ଛାତ୍ରୀ ନିବାସର ସୁରକ୍ଷା ନେଇ ଉଠିଲା ପ୍ରଶ୍ନ

ଜୟପୁର,୧୨।୨(ଡି.ଏନ୍‌.ଏ.) - ଜୟପୁର ବ୍ଲକ ବାମୁଣିପୁଟରେ ମଙ୍ଗଳ ବିଭାଗର ବିଦ୍ୟାଳୟ ଓ ଜୁନିୟର କଲେଜ ରହିଛି। କିନ୍ତୁ ଏହି ବିଦ୍ୟାଳୟର ଜୁନିୟର ମହାବିଦ୍ୟାଳୟ ପାଇଁ ନିର୍ମାଣ ହୋଇଥିବା…

ସଂପ୍ରସାରଣ ସରିଲାଣି, ରାସ୍ତା ମଝିରୁ ହଟୁନି ଖୁଣ୍ଟ

ଜୟପୁର,୧୨।୨(ନି.ପ୍ର.) - ଜୟପୁର ସହରର ରାସ୍ତା ସଂପ୍ରସାରଣ କାମ ସରିଲା। କିନ୍ତୁ ରାସ୍ତା ମଝିରୁ ହଟିଲାନି ବିଦ୍ୟୁତ ଖୁଣ୍ଟ ଓ ନଳକୂପ। ପ୍ରଶାସନିକ ଅବହେଳା ଯୋଗୁ ୩…

କନ୍ୟା ସନ୍ତାନ ଜନ୍ମ ଦେବାରୁ ମହିଳାଙ୍କୁ ପୋଡ଼ି ହତ୍ୟା

ରାଉରକେଲା ଅଫିସ,୧୨।୨:କନ୍ୟା ସନ୍ତାନ ଜନ୍ମ ଦେବାରୁ ରାଧା କୁମାରୀ(୨୪) ନାମ୍ନୀ ଜଣେ ମହିଳାଙ୍କୁ ନିର୍ଯାତନା ଦିଆଯିବା ସହ ପୋଡି ହତ୍ୟା କରାଯାଇଛି ବୋଲି ମଙ୍ଗଳବାର ଷ୍ଟିଲ ସିଟିର…

କେନ୍ଦ୍ରମନ୍ତ୍ରୀଙ୍କୁ ସଂସଦୀୟ କ୍ଷେତ୍ର ଦାବି ଜଣାଇଲେ ସପ୍ତଗିରି

ଜୟପୁର,୧୨।୨(ନି.ପ୍ର.) - କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରିଙ୍କୁ ସାକ୍ଷାତ କରିଛନ୍ତି କୋରାପୁଟ ଏମ୍‌ପି ସପ୍ତଗିରି ଉଲ୍ଲାକା। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭି.କେ. ସିଂ ଓ ବିଜେଡି…

ଟ୍ରାଫିକ ଜାମ୍‌ରେ ଚାଲିଗଲା ଶିଶୁର ଜୀବନ

ଭୁବନେଶ୍ୱର, ୧୨।୨(ବ୍ୟୁରେ):ରାଜଧାନୀରେ ଟ୍ରାଫିକ ଜାମ୍‌ ଆଉ ଏକ ଜୀବନ ନେଇଛି। ରାସ୍ତା ଜାମ୍‌ରେ ଆମ୍ବୁଲାନ୍ସ ଫସି ରହିବାରୁ ଜଣେ ୫ବର୍ଷର ଶିଶୁପୁତ୍ରର ମୃତ୍ୟୁ ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ…

ଟୋକନ୍‌ ସମସ୍ୟା, ଚାଷୀ ହନ୍ତସନ୍ତ

ସୋନପୁର,୧୨।୨(ନି.ପ୍ର.) - ଅନଲାଇନ ଟୋକନ ବ୍ୟବସ୍ଥାରେ ସମସ୍ୟା ଯୋଗୁଁ ଚଳିତ ବର୍ଷ ସୁବର୍ଣ୍ଣପୁର ଜିଲାରେ ଧାନ ସଂଗ୍ରହ କ୍ଷେତ୍ରରେ ଚରମ ବିଶୃଙ୍ଖଳା ସୃଷ୍ଟି ହୋଇଛି। ନଭେମ୍ବର ୧୫…

ଛଦ୍ମ ରାଷ୍ଟ୍ରବାଦକୁ ‘ଝାଡୁ’:ଏକ ଅଙ୍କରେ ସୀମିତ ଭାଜପା, କଂଗ୍ରେସ ଏଥର ବି ମୂଳପୋଛ

ନୂଆଦିଲ୍ଲୀ,୧୨।୨ :ଯାହା ଅନୁମାନ କରାଯାଉଥିଲା ତାହା ହିଁ ହେଲା। ଦିଲ୍ଲୀରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ବିପୁଳ ବିଜୟ ହାସଲ କରିଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ତୃତୀୟଥର…

ଚିକିଛା ଲାଗି ଟଁକା ଅଭାବ୍‌: ଭଗବାନ ଭରସାରେ କର୍କଟ ରୁଗୀ ରତନୀ

ପର୍ଲା, ୧୨ା୨(ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଂଚଲ ପୋଡ଼ାଗୁଡ଼ା ପଁଚେତ୍‌ ମଙ୍ଗଳପୁର ଗଁାର ହୀରାଧର ନାଏକକଁର ମାଏକିନା ରତନୀ ନାଏକ(୫୫)। ସେ ଅନେକ ଦିନ୍‌…

ସାତ୍‌ସପନ ହେଇଛେ ପକା ରାସ୍‌ତା

ଜାମଟିକ୍ରା, ୧୨।୨ (ଡି.ଏନ୍‌.ଏ.)- ଦେଶ ସୁଆଧୀନ ହେବାର ୭୦ ବଛରନୁ ଅଧ୍‌କା ବିତିଗଲାନ। ହେଲେ ଆଏଜ୍‌ ବି ଆମର ରାଏଜେ ଏନ୍‌ତା ଗଁାଗଁଡ଼ା ଅଛେ ଯେନ୍‌କେ ଫିଦିନିଅଁା…

ପ୍ରାର୍ଥନାବେଳେ ଶ୍ରେଣୀଗୃହ ସଫା କରୁଛନ୍ତି ପିଲା

ନାଉଗଁା,୧୨ା୨(ସ୍ବ.ପ୍ର.): ବିଦ୍ୟାଳୟରେ ଶୈକ୍ଷିକ ବାତାବରଣକୁ ସରସ, ସୁନ୍ଦର କରିବା ସହିତ ପିଲାଙ୍କ ମସ୍ତିଷ୍କକୁ ଶୃଙ୍ଖଳିତ ରଖିବା ପାଇଁ ଦୈନିକ ପ୍ରାର୍ଥନା କରାଯାଇଥାଏ। ଏହି ପ୍ରାର୍ଥନାରେ କେବଳ ପିଲାମାନେ…