ଏପ୍ରିଲ ସୁଦ୍ଧା ଭାରତରେ ହୋଇପାରେ ଇଟାଲି ସ୍ଥିତି

ମୁମ୍ବାଇ,୨୪ା୩(ଆଇଏନ୍‌ଏସ୍‌): କୋଭିଡ-୧୯ ଭୂତାଣୁ ଭାରତରେ ଯେଉଁଭଳି ବ୍ୟାପିବାରେ ଲାଗିଛି, ଏହା ମାସକ ମଧ୍ୟରେ ଦେଶରେ ବଡ଼ଧରଣର ମେଡିକାଲ ବିପର୍ଯ୍ୟୟ ସୃଷ୍ଟି ହୋଇପାରେ। ଏଥିପାଇଁ ଅନ୍ତତଃ ଦୁଇସପ୍ତାହ ଜନତା…

କରୋନା ବିରୋଧରେ ଦୀର୍ଘ ଲଢ଼େଇ କରିବାକୁ ହେବ: ମୋଦି

ନୂଆଦିଲ୍ଲୀ,୨୪ା୩(ପି.ଟି.): କୋଭିଡ୍‌-୧୯ ଏକ ଜୀବନକାଳ ସମସ୍ୟା। ଏହାର ମୁକାବିଲା ଲାଗି ଦୀର୍ଘ ଲଢ଼େଇ କରିବାକୁ ହେବ। ନୂତନ ତଥା ଇନୋଭେଟିଭ୍‌ ସମାଧାନ ମାଧ୍ୟମରେ ଏହାର ମୁକାବିଲା କରାଯାଇପାରିବ…

କୋଲକାତାରେ ପ୍ରଥମ କରୋନା ମୃତ୍ୟୁ

ନୂଆଦିଲ୍ଲୀ, ୨୪ା୩: କରୋନା ବିଶ୍ୱବ୍ୟାପୀ ଆତଙ୍କ ଖେଳାଇ ଦେଇଛି। ବିଭିନ୍ନ ଦେଶରେ ଲୋକମାନେ ପୋକମାଛି ଭଳିି ମରୁଛନ୍ତି। ଭାରତ ବି ଏଥିରୁ ବାଦ୍‌ପଡ଼ିନି। ସୋମବାର ଆଉ ୨…

୧୧ ହଜାର ଲୋକଙ୍କ ପାଇଁ ଜଣେ ଡାକ୍ତର

ନୂଆଦିଲ୍ଲୀ,୨୪ା୩: ଭାରତରେ କରୋନା(କୋଭିଡ୍‌-୧୯) ସଂକ୍ରମଣ ସମ୍ପ୍ରତି ବଢ଼ିବାରେ ଲାଗିଛି। ଏଭଳି ସ୍ଥଳେ ଏକ ବିରାଟ ପ୍ରଶ୍ନ ଉଠିଛି ଯେ, ଭାରତର ସ୍ବାସ୍ଥ୍ୟସେବା କ୍ଷେତ୍ର କରୋନାକୁ ମୁକାବିଲା କରିବାକୁ…

‘ଖବରକାଗଜ ଦ୍ୱାରା କରୋନା ବ୍ୟାପେନି’

ଜେନିଭା, ୨୪ା୩: ଖବରକାଗଜ ଦ୍ୱାରା ଜଣେ ବ୍ୟକ୍ତିଠାରୁ ଅନ୍ୟ ଜଣକୁ କରୋନା ଭାଇରସ୍‌ ବ୍ୟାପେ ନାହିଁ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଏହା ସ୍ପଷ୍ଟ କରାଯାଇଛି।…

ଏମ୍‌ଏଲ୍‌ଏ ଲ୍ୟାଡ୍‌ ଫଣ୍ଡରେ ସାମିଲ ହେଲା କରୋନା ପ୍ରତିକାର ପ୍ରକଳ୍ପ

ଭୁବନେଶ୍ୱର,୨୪।୩(ବ୍ୟୁରୋ): କରୋନାର ଭୟାବହତାକୁ ଦେଖି ଏମ୍‌ଏଲ୍‌ଏ ଲ୍ୟାଡ ଫଣ୍ଡରେ କରୋନା ପ୍ରତିକାର ପ୍ରକଳ୍ପକୁ ସାମିଲ କରାଯାଇଛି। କୋଭିଡ-୧୯ର ପ୍ରତିକାର ପାଇଁ ଆବଶ୍ୟକ କର୍ମଚାରୀ, ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର…

ବିନା ପାସ୍‌ରେ ଗଡ଼ିବନି ଗାଡ଼ି: ପାସ୍‌ ପାଇଁ ଥାନାରେ ଅସମ୍ଭାଳ ଭିଡ଼

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଜନତା କର୍ଫ୍ୟୁର ଗୋଟିଏ ଦିନ ପରେ ରାଜଧାନୀର ରାଜପଥରେ ଅନେକ ଯାନବାହନର ଭିଡ଼ ଦେଖିବାକୁ ମିଳିଥିଲା। ଯାଞ୍ଚ ସମୟରେ ପୋଲିସ ପାଇଁ ଏହା ସମସ୍ୟା ସୃଷ୍ଟି ହୋଇଥିଲା।…

ହାତ ବାନ୍ଧି ବସିଛନ୍ତି ଦିନ ମଜୁରିଆ

ଭୁବନେଶ୍ୱର,୨୪।୩ (ବ୍ୟୁରୋ): କରୋନା ପାଇଁ ଏବେ ଦିନମଜୁରିଆଙ୍କ ଘରେ ଚୁଲି ଜଳୁନି। ପରିବାର ଲୋକେ ଉପାସ ରହୁଛନ୍ତି। ସହର ଲକ୍‌ ଡାଉନ୍‌ ଯୋଗୁ ଦିନମଜୁରିଆମାନେ କାମ କରିବାକୁ…

୧୪୪ ଧାରା ଉଲ୍ଲଂଘନ: ୭ ଗିରଫ

ଖୋର୍ଦ୍ଧା ଅଫିସ,୨୪।୩: କରୋନା ପାଇଁ ଲାଗୁ ହୋଇଥିବା ୧୪୪ ଧାରା ଉଲ୍ଲଂଘନ ଅଭିଯୋଗରେ ଖୋର୍ଦ୍ଧା ସଦର ଥାନା ପୋଲିସ ସୋମବାର ୭ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଏସ୍‌ସିବିରେ ନାହିଁ ସାନିଟାଇଜର, ପିପି କିଟ୍‌

କଟକ ଅଫିସ,୨୪।୩: କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ହେଲେ ଏସ୍‌ସିବି ମେଡିକାଲରେ କରୋନା ମୁକାବିଲା ଲାଗି ନିୟୋଜିତ ଥିବା ଡାକ୍ତର,…