କୋଭିଡ-୧୯ରୁ ରକ୍ଷା ପାଇବାକୁ ଚାଇନା ଦେବ ପରାମର୍ଶ: ଭାଗନେବ ଭାରତ

ନୂଆଦିଲ୍ଲୀ,୨୦।୩: କରେନା ଭାଇରସ ବା କୋଭିଡ-୧୯ ଏବେ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ଭୂତାଣୁର ସଠିକ୍‌ ଚିକିତ୍ସା ପଦ୍ଧତି ନ ଥିବାରୁ ଏବେ…

ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୬କୁ ବୃଦ୍ଧି

ଲକ୍ଷ୍ନୌ,୨୦।୩: ଭାରତରେ ମହାମାରୀ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ପ୍ରତିଦିନ ବୃଦ୍ଧି ପାଉଛି। ଏହି ମହାମାରୀ ଦେଶର ୧୯ଟି ରାଜ୍ୟରେ ବ୍ୟାପିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ଦିନକୁ…

ହସ୍ପିଟାଲକୁ ୫୦,୦୦୦ ମାସ୍କ ଦାନ କଲା ଏକ କମ୍ପାନି

ସ୍ବିଡେନ୍‌ର ସରକାରୀ ହସ୍ପିଟାଲ (ଗୋଥେନ୍‌ବର୍ଗସ୍ଥିତ ସାହଲଗ୍ରେନ୍‌ସ୍କା ବିଶ୍ୱବିଦ୍ୟାଳୟ)କୁ ଏକ ଆସବାବପତ୍ର କମ୍ପାନି ୫୦,୦୦୦ ମାସ୍କ ଦାନ କରିଛି। ବର୍ତ୍ତମାନ ସମୟରେ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଥିବା…

କେଉଁଠି ହେବ ନିର୍ଭୟା ଦୋଷୀଙ୍କ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୨୦।୩: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଶୁକ୍ରବାର ଭୋର ୫ଟା ୩୦ରେ ଫାଶୀ ଖୁଣ୍ଟରେ ଝୁଲାଇ ଦିଆଯାଇଛି। ଏହାପରେ ବି ଏହି ମାମଲାକୁ ନେଇ ଆହୁରି…

ଘର ଉପରେ ବଜ୍ରପାତ: ଜଣେ ମୃତ,୨ଗୁରୁତର

ଠାକୁରମୁଣ୍ଡା,୨୦।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ନିକଟ ଜୁଡାମ୍ବ ଗ୍ରାମରେ ଗୁରୁବାର ସନ୍ଧ୍ୟାରେ ଏକ ଘର ଉପରେ ବଜ୍ରପାତ ଘଟିଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨…

ବର୍ଷା, ପବନରେ ଦାରିଙ୍ଗବାଡ଼ି ବେହାଲ : ତହସିଲଦାର, ବିଡିଓଙ୍କ ଘଟଣାସ୍ଥଳ ପରିଦର୍ଶନ

ଦାରିଙ୍ଗବାଡ଼ି,୨୦।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ହୋଇଥିବା ବର୍ଷା, ପବନ ଏବଂ କୁଆପଥର ବୃଷ୍ଟିରେ ଅଞ୍ଚଳ ବେହାଲ ହୋଇପଡ଼ିଛି । ଏଥିରେ ବହୁ…

୪୬୦ ଦିନରେ ଭାଙ୍ଗିଲା କମଲନାଥଙ୍କ ସରକାର

ଭୋପାଳ,୨୦।୩: ଯାହା ଆଶା କରାଯାଉଥିଲା ତାହାହିଁ ହେଲା। ମାତ୍ର ୧୫ ମାସ ଅର୍ଥାତ୍‌ ୪୬୦ ଦିନ ମଧ୍ୟରେ ମଧ୍ୟପ୍ରଦେଶରେ ଭାଙ୍ଗିଗଲା କଂଗ୍ରେସ ଶାସିତ କମଲନାଥ ସରକାର। ଶୁକବାର…

ଆଜି ନ୍ୟାୟ ହୋଇଛି: ମୋଦି

ନୂଆଦିଲ୍ଲୀ,୨୦।୩: ଦୀର୍ଘ ୭ବର୍ଷର ଅପେକ୍ଷାର ଅନ୍ତ ଘଟି ଶେଷରେ ନିର୍ଭୟା ଓ ତାଙ୍କ ପରିବାରଙ୍କୁ ନ୍ୟାୟ ମିଳିଛି। ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ୪ଜଣ ଦୋଷୀ…

ଦୁଇ ଏଲ୍‌ଏ ଲେକର୍ସ ଖେଳାଳି କୋଭିଡ୍‌-୧୯ରେ ପୀଡ଼ିତ

ଲସ ଏଞ୍ଜେଲ୍ସ, ୨୦।୩- ବହୁବାର ଏନ୍‌ବିଏ ଚାମ୍ପିୟନ ଲସ ଏଞ୍ଜେଲ୍ସ ଲେକର୍ସ ଦଳର ଦୁଇ ଜଣ ଖେଳାଳି ମାରାତ୍ମକ କୋଭିଡ୍‌-୧୯ରେ ପୀଡ଼ିତ। ସେମାନଙ୍କୁ ଡାକ୍ତରଙ୍କ ତତ୍ତ୍ୱାବଧାନରେ କ୍ୱାରାଣ୍ଟାଇନାରେ…

‘ଇଶ୍କ ମୈ ଫିର୍‌ ମରଜାଓ୍ବା’ ପାଇଁ ୧୦ କେଜିର ଲେହେଙ୍ଗା ପିନ୍ଧି ସମୁଦ୍ରରେ ଶୁଟିଂ କଲେ ହେଲୀ

‘ୟେ ରିସ୍ତା ହୈ ଫ୍ୟାର କେ’ ଏବଂ ‘ଲାଲ ଇଶ୍କ’ପରି ଲୋକପ୍ରିୟ ଧାରାବାହିକରେ ଅଭିନୟ କରି ଘରେ ଘରେ ନିଜର ପରିଚୟ ସୃଷ୍ଟି କରିପାରିଥିବା ଚର୍ଚ୍ଚିତ ଅଭିନେତ୍ରୀ…