ଭାଇରସକୁ ନ ଡରି ଟ୍ରେନିଂ କରୁଛନ୍ତି ରୁଟ୍‌

ଲଣ୍ଡନ,୨୫।୩(ଏଏଫ୍‌ପି)- ମାରାତ୍ମକ କରୋନା ଭାଇରସ ବିଶ୍ୱରେ ଏଯାବତ ୧୭ ହଜାର ଜୀବନ ନେଇସାରିଲାଣି। ଏହାସତ୍ତ୍ୱେ ଇଂଲଣ୍ଡ କ୍ରିକେଟ ଦଳର ଅଧିନାୟକ ଜୋ ରୁଟ ଏବେ ମଧ୍ୟ ବ୍ୟକ୍ତିଗତ…

ଆଇସିୟୁରେ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ : ଆର୍ଥିକ ସହାୟତା ଯୋଗାଇ ଦେବାକୁ ଦାବି

ଭୁବନେଶ୍ୱର, ୨୫।୩(ବ୍ୟୁରୋ): ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ(୯୭) ମଙ୍ଗଳବାର ଗୁରୁତର ଅସୁସ୍ଥ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଅବସ୍ଥା ସଙ୍କଟାପନ୍ନ…

ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦେଲେ ସଚିନ

ନୂଆଦିଲ୍ଲୀ,୨୫।୩- ମାରାତ୍ମକ କରୋନା ଭାଇରସ କବଳରୁ ବଞ୍ଚତ୍ବା ପାଇଁ କୌଣସି ନିର୍ଦ୍ଧିଷ୍ଟ ଉପାୟ କିମ୍ବା ଔଷଧ ନାହିଁ। ଏଭଳି ପରିସ୍ଥିତିରେ ଦେଶ ବାସୀଙ୍କୁ ଘରେ ରହିବାକୁ ପରାମର୍ଶ…

କ୍ୱାରାଣ୍ଟାଇନ କ୍ୟାମ୍ପ ପାଇଁଁ ୬ ୱାର୍ଡ ଖାଲିକଲେ ଏସ୍‌ ଭି ନିରତାର କର୍ତ୍ତୃପକ୍ଷ

କଣ୍ଟାପଡା,୨୫ା୩(ଡି.ଏନ୍‌.ଏ.)- ମହାମାରୀ କରୋନାର ପ୍ରତିଷେଧକ ପାଇଁ ସାରା ଭାରତ ୨୧ଦିନ ପାଇଁ ଲକଡାଉନ କରାଯାଇଛି। କରୋନା ଆକ୍ରାନ୍ତ, ରାଜ୍ୟ ଓ ଦେଶ ବାହାରୁ ଆସୁଥିବା ବ୍ୟକ୍ତିବିଶେଷଙ୍କ ଚିକିତ୍ସା…

କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଓଏମ୍‌ସି ଦେଲା ୫ଶହ କୋଟି ଟଙ୍କା

ଭୁବନେଶ୍ୱର,୨୫।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି(ସିଏମ୍‌ଆର୍‌ଏଫ୍‌)କୁ ଓଡ଼ିଶା ଖଣି ନିଗମ(ଓଏମ୍‌ସି) ସହଯୋଗ କରିଛି। ଓଏମ୍‌ସି ସିଏମ୍‌ଆର୍‌ଏଫ୍‌ ଫଣ୍ଡକୁ ୫ଶହ କୋଟି ଟଙ୍କା ପ୍ରଦାନ କରିଥିବା…

ଲକ୍‌ଡାଉନ୍‌ ସମୟରେ ସାହିଦାଣ୍ଡରେ ଭତ୍ତା ବଣ୍ଟନ: ଶତାଧିକ ହିତାଧିକାରୀଙ୍କ ଗହଳି

ଦେବଗଡ଼,୨୫।୩:(ଡି.ଏନ୍‌.ଏ.): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ସମ୍ପୂର୍ଣ୍ଣ ରାଜ୍ୟକୁ ଲକ୍‌ଡାଉନ୍‌ କରାଯାଇଥିବା ବେଳେ ଜନସାଧାରଣଙ୍କ ଗହଳି ଲାଗି କଟକଣା ଲାଗୁ କରାଯାଇଛି। ତେବେ ଦେବଗଡ଼ ପୌରାଞ୍ଚଳର ୪ନଂ.…

ଲକ୍‌ଡାଉନ୍‌ ସମୟରେ କଳାବଜାର ରୋକିବାକୁ ଜିଲା ପୋଲିସ ପକ୍ଷରୁ ବ୍ୟବସାୟୀ ସଂଘ ସହ ଆଲୋଚନା

ଦେବଗଡ଼,୨୫।୩:(ଡି.ଏନ୍‌.ଏ.): କରୋନା ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଚାଲିଛି। ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଓଡ଼ିଶାରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ଓ ଜନସାଧାରଣଙ୍କ…

ବଲ ଅଟକାଇ ରନଆଉଟ୍‌ ହୋଇଥିଲେ ମହାନ ବ୍ୟାଟ୍ସମ୍ୟାନ

କ୍ରିକେଟରେ ଜଣେ ବ୍ୟାଟ୍ସମ୍ୟାନ ରନ୍‌ଆଉଟ୍‌ କେଉଁଭଳି ହୁଏ, ତାହା କ୍ରିକେଟ ପ୍ରଶଂସକଙ୍କୁ ଭଲ ସେ ଜଣା। କିନ୍ତୁ ପାକିସ୍ତାନର ପୂର୍ବତନ ଅଧିନାୟକ ତଥା ମହାନ ବ୍ୟାଟ୍ସମ୍ୟାନ ଇଞ୍ଜାମାମ…

ରେଖାଙ୍କିତ ଚିହ୍ନ ମଧ୍ୟରେ ଠିଆହୋଇ ରାଶନ କିଣିବାକୁ ପୋଲିସର ପରାମର୍ଶ

ଦିଗପହଣ୍ଡି,୨୫।୩(ଡି.ଏନ୍‌.ଏ.): ଦିଗପହଣ୍ଡି ଥାନା ପୋଲିସ ପକ୍ଷରୁ ସହରରେ ଥିବା ରାଶନ ଦୋକାନଗୁଡିକର ଭିଡ଼ ନିୟନ୍ତ୍ରଣ କରି ସତର୍କତା ଅବଲମ୍ବନ କରିବାକୁ ପଦକ୍ଷେପ ନିଆଯାଇଛି। ପ୍ରତି ଦୋକାନ ସମ୍ମୁଖରେ…

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଭାଇଜାନ୍‌

ଭୁବନେଶ୍ୱର,୨୫ା୩(ବ୍ୟୁରୋ)-ମହାମାରୀ କରୋନା ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରିସାରିଲାଣି। ଅହେତୁକ ଭାବେ ବଢ଼ୁଥିବା ଏହାର ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାରା ଦେଶକୁ…