରି କରିଛନ୍ତି। କିନ୍ତୁ ଏହାରି ଭିତରେ ଜଣେ…