ଲକ୍‌ଡାଉନ୍‌ ପରେ ସାମାଜିକ ଦୂରତ୍ୱକୁ ଗରୁତ୍ୱ: ଦୁର୍ଗମ ଅଞ୍ଚଳରେ ଦିନ ମଜୁରିଆ ପ୍ରଭାବିତ

ଦାରିଙ୍ଗବାଡ଼ି,୨୬।୩(ଡି.ଏନ୍‌.ଏ.): ସାରା ଭାରତବର୍ଷରେ କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଫଳରେ ରାଜ୍ୟର ସମସ୍ତ…

ଲକ୍ଷ୍ନୌରେ ଫସି ରହିଛନ୍ତି ୫ ଯୁବକ

ସମ୍ବଲପୁର, ୨୬।୩ (ବ୍ୟୁରୋ) କରୋନା ମୁକାବିଲା ପାଇଁ ସାରା ଦେଶ ଲକ୍‌ ଡାଉନ ଘୋଷଣା ହେବାପରେ ବିଭିନ୍ନ ସ୍ଥାନରେ ଶ୍ରମିକମାନେ ଫଶି ରହିଛନ୍ତି। ଲକ୍ଷ୍ମୌରେ ସମ୍ବଲପୁର ଜିଲାର…

ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୪ ଛୁଇଁଲା

ନୂଆଦିଲ୍ଲୀ,୨୬।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଦେଶରେ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। କରୋନା ସଂକ୍ରମଣ ଘଟଣାରେ…

ସାରା ବିଶ୍ୱ ଲକ୍‌ଡାଉନ୍‌ରେ ଥିବା ବେଳେ ସ୍ବାଭାବିକ ପରିସ୍ଥିତିକୁ ଫେରୁଛି ଚାଇନା

ବେଜିଂ,୨୬।୩: ସାରା ବିଶ୍ୱରେ ପ୍ରାୟ ୨୦ ପ୍ରତିଶତ ଜନସଂଖ୍ୟା କେରାନା ଭାଇରସ୍‌ ଯୋଗୁ ଏବେ ଲକ୍‌ଡାଉନ୍‌ରେ ରହିଛନ୍ତି। ମହାମାରୀ କରୋନାକୁ ରୋକିବା ପାଇଁ ଲୋକମାନେ ଘର ବନ୍ଦୀ…

କୋଭିଡ୍‌-୧୯ ରିଲିଫ ପାଣ୍ଠିକୁ ୫ ନିୟୁତ ଅର୍ଥ ଦେବେ ପାକିସ୍ତାନ କ୍ରିକେଟର

କରାଚୀ,୨୬।୩- ପାକିସ୍ତାନର କେନ୍ଦ୍ରୀୟ ଚୁକ୍ତିରେ ସାମିଲ କ୍ରିକେଟରମାନେ ସରକାରଙ୍କ ଜରୁରୀକାଳିନ ପାଣ୍ଠିକୁ ୫ ନିୟୁତ ଟଙ୍କା ଯୋଗାଇବେ। ଏହା ବ୍ୟତୀତ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) କର୍ମକର୍ତ୍ତାମାନେ…

ଗାଁ ରାସ୍ତା ସିଲ୍‌

ସମ୍ବଲପୁର, ୨୬।୩ (ବ୍ୟୁରୋ) କରୋନା ସଂକ୍ରମଣକୁ ନେଇ ସମ୍ବଲପୁର ଜିଲାରେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି । ସହର ସହ ଗ୍ରାମାଞ୍ଚଳରେ ମଧ୍ୟ ଲୋକମାନେ ସଚେତନ ହେବା…

ସାମାଜିକ ଦୂରତା ରଖି ପରିବା କିଣିଲେ

ସମ୍ବଲପୁର,୨୬।୩(ବ୍ୟୁରୋ)-କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ନେଇ ସମ୍ବଲପୁର ମହାନଗର ନିଗମ ଓ ପୋଲିସ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଗୁରୁବାର ସକାଳେ ପନିପରିବା ବଜାରରେ ସାମାଜିକ…

କରୋନା ଟାଣିଛି ଲକ୍ଷ୍ମଣରେଖା

ରାୟପୁର/ମହାସମୁଦ/ସୁକ୍‌ମା: କରୋନା ସଂକ୍ରମଣ ରୋକିବାକୁ ଛତିଶଗଡ଼ ରାଜ୍ୟର ୩ ଗ୍ରାମର ବାସିନ୍ଦା ଟାଣିଛନ୍ତି ଲକ୍ଷ୍ମଣ ରେଖା। ୩୧ ମାର୍ଚ୍ଚ ଯାଏ ଗ୍ରାମ ଭିତରକୁ ବାହାରର କୌଣସି ବ୍ୟକ୍ତିଙ୍କ…

କରୋନା ଭାଇରସ: ବ୍ରିଟେନ ହସ୍ପିଟାଲରେ ୪ ଦିନ ପରେ ଆଉ ମିଳିବ ନାହିଁ ସ୍ଥାନ!

ଲଣ୍ଡନ,୨୬।୩: କରୋନା ଭାଇରସ ଏବେ ତା’ର ଠିକଣା ବଦଳାଇବାକୁ ଚେଷ୍ଟା କରୁଥିବା ଆଲୋଚନା ହେଉଛି। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନା ଭାଇରସ ଏବେ ତା’ର ଠିକଣା…

ଶେରଗଡ଼ରେ ଲକ୍‌ଡାଉନ୍‌ ପ୍ରଭାବ: ପନିପରିବା ଦରବୃଦ୍ଧି, ଆଳୁ କହୁଛି ଛୁଉଁନା

ଶେରଗଡ଼,୨୬।୩(ଡି.ଏନ୍‌.ଏ.): ଶେରଗଡ଼ ବଜାରରେ କରୋନାକୁ ନେଇ କରାଯାଇଥିବା ଲକ୍‌ଡାଉନ୍‌ର ପ୍ରଭାବ ଦେଖିବାକୁ ମିଳିଛି। ବୁଧବାରଠାରୁ ପୋଲିସ କଡ଼ାକଡ଼ି ଭାବେ ଯାଞ୍ଚ କରୁଥିବା ବେଳେ ଅଞ୍ଚଳରେ କେବଳ ରାଶନ…