ଭିତ୍ତିଭୂମି ଅଗ୍ରଗତିର ସମୀକ୍ଷା କଲା ଜିଲା ପ୍ରଶାସନ

ରସୁଲପୁର,୧୪।୨(ଡି.ଏନ୍‌.ଏ.): ରସୁଲପୁର ବ୍ଲକ ଅଧିନସ୍ଥ ଅଭିବକ୍ତ ବ୍ରହ୍ମବରଦା ପଞ୍ଚାୟତରେ ଦୀର୍ଘ ୨୪ବର୍ଷ ପରେ ଆସନ୍ତା ୨୯ରୁ ଆରମ୍ଭ ହେବାକୁ ଥିବା ମୁସଲିମ୍‌ ଧର୍ମ ସମ୍ମିଳନୀକୁ ସଫଳତାର ସହ…

୧୧୬୫ ମୂଲ୍ୟବାନ ଗଛକଟାରେ ସୀମିତ ରାସ୍ତା ନିର୍ମାଣ

ସୋନପୁର,୧୩।୨(ନି.ପ୍ର.) - ରାଜନୈତିକ ଓ ପ୍ରଶାସନିକ ଇଛାଶକ୍ତିର ଅଭାବ ଯୋଗୁଁ ସୁବର୍ଣ୍ଣପୁର ଜିଲାର ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ ହୋଇପାରୁନି। ନିର୍ଦ୍ଧାରିତ ସମୟରେ କୌଣସି ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ…

ବିଷାକ୍ତ ବର୍ଜ୍ୟଜଳରେ ପ୍ରଦୂଷିତ ଶିଳ୍ପାଞ୍ଚଳ

ଯାଜପୁର ଅଫିସ,୧୪।୨: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ବିଷାକ୍ତ ବର୍ଜ୍ୟପାଣି ଓ ଧୂଆଁ ଛାଡ଼ିବାରେ କାରଖାନାଗୁଡ଼ିକ କାହାକୁ ମାନୁ ନାହାନ୍ତି। ଫଳରେ କଳିଙ୍ଗନଗର ସାରା ରାଜ୍ୟରେ ଦ୍ୱିତୀୟ…

ଭତା, ଆବାସ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ ବୁରୁଧ୍‌

ପର୍ଲା, ୧୪।୨(ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ବ୍ରହ୍ମଣଛେଣ୍ଡିଆ ପଁଚେତ୍‌ ଚିଲିଚିଲା ଗଁାର ବୁରୁଧ୍‌ ଧବଳେଶ୍ୱର ହଂସ(୬୯)। ସେ ଝନେ ଭିନ୍ନକ୍ଷମ ଆଏ। ହେଲେ ଆଏଜ୍‌ ବି…

୨୨ ଗ୍ରାମ ନ୍ୟାୟାଳୟ ପାଇଁ ଜାରି ହୋଇଛି ବିଜ୍ଞପ୍ତି

ନୂଆଦିଲ୍ଲୀ,୧୪।୨: ଓଡ଼ିଶା ସରକାର ୨୨ଟି ଗ୍ରାମ ନ୍ୟାୟାଳୟ (ଭିଲେଜ୍‌ କୋର୍ଟ) ପ୍ରତିଷ୍ଠା ପାଇଁ ବିଜ୍ଞପ୍ତି ଜାରି କରିଛନ୍ତି। ସୁପ୍ରିମକୋର୍ଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦାଖଲ ହୋଇଥିବା ସତ୍ୟପାଠରୁ…

ଆଜିଠୁ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଷୋଡ଼ଶ ବିଧାନସଭାର ତୃତୀୟ ତଥା ଚଳିତ ବର୍ଷର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବ। ଏହି ଅବସରରେ ପ୍ରଥମ ଦିନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌…

ଟଙ୍କାଏ ନ କମାଇବାରୁ ପିଟି ମାରିଦେଲେ

ରୂପ୍‌ସା/ବସ୍ତା,୧୪।୨(ଡି.ଏନ.ଏ./ସ୍ବ.ପ୍ର.):ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ସାର୍ଥା ଅଞ୍ଚଳରେ ସାମାନ୍ୟ ସିଗାରେଟ କିଣାକୁ କେନ୍ଦ୍ରକରି ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ନିଶାଗ୍ରସ୍ତ ଯୁବକମାନେ ପିଟି ପିଟି ଜଣେ…

ଫାଇନାଲ ମ୍ୟାଚ୍‌ ଭାବି ଖେଳିବୁ: ଗୋମ୍ବାଉ

ଭୁବନେଶ୍ୱର, ୧୪।୨(ସ୍ପୋର୍ଟ୍ସ ବ୍ୟୁରୋ)- ଇଣ୍ଡିଆନ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌)ର ଏକ ମ୍ୟାଚ୍‌ରେ ଶୁକ୍ରବାର ଘରୋଇ ଓଡ଼ିଶା ଏଫ୍‌ସି ଓ ନର୍ଥଇଷ୍ଟ ୟୁନାଇଟେଡ୍‌ ଏଫ୍‌ସି ପରସ୍ପରକୁ ଭେଟିବେ। ସ୍ଥାନୀୟ…

ଟାଟୁ କହେ ଅନେକ କଥା

ନୂଆଦିଲ୍ଲୀ ୧୪ା୨:ଭାରତୀୟ ହକି ଦଳର ଅଧିନାୟକ ମନପ୍ରୀତ ସିଂଙ୍କ ଗୋଡ଼ର ଟାଟୁ ଏବେ ଚର୍ଚ୍ଚାରେ। ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଚଳିତ ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ର ବେଲଜିୟମ…

ମାନସିକ୍‌ ରୋଗ୍‌ରେ ପୀଡ଼ିତ କାହ୍ନା: ସରିଗଲା ଟଁକା, ଅଧାରେ ରହିଲା ଚିକିଛା

ଘଣ୍ଟାପଡା, ୧୪।୨(ଡି.ଏନ୍‌.ଏ.)- ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଘଣ୍ଟାପଡା ଗାଁର ବଂଶୀଧର ବିଶିକଁର ପୁଓ କାହ୍ନା ବିଶି(୧୨)। ସେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପଡ଼ି ନିଜର…