କେନ୍ଦୁଝର, ୨୬ା୩(ନରେଶ ପଟ୍ଟନାୟକ)-କରୋନା ସଂକ୍ରମଣ ରୋକିବା ପାଇଁ ଲକ୍ଡାଉନ ଘୋଷଣା ପରେ ସବୁଠି କଟକଣା ଲାଗୁ ହୋଇଛି। ପୋଲିସ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି କରାଯାଇଛି। କେନ୍ଦୁଝର…
ଭଦ୍ରକ ଅଫିସ, ୨୬ା୩- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ନିୟମ କଡାକଡି କରାଯାଇଛି। ହେଲେ କଟକଣାକୁ ନ ମାନି କେତେକ ଲୋକ ଲକ୍ଡାଉନ…
ଦିଗପହଣ୍ଡି,୨୬ା୩(ଡି.ଏନ.ଏ.)-ଲକ୍ଡାଉନ୍ ନିୟମ ନ ମାନିଲେ ଏଣିକି ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଚେତାବନୀ ଦେଇଛନ୍ତି। ଗୁରୁବାର ପୂର୍ବାହ୍ନରେ…
ଭୁବନେଶ୍ୱର,୨୬।୩(ବ୍ୟୁରୋ): ଓଡ଼ିଶାରେ ତୃତୀୟ କରୋନା ପଜିିଟିଭ ଚିହ୍ନଟ ହୋଇଛନ୍ତି। ଉକ୍ତ ବ୍ୟକ୍ତ ଜଣକ ଭୁବନେଶ୍ୱରର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ କରୋନା ଅକ୍ରାନ୍ତଙ୍କ ସଂଖ୍ୟା…
କେନ୍ଦୁଝର,୨୬ା୩(ସ୍ବ.ପ୍ର)- ପେଟପାଟଣା ପାଇଁ ପଶ୍ଚିମବଙ୍ଗର ମୁର୍ସିଦାବାଦ ଜିଲାରୁ ଆସିଥିବା ଶ୍ରମିକମାନେ କେନ୍ଦୁଝରରେ ଅଟକି ରହିଛନ୍ତି। କରୋନା ପାଇଁ ଦେଶ ବ୍ୟାପି ଲକ୍ଡାଉନ ହୋଇ ଥିବାରୁ ସେମାନେ ଘରକୁ…
ଫିରିଙ୍ଗିଆ,୨୬ା୩-କରୋନା ଲାଗି ରାଜ୍ୟ ଲକ୍ଡାଉନରେ ଥିବା ବେଳେ ଗଞ୍ଜେଇ ଚାଲାଣକାରୀ ସକ୍ରିୟ ହୋଇଉଠିଛନ୍ତି। ପୋଲିସର ବ୍ଲକିଂକୁ ଚକମା ଦେଇ ଗଞ୍ଜେଇ ଚାଲାଣ କରାଯାଉଥିବା ବେଳେ ଫିରିଙ୍ଗିଆ ପୋଲିସ…
ଛତ୍ରପୁର,୨୬ା୩(ଡି.ଏନ୍.ଏ.)- ଗଞ୍ଜାମ ଜିଲାକୁ ବାହାର ରାଜ୍ୟରୁ ଆସିଥିବା ୧୫,୩୭୭ ଏବଂ ବିଦେଶରୁ ଆସିଥିବା ୩୭୨ ଜଣଙ୍କର ପ୍ରତ୍ୟହ ସ୍ବାସ୍ଥ୍ୟାବସ୍ଥା ତଦାରଖ କରାଯିବ। ଶୀତଳାପଲ୍ଲୀସ୍ଥିତ ଟାଟା ମେମୋରିଆଲ ହସ୍ପିଟାଲକୁ…
ଭଞ୍ଜନଗର,୨୬।୩(ଡି.ଏନ.ଏ)-କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ଲାଗି ଗୁରୁବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ଓ କେତେକ ଗ୍ରାମବାସୀ ଆଲୋଚନା କରି ଗାଁ ପ୍ରବେଶ ପଥକୁ ସିଲ୍ କରିଛନ୍ତି।…
ଭୁବନେଶ୍ୱର,୨୬।୩(ବ୍ୟୁରୋ)-ସମଗ୍ର ଦେଶ ଲକ୍ଡାଉନ୍ ରହିଛି। ଅତ୍ୟାବଶ୍ୟକ ସାମଗ୍ରୀ ତେଜରାତି ଦୋକାନରେ ଅସମ୍ଭବ ଭିଡ ପରିଲକ୍ଷିତ ହେଉଛି। ସେହି ଦୋକାନଗୁଡିକ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ଖୋଲା…
ଭୁବନେଶ୍ୱର,୨୬।୩(ବ୍ୟୁରୋ)-କରୋନା(କୋଭିଡ୍-୧୯)ର ଭୟାବହତା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ପରିସ୍ଥିତିରେ ଖବରକାଗଜର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଲୋକମାନଙ୍କୁ ସଚେତନ କରିବା ସହ ସେମାନଙ୍କ ନିକଟରେ ବାର୍ତ୍ତା…