ଚଢ଼ାଉ ପରେ ଦର କମାଇଲେ ଗ୍ରସେରି, ପରିବା ଦୋକାନୀ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ସଂକ୍ରମଣ ଏଡ଼ାଇବାକୁ ମଙ୍ଗଳବାର ମଧ୍ୟରାତିରୁ ସାରା ଦେଶ ୨୧ ଦିନିଆ ଲକ୍‌ଡାଉନ୍‌ ହେବା ପରେ ଏବେ ବଜାରରେ ଗ୍ରସେରି ଓ ପରିବା ଦର ବୃଦ୍ଧି…

ଔଷଧ ବିତରକଙ୍କୁ ମିଳିବ ପ୍ରୋତ୍ସାହନ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ହସ୍ପିଟାଲଗୁଡିକୁ ଔଷଧ ଏବଂ ମେଡିକାଲ ସାମଗ୍ରୀ ଯୋଗାଣକୁ ତ୍ୱରାନ୍ବିତ କରିବା ପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ନିର୍ଦ୍ଧାରିତ ସମୟଠାରୁ ଶୀଘ୍ର ଔଷଧ ଯୋଗାଇଲେ ବିତରକ…

୨ କରୋନା ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିିର

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ଓଡ଼ିଶାରେ ଏବେବି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ରେ ରହିଛି। ଆଉ କୌଣସି ନୂଆ ପଜିଟିଭ୍‌ ଚିହ୍ନଟ ହୋଇନାହିଁ। ବୁଧବାର ୧୨ଟା ସୁଦ୍ଧା ଓଡ଼ିଶାରେ ୧୩୩ଟି ନମୁନା…

କରୋନା ଆତଙ୍କ ସମୟରେ କଳାବଜାରୀ, ଚଢାଉ କଲା ପ୍ରଶାସନ

ବଲାଙ୍ଗୀର ଅଫିସ, ୨୬ା୩-  କରୋନା ଆତଙ୍କକୁ ନେଇ ବିଶ୍ୱସ୍ତରରୁ ଗାଁ ଯାଏ ଜନସାଧାରଣ ଆତଙ୍କିତ ଅବସ୍ଥାରେ ଥିବାବେଳେ କେତେକ ଅସାଧୁ ବେପାରୀ ବିଭିନ୍ନ ପ୍ରକାର ଖାଦ୍ୟଦ୍ରବ୍ୟ, ହ୍ୟାଣ୍ଡୱାସ,…

ବୁଲା ଗୋରୁ, କୁକୁରଙ୍କୁ ଆହାର ଯୋଗାଇଲେ ସ୍ବେଚ୍ଛାସେବୀ

ବରଗଡ଼ ଅଫିସ୍‌,୨୬।୩- ଲକ୍‌ଡାଉନ୍‌ ପରେ ସାଧାରଣ ଜନତାଙ୍କ ଅପେକ୍ଷା ବୁଲା ଗୋରୁ, କୁକୁରଙ୍କ ଆହାର ଚିନ୍ତା ବଢ଼ିଯାଇଛି। ଏହାକୁ ହୃଦୟଙ୍ଗମ କରି ବରଗଡ଼ ସହରର ୭ ସ୍ବେଚ୍ଛାସେବୀ…

ଫସଲ ବି ଉଜାଡ଼ିଲା କରୋନା ବିପତ୍ତି

ତେଲକୋଇ,୨୬ା୩(ଡ଼ି.ଏନ୍‌.ଏ.)- କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅଞ୍ଚଳରେ ଏଥର ୫ହଜାରରୁ ଅଧିକ ଚାଷୀ ପ୍ରାୟ ୨୦ହଜାର ହେକ୍ଟର ଜମିରେ ତରଭୁଜ ଚାଷ କରିଛନ୍ତି। ଅମଳ ପରେ ସେମାନେ…

ଆଇନଜୀବୀ ଓ ଯୁବନେତାଙ୍କୁ ପୋଲିସର ମାଡ଼

ଆନନ୍ଦପୁର,୨୬।୩(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସ୍ପେଶାଲ ସ୍କାଡ୍‌ରେ କାର୍ଯ୍ୟ କରୁଥିବା ରାମଚନ୍ଦ୍ରପୁର ଥାନାର ଜଣେ ଏସଆଇ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ବ୍ରିଜ ଛକ ନିକଟରୁ ଜଣେ ଆଇନଜୀବୀଙ୍କୁ…

ଗୋଟିଏ ବାଇକ୍‌କୁ ଲିଟରେ ପେଟ୍ରୋଲ

ଭଦ୍ରକ ଅଫିସ, ୨୬ା୩- ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକାବିଲା ପାଇଁ ପେଟ୍ରୋଲ ପମ୍ପଗୁଡ଼ିକ ଲାଗି ଏକ ନୂଆ ନିର୍ଦ୍ଦେଶନାମା ଜାରି କରାଯାଇଛି। ଗୋଟିଏ ବାଇକ୍‌କୁ…

ମାସ୍କ ତିଆରି କରି ରିହାତି ଦରରେ ଯୋଗାଇଲେ ଏସ୍‌ଏଚ୍‌ଜି ମହିଳା

ସୋନପୁର, ୨୬।୩(ନି.ପ୍ର.) ଘାତକ କରୋନା ଭୂତାଣୁର ସଂକ୍ରମଣ ସାରା ବିଶ୍ୱକୁ କବଳିତ କରିଛି। ଏଭଳି ସମୟରେ ବଜାରରେ ମାସ୍କ ମିଳୁନି। ପ୍ରଶାସନର ପରାମର୍ଶକ୍ରମେ ସୁବର୍ଣ୍ଣପୁର ଜିଲାର ୧୨ଟି…

ଏମ୍‌ସରେ ଆରମ୍ଭ ହେଲା କରୋନା ପରୀକ୍ଷା: ଆର୍‌ଏମ୍‌ଆର୍‌ସି ପରେ ଓଡ଼ିଶାର ଦ୍ୱିତୀୟ ନମୁନା ପରୀକ୍ଷା କେନ୍ଦ୍ର

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ଭୁବନେଶ୍ବର ଏମ୍‌ସରେ ରାଜ୍ୟର ଦ୍ୱିତୀୟ କରୋନା ଭୂତାଣୁ (କୋଭିଡ-୧୯) ପରୀକ୍ଷା କେନ୍ଦ୍ର ସ୍ଥାପନ କରାଯାଇଛି। କେନ୍ଦ୍ର ସରକାରଙ୍କ ଅନୁମତି ମିଳିବା ପରେ ବୁଧବାରଠାରୁ ଏଠାରେ ନମୁନା…