‘ଲକ୍‌ଡାଉନ ଯଥେଷ୍ଟ ନୁହେଁ’

ନୂଆଦିଲ୍ଲୀ/ଲଣ୍ଡନ,୨୩ା୩: କରୋନା ମୁକାବିଲା ଲାଗି ଲକ୍‌ଡାଉନକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ବିରୋଧ କରିଛି। ଏକସଙ୍ଗେ ଯଥେଷ୍ଟ ଜନସ୍ବାସ୍ଥ୍ୟଜନିତ ପଦକ୍ଷେପ ନିଆ ନ ଗଲେ ଏହି ଭୂତାଣୁ…

କରୋନା କରିଛି ଅଚଳାବସ୍ଥା

ନୂଆଦିଲ୍ଲୀ,୨୩ା୩: କରୋନା ଭାଇରସ୍‌ ସଂକ୍ରମଣ ଭୟାବହ ରୂପ ଧାରଣ କରିଛି। ଏହାକୁ ରୋକିବା ଲାଗି ଅନ୍ୟ ରାଜ୍ୟଗୁଡ଼ିକ ଭଳି ଜାତୀୟ ରାଜଧାନୀ ଦିଲ୍ଲୀରେ ବ୍ୟାପକ ପ୍ରତିଷେଧମୂଳକ ପଦକ୍ଷେପ…

ଯାତ୍ରୀସେବା ଅବ୍ୟାହତ ରଖିବାକୁ ୩ ଦଫା ଦାବି

ଭୁବନେଶ୍ୱର,୨୩।୩(ବ୍ୟୁରୋ): କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ବର୍ତ୍ତମାନ ରାଜ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥାକୁ ଅବ୍ୟାହତ ରଖିବା ଏକ ବଡ଼ ଆହ୍ବାନ ହୋଇଥିବା କହିଛି ରାଜ୍ୟ ବସ୍‌…

ହସ୍ପିଟାଲ ଆଇସୋଲେଶନରେ ୨୮

ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ କରୋନା ଭାଇରସ୍‌ (କୋଭିଡ୍‌-୧୯) ସଂକ୍ରମଣ ଉପରେ ସରକାର କଡ଼ା ନଜର ରଖିଛନ୍ତି। ରବିବାର ସୁଦ୍ଧା ଓଡ଼ିଶାରେ ୭୬ ନମୁନା ପରୀକ୍ଷା ପାଇଁ ପଠାଯାଇଥିବାବେଳେ…

କ୍ରୀଡ଼ା ଜଗତ ପାଇଁ କଠିନ ସମୟ

ଶୁଭମ୍‌ ଷଡ଼ଙ୍ଗୀ। ଓଡ଼ିଶା ଏଫସି ଏବଂ ଭାରତୀୟ ଫୁଟବଲ ପାଇଁ ଏବେ ଏକ ପରିଚିତ ନାମ। ଇଣ୍ଡିଆନ ସୁପର ଲିଗ୍‌ରେ ପ୍ରଭାବୀ ପ୍ରଦର୍ଶନ କରିଥିବା ଏହି ଯୁବ…

ସଂକ୍ରମଣ ରୋକିବ ଲକ୍‌ଡାଉନ୍‌

ଭୁବନେଶ୍ୱର,୨୩।୩(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନକ୍ରମେ ରବିବାର ସମଗ୍ର ଦେଶରେ ଜନତା କର୍ଫ୍ୟୁ ଉତ୍ସାହର ସହ ପାଳନ ହୋଇଛି। ଲୋକେ ସ୍ବତଃସ୍ଫୁର୍ତ୍ତ ଭାବେ କରୋନା ସଂକ୍ରମଣର ମୁକାବିଲା…

ପୁରୀ: ହୋଟେଲ ଶିଳ୍ପରେ ତାଲା

ପୁରୀ ଅଫିସ,୨୩।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ବିଭିନ୍ନ ପ୍ରକାର ପଦକ୍ଷେପ ନେଇଛି। ନୂଆ ନୂଆ କଟକଣା ବି ଲଗାଉଛି। ପ୍ରଶାସନିକ ନିର୍ଦ୍ଦେଶ…

୧୦ ଗୁଜବକାରୀ ଗିରଫ

ଭୁବନେଶ୍ୱର,୨୩।୩(ବ୍ୟୁରୋ): କରୋନା ସଂକ୍ରମଣକୁ ନେଇ ସୋସିଆଲ ମିଡିଆରେ ଅନେକ ବ୍ୟକ୍ତି ଗୁଜବ କରୁଛନ୍ତି। ମିଥ୍ୟା ତଥ୍ୟ ଦେଇ ଲୋକଙ୍କୁ ଆତଙ୍କିତ କରୁଛନ୍ତି। ତେଣୁ ଏଭଳି ଗୁଜବକାରୀଙ୍କ ଉପରେ…

ଉତ୍ପାଦନ ବନ୍ଦ କଲେ ଅଟୋମୋବାଇଲ କମ୍ପାନୀ

କରୋନା ପ୍ରଭାବକୁ କମ୍‌ କରିବା ପଦକ୍ଷେପ ଅନ୍ତର୍ଗତ ଦେଶର ପ୍ରମୁଖ ଅଟୋମୋବାଇଲ ନିର୍ମାତା କମ୍ପାନୀଗୁଡିକ ରବିବାରଠାରୁ ଦେଶ ମଧ୍ୟରେ ଉତ୍ପାଦନ ବନ୍ଦ କରିଥିବା ଜଣାପଡିଛି। ପ୍ରମୁଖ ଯାନ…

‘ସଚେତନ ହେବା, ସୁରକ୍ଷିତ ରହିବା’

ଭୁବନେଶ୍ୱର,୨୩।୩(ବ୍ୟୁରୋ): କରୋନା ମୁକାବିଲା ଲାଗି ଜରୁରୀ ସେବାରେ ନିୟୋଜିତ ଥିବା ଡାକ୍ତର, ନର୍ସ, ସ୍ବାସ୍ଥ୍ୟ ଏବଂ ସଫେଇ କର୍ମଚାରୀ, ପରିବହନ କାର୍ଯ୍ୟରେ ନିୟୋଜିତ ଥିବା ବ୍ୟକ୍ତି, ପୋଲିସ,…