ବେଙ୍ଗାଲୁରୁ,୧୩।୨(ପି.ଟି.)- ନ୍ୟୁଜିଲାଣ୍ଡ ବିପକ୍ଷ ଗତ ତୃତୀୟ ଦିନିକିଆ ମ୍ୟାଚ୍ ଅବସରରେ କର୍ନାଟକର ଦୁଇ କ୍ରିକେଟର ଲୋକେଶ ରାହୁଲ ଓ ମନୀଷ ପାଣ୍ଡେ ହିନ୍ଦୀ କିମ୍ବା ଇଂଲିଶ୍ରେ କଥା…
ନୂଆଦିଲ୍ଲୀ,୧୩ା୨: ରନ୍ଧନ ଗ୍ୟାସ ଏଲ୍ପିଜି ମୂଲ୍ୟରେ ବୁଧବାର ୧୪୪.୫ ଟଙ୍କା ବୃଦ୍ଧି ଘଟିଛି। ଅନ୍ତର୍ଜାତୀୟ ବଜାରରେ ଦରବୃଦ୍ଧି ଯୋଗୁ ଦେଶରେ ଏହାର ପ୍ରଭାବ ଦେଖାଯାଇଛି। ପୂର୍ବରୁ ୧୪.୨…
ଭୁବନେଶ୍ୱର,୧୩ା୨(ବ୍ୟୁରୋ): ଓଡ଼ିଶାରେ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି) ଏବଂ ସାମାଜିକ, ଆର୍ଥିକ ପଛୁଆ ବର୍ଗ(ଏସ୍ଇବିସି)ଙ୍କ ପ୍ରକୃତ ସଂଖ୍ୟା କେତେ , ସେ ସମ୍ପର୍କରେ କୌଣସି ସରକାରୀ ହିସାବ ନାହିଁ।…
ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟରେ ପ୍ରତିବର୍ଷ ବହୁସଂଖ୍ୟକ ଶିଶୁ ଗୁରୁତର ଲିଭର୍ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାର ଚିକିତ୍ସା କ୍ଷେତ୍ରରେ ଆବଶ୍ୟକ ଅଙ୍ଗଦାତା ନ ମିଳିବା ଓ ଭିତ୍ତିଭୂମିର…
ଭୁବନେଶ୍ୱର,୧୩ା୨(ବ୍ୟୁରେ): ଆବାସ ଯୋଜନାରେ ଘର ର୍ନିମାଣ ଚାଲିଥିବାବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଶହୀଦନଗର ଥାନା ଶାନ୍ତିପଲ୍ଲୀ ବସ୍ତିରେ ବୁଧବାର ଘଟିଛି…
କଟକ ରୋଡ,୧୩ା୨(ଡି.ଏନ୍.ଏ.): ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ବୁଦ୍ଧେଶ୍ୱରୀ କଲୋନୀ ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ୪ଟି ଗାଡ଼ିର କାଚ ଭାଙ୍ଗିଦେଇଥିବା ଜଣାପଡିଛି। ଏ ନେଇ…
ବେଗୁନିଆ, ୧୩ା୨ (ଡି.ଏନ୍.ଏ): ବେଗୁନିଆ ସଦର ମହକୁମାରେ ବୁଧବାର ଟ୍ରାଫିକ ନିୟମର ବାର୍ତ୍ତା ଛୋଟ ପିଲାମାନେ ବାଣ୍ଟୁଥିବାର ଦେଖିବାକୁ ମିଳିଥିଲା। ତେବେ ପିଲାମାନେ ବିଭିନ୍ନ ପ୍ରକାର କୋତୁକିଆ…
ବେଗୁନିଆ, ୧୩ା୨(ଡି.ଏନ୍.ଏ): ବିପ୍ଲବର ମାଟି ଖୋର୍ଦ୍ଧା। ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ ଆରମ୍ଭ ହୋଇଥିଲା ଖୋର୍ଦ୍ଧାରୁ। ଏବେ ସମଗ୍ର ବିଶ୍ୱର ମହାସଙ୍କଟ ହେଉଛି, କ୍ଲାଇମେଟ ଚେଞ୍ଜ, ଗ୍ଲୋବାଲ…
ବୋଲଗଡ,୧୩ା୨(ଡି.ଏନ.ଏ.): ଚାଷୀମାନଙ୍କ ନ୍ୟାଯ୍ୟ ଦାବି ହାସଲ ପାଇଁ ସଂଗ୍ରାମ ଚଳାଇଥିବା ନବନିର୍ମାଣ କୃଷକ ସଙ୍ଗଠନର ନ୍ୟାୟ ଯାତ୍ରା ବୁଧବାର ବୋଲଗଡ଼ ବ୍ଲକ ସାଗରଗଁା ପଞ୍ଚାୟତରେ ପହଞ୍ଚତ୍ଥିଲା। ସଙ୍ଗଠନର…
ବେଗୁନିଆ, ୧୩ା୨(ଡି.ଏନ୍.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ଯୋଗ୍ୟ ହିତାଧିକାରୀମାନେ ବଞ୍ଚିତ ରହିଥିଲେ। ଏମାନଙ୍କ ପାଇଁ ନୂତନ ଗୃହ ପ୍ରଦାନ ନିମନ୍ତେ ନାମ ତାଲିକା ପ୍ରକାଶ ପାଇଛି। ପଞ୍ଚାୟତିରାଜ…