ଆବାସ ଯୋଜନା ବାଟ୍‌ବନା: ବିଲ୍‌ ଟଁକା ଲାଗି ହିତାଧିକାରୀ ହଟ୍‌ହଟା

ଲାଠୋର, ୧୬।୨ (ଡି.ଏନ୍‌.ଏ.)- ସରକାର ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ପକାଘର ଯୁଗେଇ ଦେଉଛନ୍‌। ଘର ତିଆରି ଲାଗି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ ୧୬ ହଜାର ଟଁକା ଦେଉଛନ୍‌।…

ମୁମ୍ବାଇରେ ସିଏଏ ବିରୋଧରେ ବିଶାଳ ରାଲି

ମୁମ୍ବାଇ,୧୬ା୨: ମୁମ୍ବାଇର ଆଜାଦ ମଇଦାନରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ), ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ଏବଂ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌)କୁ ବିରୋଧ କରି ଶନିବାର…

ଫିଟ୍‌ନେସ ଟେଷ୍ଟରେ ଉତ୍ତୀର୍ଣ୍ଣ ହେଲେ ଈଶାନ୍ତ: ଟେଷ୍ଟ ଦଳରେ ଯୋଗ ଦେବେ

୧୬।୨(ପି.ଟି.)- ଅଭିଜ୍ଞ ଦ୍ରୁତ ବୋଲର ଇଶାନ୍ତ ଶର୍ମା ଶନିବାର ଫିଟ୍‌ନେସ ଟେଷ୍ଟରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ବେଙ୍ଗାଲୁରୁସ୍ଥିତ ଜାତୀୟ କ୍ରିକେଟ ଏକାଡେମୀରେ ସେ ଫିଟ୍‌ନେସ ପ୍ରମାଣ ପାଇଁ ପରୀକ୍ଷା…

କ୍ୱିକ୍‌ ହିଲ୍‌ ପକ୍ଷରୁ ସୁରକ୍ଷା ପଦକ୍ଷେପ

ଭୁବନେଶ୍ୱର,୧୬।୨: ଆଇଟି ସୁରକ୍ଷା ଏବଂ ଡାଟା ସଂରକ୍ଷଣ ସୁବିଧା ପ୍ରଦାନ କରୁଥିବା କମ୍ପାନୀ କ୍ୱିକ ହିଲ୍‌ ଟେକ୍ନୋଲୋଜି ପକ୍ଷରୁ ଆନୁଆଲ ଥ୍ରେଟ୍‌ ରିପୋର୍ଟ ୨୦୨୦ ପ୍ରକାଶ ପାଇଛି।…

କର୍ନାଟକରେ ୩ କଶ୍ମୀରୀ ଛାତ୍ର ଗିରଫ

ବେଙ୍ଗାଲୁରୁ,୧୬ା୨: କର୍ନାଟକରେ ୩ କଶ୍ମୀରୀ ଇଞ୍ଜିନିୟରିଂ ଛାତ୍ରଙ୍କୁ ଗିରଫ କରାଯାଇଛି। ସେମାନେ ପାକିସ୍ତାନ ସପକ୍ଷରେ ସ୍ଲୋଗାନମାନ ଦେଉଥିଲେ। ହୁବାଲ୍ଲି ପୋଲିସ ସେମାନଙ୍କୁ ଗିରଫ କରିବା ସହ ଦେଶଦ୍ରୋହ…

ଘରଖଁଡ଼େ ଲାଗି ଗୁହାରି କରି ନିରାଶ: ଦଦ୍‌ରା ମାଏଟ୍‌ କୁରିଆରେ ୬ ପରାନୀ କୁଟୁମ୍‌

ଲାଠୋର, ୧୬।୨ (ଡି.ଏନ୍‌.ଏ.)- ସରକାର ନିସାହା, ଗରିବ୍‌ ଦୁଖିକୁ ଇନ୍ଦିରା ଆବାସ, ପ୍ରଧାନମନ୍ତ୍ରୀ ଅବାସ, ମୋ କୁଡ଼ିଆ, ବିଜୁ ପକାଘର ଯୋଜନାରେ ଘର ଯୁଗେଇ ଦେଉଛନ୍‌। ହେଲେ…

ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ହଲ୍‌କୁ ମୋବାଇଲ ଫୋନ୍‌ ମନା; ପ୍ରଶ୍ନପତ୍ର ଲିକ୍‌, କପି ରୋକିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷାକୁ ପୂର୍ଣ୍ଣ ଶୃଙ୍ଖଳିତ କରିବା ନିମନ୍ତେ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି କରାଯାଇଛି। ଏଥିନିମନ୍ତେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ରାଜ୍ୟ…

ମଧ୍ୟପ୍ରଦେଶ କଂଗ୍ରେସରେ ଫାଟ

ଭୋପାଳ,୧୬ା୨(ପି.ଟି.): ମଧ୍ୟପ୍ରଦେଶ କଂଗ୍ରେସରେ ଫାଟ ସ୍ପଷ୍ଟ ହୋଇଛି। କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ମଧ୍ୟରେ ରହିଥିବା ବିରୋଧଭାସ ପୁଣିଥରେ ସାମନାକୁ ଆସିଛି। କମଳନାଥଙ୍କ…

ଅଲେଖଗୁଡା: ଯେଉଁଠି ଲେଖା ହୋଇପାରୁନି ବିକାଶର ଭାଗ୍ୟରେଖା

କୋରୁକୋଣ୍ଡା, ୧୬ା୨(ଡି. ଏନ.ଏ.)  ମାଲକାନଗିରି ଜିଲାରେ ଏପରି ଗ୍ରାମ ରହିଛି ଯେଉଁଠି ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପହଞ୍ଚତ୍ପାରିନାହିଁ। ଜିଲାର କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଚିତାପାରି-୩ ପଞ୍ଚାୟତର ଅଲେଖଗୁଡା…

ଟ୍ରମ୍ପ୍‌ଙ୍କ ୩ ଘଣ୍ଟା ପାଇଁ ଖର୍ଚ୍ଚ ହେବ ୧୦୦ କୋଟି

ନୂଆଦିଲ୍ଲୀ,୧୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଆସନ୍ତା ୨୪ରୁ ଦୁଇଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ଏହି ହାଇପ୍ରୋଫାଇଲ ଗସ୍ତ ପାଇଁ ସରକାର ବିପୁଳ ଅର୍ଥ ବ୍ୟୟ କରୁଥିବା…