କରୋନା ଆଗରେ କେହି ନୁହନ୍ତି ଅଜେୟ: ଡବ୍ଲ୍ୟୁଏଚ୍‌ଓ

ଜେନେଭା,୨୨।୩ : କରୋନା ସଂକ୍ରମଣ ସାରା ପୃଥିବୀରେ ମହାମାରୀ ଭଳି ମାଡ଼ି ଚାଲିଛି। ଏହାକୁ ରୋକିବାରେ ସମସ୍ତ ଦେଶ ବିଫଳ ହୋଇଛନ୍ତି। ଏହାର ପ୍ରତିଷେଧକ ଟୀକା ଏପର୍ଯ୍ୟନ୍ତ…

ବ୍ଲିଚିଂ ପାଉଡ଼ରରେ ବି କରିହେବ ଘର, କାର୍ଯ୍ୟାଳୟ ସାନିଟାଇଜ୍‌

ନୂଆଦିଲ୍ଲୀ,୨୨।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ସରକାରଙ୍କ ପକ୍ଷରୁ ଦେଶବ୍ୟାପି ଲୋକଙ୍କ ମଧ୍ୟରେ ସଚେତନତା ବାର୍ତ୍ତା ପ୍ରସାରଣ ଜାରି ରଖିଛନ୍ତି। କରୋନାଠାରୁ ଦୂରେଇ ରହିବା ପାଇଁ…

ବାଥ୍‌ ରୁମ୍‌ରେ ୯ ଦିନ ପର୍ଯ୍ୟନ୍ତ ସକ୍ରିୟ ରୁହେ କରୋନା ଭୂତାଣୁ

ଓ୍ବାଶିଂଟନ,୨୨।୩: କରୋନା ସଂକ୍ରମଣ ନେଇ ଏବେ ସାରା ପୃଥିବୀରେ ଲୋକଙ୍କ ମଧ୍ୟରେ ସଚେତନତା ବଢ଼ିବାରେ ଲାଗିଛି। ଏହି ଭୂତାଣୁ ବାଥ୍‌ ରୁମ୍‌ରେ ୯ ଦିନ ପର୍ଯ୍ୟନ୍ତ ସକ୍ରିୟ…

ମାସ୍କ୍‌ କରୋନାଠୁ କେତେଦୂର ଦେଇ ପାରିବ ସୁରକ୍ଷା

ଓ୍ବାଶିଂଟନ,୨୨।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସ୍ବାସ୍ଥ୍ୟ ବିଶେଷଜ୍ଞ ବିଭିନ୍ନ ଉପାୟ ସମ୍ପର୍କରେ ପରାମର୍ଶ ଦେଉଛନ୍ତି। ସେଥିମଧ୍ୟରୁ ମାସ୍କ୍‌ର ବ୍ୟବହାର କରିବା, ନିୟମିତ ଭାବେ ନିର୍ଦ୍ଧିଷ୍ଟ…

କରୋନା ଭୟ ସତ୍ତ୍ୱେ ଅଲିମ୍ପିକ୍ସ ମଶାଲ କାର୍ଯ୍ୟକ୍ରମରେ ଯୋଗଦେଲେ ୫୦ ହଜାର ଦର୍ଶକ

ସେଣ୍ଡାଇ(ଜାପାନ),୨୨।୩(ଏଏଫ୍‌ପି)- କରୋନା ଭାଇରସର ପ୍ରକୋପ ସତ୍ତ୍ୱେ ନର୍ଥଇଷ୍ଟର୍ନ ଜାପାନରେ ରବିବାର ଅନୁଷ୍ଠିିତ ଅଲିମ୍ପିକ୍ସ ମଶାଲ କାର୍ଯ୍ୟକ୍ରମରେ ୫୦ ହଜାର ଦର୍ଶକ ଯୋଗ ଦେଇଛନ୍ତି। ଗୁରୁବାର ଆୟୋଜିତ ଏକ…

କରୋନା ଯୋଦ୍ଧାଙ୍କୁ କୃତଜ୍ଞତା ଜଣାଇଲେ ଦେଶବାସୀ

ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ପ୍ରକୋପରୁ ଦେଶକୁ ରକ୍ଷା କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ରବିବାର ସାରା ଦେଶରେ ପାଳନ କରାଯାଇଥିଲା ‘ଜନତା କର୍ଫ୍ୟୁ’। ଏହି…

ମହିଳା କ୍ରିକେଟରଙ୍କୁ ଅସଦାଚରଣ ପରେ କୋଚ୍‌ ନିଲମ୍ବିତ

ନୂଆଦିଲ୍ଲୀ,୨୨।୩- ବରୋଦା କ୍ରିକେଟ ଆସୋସିଏଶନ (ବିସିଏ)ର ମହିଳା ଦଳର କୋଚ୍‌ ଅତୁଲ ବେଦାଦେଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିବା ପରେ ତାଙ୍କୁ ସସପେଣ୍ଡ କରାଯାଇଛି। ଭାରତ ପାଇଁ…

ଜନତା କର୍ଫ୍ୟୁ-ରାଜଧାନୀ ଶୂନଶାନ୍ | Bhubaneswar comes to a halt amid ‘Janata Curfew’

ସବୁଠି ଆତଙ୍କ ଖେଳାଇଛି କରୋନା ଭାଇରସ୍ । ସାରାଦେଶରେ ବର୍ତମାନ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଶହରୁ ଅଧିକ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି । କରୋନା…

ଗୋଟିଏ ଦିନରେ ୩ ମୁଣ୍ଡ ନେଲା କରୋନା: ଭାରତରେ ମୃତ୍ୟୁ ସଂଖ୍ୟା ୭; ମୃତକଙ୍କ ମଧ୍ୟରେ ୬ଜଣଙ୍କୁ ଡାଇବେଟିସ୍‌

ନୂଆଦିଲ୍ଲୀ,୨୨।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ରବିବାର ଗୋଟିଏ ଦିନରେ କରୋନା ସଂକ୍ରମିତଙ୍କ ମଧ୍ୟରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ସୁରଟରେ…

ରାଶିଫଳ: ସୋମବାର, ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ଆପଣଙ୍କ ରାଶିରେ ଶୁକ୍ର ଅବସ୍ଥାନ କରି ଆଭ୍ୟନ୍ତରୀଣ ସୈାନ୍ଦର୍ଯ୍ୟ ପ୍ରତି ମନକୁ ପ୍ରଲୋଭିତ କରିବେ। ଫଳତଃ କଳାନୁରାଗୀ, ସାହିତ୍ୟରସିକତା ଭାବରେ ସମୟ ଅତିବାହିତ କରିବାର ସୁଯୋଗ…