ଲାଉସାନେ,୨୪।୩(ଏଏଫ୍ପି)- କୋଭିଡ -୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଶ୍ୱର ସର୍ବଶ୍ରେଷ୍ଠ କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସକୁ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଛି। କରୋନା ଭାଇରସ୍ ସାରା ବିଶ୍ୱରେ ମହାମାରୀରେ…
ଭୁବନେଶ୍ୱର,୨୪।୩(ବ୍ୟୁରୋ): ସବୁ ଥଣ୍ଡାଜ୍ୱର କୋଭିଡ-୧୯ ନୁହେଁ। ଯଦି ଥଣ୍ଡା ଜ୍ୱର ସହ ନିଃଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ହେଉଥାଏ ତେବେ ଯାଇ ୧୦୪କୁ କଲ୍ କରନ୍ତୁ। ସେଠାରେ ଉପସ୍ଥିତ…
ଭୁବନେଶ୍ୱର,୨୪।୩(ବ୍ୟୁରୋ): ବୟସ୍କ ବ୍ୟକ୍ତିଙ୍କ କ୍ଷେତ୍ରରେ କରୋନା ସଂକ୍ରମଣର ସବୁଠାରୁ ବଡ଼ ବିପଦ ରହିଛି। ଏହା ବ୍ୟତୀତ ଅନ୍ୟ ରୋଗ ଯଥା ଡାଇବେଟିସ, ହୃଦରୋଗ, କ୍ୟାନ୍ସର, ଶ୍ୱାସଜନିତ ରୋଗ,…
ଭୁବନେଶ୍ୱର,୨୪।୩(ବ୍ୟୁରୋ): ଗତ ୩ ଦିନ ଜନତା କର୍ଫ୍ୟୁ ଏବଂ ଲକ୍ଡାଉନ୍କୁ ନେଇ ଜନଜୀବନ ଅସ୍ଥିର ହୋଇପଡ଼ିଛି। ମଙ୍ଗଳବାର ଲକ୍ଡାଉନ୍ର ୨ୟ ଦିନ। ଆସନ୍ତା ୨୯ ତାରିଖ ଯାଏ…
ଭୁବନେଶ୍ୱର,୨୪।୩(ବ୍ୟୁରୋ): ଆଜିଠାରୁ ମାତ୍ର ୪ ମାସ ତଳେ ଚାଇନାର ଉହାନରେ ପ୍ରଥମେ କରୋନା ଭୂତାଣୁ ଚିହ୍ନଟ କରାଯାଇଥିଲା। ଏବେ ଏହା ସାରା ବିଶ୍ୱରେ ଏହି ମହାମାରୀ କାୟା…
ଭୁବନେଶ୍ୱର,୨୪।୩(ବ୍ୟୁରୋ): ସ୍ବାସ୍ଥ୍ୟବିଭାଗର ସୂଚନା ମୁତାବକ ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟରୁ ମୋଟ ୧୧୦ଟି ନମୂନା ପରୀକ୍ଷଣ ପାଇଁ ପଠାଯାଇଛି। ସେଥିରୁ ପୂର୍ବବତ ୨ଟି ନମୂନା ପଜିଟିଭ ଚିହ୍ନଟ…
ଭୁବନେଶ୍ୱର,୨୪।୩(ବ୍ୟୁରୋ): ମଙ୍ଗଳବାର ମଧ୍ୟରାତ୍ରରୁ ସାରା ଓଡ଼ିଶା ଲକ୍ଡାଉନ୍ କରିବାକୁ ଘୋଷଣା କରାଯାଇଛି। ୨୯ ମାର୍ଚ୍ଚ ରାତି ୧୨ ଯାଏ ସମସ୍ତ ଜିଲାରେ ଏହା ଜାରି ରହିବ। ଏହି…
ଖୋର୍ଦ୍ଧା ଅଫିସ,୨୪।୩: କୋଭିଡ-୧୯ ସହ ମୁକାବିଲା ନିମନ୍ତେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସମସ୍ତ ଜିଲାକୁ ସମ୍ପୂର୍ଣ୍ଣ ତାଲା ବନ୍ଦ ବା ଲକ୍ଡାଉନ୍…
ଭୁବନେଶ୍ୱର,୨୪।୩(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ଲାଗି କରାଯାଇଥିବା ଲକ୍ଡାଉନ୍ ସମୟରେ ଗାଡ଼ିମୋଟର ଯାତାୟାତ ଉପରେ କଟକଣା ଲଗାଯାଇଛି। ନିହାତି ଯିବାର ଆବଶ୍ୟକତା ଥିବା ବ୍ୟକ୍ତିଙ୍କୁ ପାସ୍ ଦିଆଯିବ…
ଦାରିଙ୍ଗବାଡ଼ି,୨୪।୩(ଡି.ଏନ.ଏ.)- କରୋନା ଭୂତାଣରୁ ରକ୍ଷା ପାଇଁ ଜିଲାରେ ୧୪୪ ଧାରା ବଳବତ୍ତର ରହିଥିବା ବେଳେ ମଙ୍ଗଳବାରଠାରୁ ଜିଲା ଲକ୍ଡାଉନ ଘୋଷଣା କରାଯାଇଛି। ସମସ୍ତେ ଘରେ ରହିବା ଏବଂ…