ବନ୍ଧୁକରେ ରୋମାନ୍ସ, ଫୁଟିଲା ଗୁଳି

ଭୁବନେଶ୍ୱର, ୧୧ା୨(ବ୍ୟୁରେ): ପ୍ରେମିକାଙ୍କ ଶରୀରରେ ବନ୍ଧୁକ ଲଗାଇ ରୋମାନ୍ସ କରୁଥିଲେ ପ୍ରେମିକ। ଅଜାଣତରେ ଦବି ହୋଇଯାଇଥିଲା ଟ୍ରିଗର। ବନ୍ଧୁକର ଗୋଟିଏ ଗୁଳି ପ୍ରେମିକାଙ୍କ ଜଙ୍ଘରୁ ବାହାରି ଗୋଡ଼ର…

ଅଟୋ ଓଲଟି ଜଣେ ମୃତ: ୨ ଗୁରୁତର

ଚାନ୍ଦବାଲି,୧୧।୨(ଡି.ଏନ.ଏ.)-ଭଦ୍ରକ ଜିଲା ମତୋ-ନାନ୍ଦପୁର ପ୍ରଧାନମନ୍ତ୍ରୀ ଗ୍ରାମସଡ଼କର କରାଣ୍ଡିମାଳ ଛକ ନିକଟରେ ସୋମବାର ରାତିରେ ଏକ ଯାତ୍ରିବାହୀ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଅଟୋ ଓଲଟି ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ…

ଜମି ଚିହ୍ନଟ ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ବାରିପଦା ଅଫିସ, ୧୧ା୨- ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟା ବ୍ଲକ ଅଧୀନ ଦୁଧିଆଶୋଳ ଗ୍ରାମବାସୀ ଜମି ପଟ୍ଟା ପାଇଥିବା ବେଳେ ସେମାନଙ୍କ ଜମି ଚିହ୍ନଟ ହୋଇପାରୁ ନାହିଁ। ଫଳରେ…

ଗଳାପୋଲ ନିର୍ମାଣ ଦାବିରେ ଜାତୀୟ ରାଜପଥ ଅବରୋଧ

ବାରିପଦା ଅଫିସ, ୧୧ା୨- ବାରିପଦା ସହର ମୁର୍ଗାବାଡ଼ି ଛକ ନିକଟସ୍ଥ ନିଗମାନନ୍ଦ ଆଶ୍ରମଠାରେ ନିର୍ମାଣଧିନ ପ୍ଲାଏଓଭରରେ ଏକ ଗଳା ପୋଲ ନିର୍ମାଣ ଦାବିରେ ଅଞ୍ଚଳବାସୀ ସୋମବାର ରାସ୍ତା…

ଡକାୟତି ଯୋଜନା ବେଳେ ୪ ଗିରଫ, ରିଭଲଭର ଜବତ

ସୋର, ୧୧ା୨(ଡି.ଏନ.ଏ.)-ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ଷ୍ଟେଶନ ନିକଟ ରାସ୍ତାରେ ରବିବାର ରାତିରେ ଡକାୟତି ଯୋଜନା କରୁଥିବା ବେଳେ ୪ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ପୋଲିସ କାବୁ କରିବାରେ ସକ୍ଷମ…

ଧାନ ବିକ୍ରି କରିପାରୁନି ଚାଷୀ: ସମବାୟ ସମିତି ସମ୍ମୁଖରେ ଧାରଣା

ଓପଦା, ୧୧।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ସଦର ତଳକିଆ ପଞ୍ଚାୟତର ତଳକିଆ ସେବା ସମବାୟ ସମିତି ସରକାରୀ ମଣ୍ଡିରେ ଧାନ ବିକ୍ରୟ ପାଇଁ ପଞ୍ଜୀକରଣ କରିଥିବା ଚାଷୀମାନେ…

ଦୋଷ ଘୋଡ଼ାଇବାକୁ ଉଦ୍ୟମ

ଭୁବନେଶ୍ୱର,୧୧।୨  (ବ୍ୟୁରୋ): ବିଦ୍ୟୁତ ବିଭାଗ ଅଧିକାରୀମାନଙ୍କ ଖାମଖିଆଲ ମନୋଭାବ ଯୋଗୁ ଅନେକ ସମୟରେ ଦୁର୍ଘଟଣା ଘଟୁଛି। ଉଜୁଡି ଯାଉଛି ଅନେକଙ୍କ ଘର ପରିବାର। ଘଟଣା ଘଟିବାର ଦିନେ…

୨୦୨୪ ସୁଦ୍ଧା ଗ୍ରାମାଞ୍ଚଳକୁ ସ୍ବଚ୍ଛ ପାଣି

ଢେଙ୍କାନାଳ ଅଫିସ,୧୧ା୨ ଢେଙ୍କାନାଳ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ସୋମବାର ଅପରାହ୍ନ ୫ଟାରେ ୧୮ତମ ଜିଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା…

ଆବାସ ପାଇଁ ଧାରଣା

ପରଜଙ୍ଗ, ୧୧।୨(ଡି.ଏନ.ଏ.) ଆବାସ ଯୋଜନା କେଳେଙ୍କାରୀକୁ ନେଇ ଚର୍ଚ୍ଚାରେ ରହିଛି ଢେଙ୍କାନାଳ ଜିଲାର ପରଜଙ୍ଗ ବ୍ଲକ। ସରକାରୀ ଅଧିକାରୀଙ୍କୁ ହାତ କରି ସ୍ବଚ୍ଛଳ ପରିବାର ହାତେଇ ନେଇଛନ୍ତି…

ଯୋରନ୍ଦା, କପିଳାସ, ସପ୍ତଶଯ୍ୟାର ହେବ ବିକାଶ

ଢେଙ୍କାନାଳ ଅଫିସ, ୧୧।୨ ବିଶ୍ୱ ପ୍ରସିଦ୍ଧ ମାଘମେଳା ଅବସରରେ ଯୋରନ୍ଦାସ୍ଥିତ ମହିମା ଗାଦି ଧୁନି ମନ୍ଦିର ସମ୍ମୁଖରେ ସୋମବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି ୩ୟ ମହିମା ମହୋତ୍ସବ।…