ତହସିଲ କାର୍ଯ୍ୟାଳୟ ଘେରିଲେ ହିତାଧିକାରୀ

ବାରିପଦା ଅଫିସ,୧୩ା୨ - ରାଜ୍ୟସରକାରଙ୍କ ଯୋଜନା ଅନୁଯାୟୀ ମୟୂରଭଞ୍ଜ ଜିଲା ଶାମାଖୂଣ୍ଟା ବ୍ଲକ ଅଧୀନ ଦୁଧିଆଶୋଳ ପଞ୍ଚାୟତର ଭୂମିହୀନ କାଳିନ୍ଦୀ ସମ୍ପ୍ରଦାୟର ଲୋକମାନଙ୍କୁ ବସୁନ୍ଧରା ଯୋଜନାରେ ପ୍ରଶାସନ…

ଭଙ୍ଗାହେଲା ୧୦ ମନ୍ଦିର

କଟକ ଅଫିସ,୧୩ା୨: କଟକସ୍ଥ ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟର ସଂପ୍ରସାରଣ ଓ ଉନ୍ନତୀକରଣ ଯୋଜନା କାର୍ଯ୍ୟକାରୀ କ୍ରମରେ ଏହାର ଆଖପାଖ ଅଞ୍ଚଳକୁ ଖାଲି…

ରଣଜୀ ଟ୍ରଫି: ଅନୁରାଗ, ଦେବାଶିଷଙ୍କ ଅର୍ଦ୍ଧଶତକ

କଟକ ଅଫିସ,୧୩ା୨-  ଚଳିତ ସିଜନର ଅନ୍ତିମ ଲିଗ ପର୍ଯ୍ୟାୟ ମ୍ୟାଚ୍‌ ବୁଧବାରଠାରୁ ଆରମ୍ଭ ହୋଇଛି। ବାରବାଟୀ ଷ୍ଟାଡିୟମରେ ଘରୋଇ ଓଡ଼ିଶା ଦଳ ଏହି ନିର୍ଣ୍ଣାୟକ ମ୍ୟାଚ୍‌ରେ ଝାଡ଼ଖଣ୍ଡକୁ…

କୋର୍ଟ ଚାଲାଣ ବେଳେ ଖସିଗଲେ ଅଭିଯୁକ୍ତ

ବଡମ୍ବା,୧୩ା୨(ଡି.ଏନ୍‌.ଏ): ନରସିଂହପୁର ଅବକାରୀ ସ୍କ୍ବାର୍ଡ ପକ୍ଷରୁ ବୁଧବାର ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଜଣେ ଖସି ପଳାଇଯାଇଥିଲେ। ପରେ ତାଙ୍କୁ ଗିରଫ କରାଯାଇଛି। ସେ…

ହ୍ବାଇଟ ଟପିଂ ଟେକ୍ନୋଲୋଜି ବ୍ୟବହାରକୁ ଗୁରୁତ୍ୱ

ଭୁବନେଶ୍ୱର,୧୩ା୨: ରାସ୍ତାର ରକ୍ଷଣାବେକ୍ଷଣ ଅଭାବ ଏବଂ ଖାଲ ଯୋଗୁ ଲୋକମାନଙ୍କୁ ଅନେକ ଅସୁବିଧା ସାମ୍ନା କରିବାକୁ ପଡୁଛି। ରାସ୍ତା ଭିତ୍ତିଭୂମି ବିଗିଡିବା ଏବଂ ଗାଡି ସଂଖ୍ୟା ବୃଦ୍ଧି…

ଠିକାଦାରଙ୍କୁ ବିଏମ୍‌ସିର ସ୍ବଚ୍ଛତା, ସମୃଦ୍ଧି ମନ୍ତ୍ର

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ବୁଧବାର ଅପରାହ୍ନରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ବିଭିନ୍ନ ବିକାଶମୂଳକ କାର୍ଯ୍ୟରେ ସମ୍ପୃକ୍ତ ୫୦ଜଣ ଠିକାଦାରଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପୌର…

୩ୟ ସ୍ତ୍ରୀଙ୍କୁ ମାରି ଥାନାରେ ଅଭିଯୁକ୍ତ

ବିଶୋଇ,୧୩ା୨(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ଖଡ଼ମବେଡା ପଞ୍ଚାୟତର ବାଢୁଣିଆ ଗ୍ରାମ କଲୋନୀ ସାହିରେ ତୃତୀୟ ସ୍ତ୍ରୀଙ୍କୁ ହତ୍ୟା କରି ଜଣେ ବ୍ୟକ୍ତି ଥାନାରେ ଆତ୍ମସମର୍ପଣ…

ନିଖୋଜ ଶିଶୁ କନ୍ୟା ଉଦ୍ଧାର

ବଡ଼ସାହି,୧୩ା୨(ସ୍ବ.ପ୍ର)-ଉତ୍ତର ଓଡ଼ିଶାର ପ୍ରସିଦ୍ଧ ମା’ ହିଙ୍ଗୁଳାଙ୍କ ବାର୍ଷିକ ପୂଜାରେ ନିଖୋଜ ଥିବା ଶିଶୁକନ୍ୟାଙ୍କୁ ବୁଧବାର ସକାଳେ ଉଦ୍ଧାର କରାଯାଇଛି। ପୋଲିସ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ପରେ…

ବଙ୍ଗୀୟ ପର୍ଯ୍ୟଟକ ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ନିଖୋଜ: ୨୦ଘଣ୍ଟା ପରେ ଅଭୟାରଣ୍ୟ ନିକଟରୁ ଉଦ୍ଧାର

ସଜନାଗଡ଼,୧୩।୨(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ନୀଳଗିରିର ପ୍ରସିଦ୍ଧ ଶୈବପୀଠ ପଞ୍ଚଲିଙ୍ଗେଶ୍ୱରକୁ ରାଜ୍ୟ ଓ ରାଜ୍ୟ ବାହାରୁ ପ୍ରତିଦିନ ଭକ୍ତଙ୍କ ସୁଅ ଛୁଟିଥାଏ। ମଙ୍ଗଳବାର ଜଣେ ବଙ୍ଗୀୟ ପର୍ଯ୍ୟଟକ ପରିବାର…

ନାବାଳିକାଙ୍କ ଆତ୍ମହତ୍ୟା, ଯୁବକଙ୍କୁ ହତ୍ୟା ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୧୨ା୨: ମାତ୍ର ୨ କିଲୋମିଟର ବ୍ୟବଧାନରେ ଜଣେ ୧୪ବର୍ଷର ନାବାଳିକା ଓ ଜଣେ ଯୁବକଙ୍କ ମୃତଦେହ ପୃଥକ ସ୍ଥାନରୁ ଉଦ୍ଧାର କରାଯାଇଛି। ନାବାଳିକା ଜଣଙ୍କ ବାଲିକୁଦା…