୧୦ ଦିନ ବନ୍ଦ ହୋଇପାରେ ବମ୍ବେ ଷ୍ଟକ ଏକ୍ସଚେଞ୍ଜ

ନୂଆଦିଲ୍ଲୀ,୨୦-୩: କରୋନା ପ୍ରଭାବ ଯୋଗୁ ଶେୟାର ବଜାରର ନିବେଶକ ଏବେ ଛାନିଆ ହୋଇ ରହିଛନ୍ତି। ଏହାକୁ ବିଚାର କରି ବମ୍ବେ ଷ୍ଟକ ଏକ୍ସଚେଞ୍ଜକୁ ୧୦ ଦିନ ଲାଗି…

ନିବେଶକଙ୍କୁ ୧୯.୪୯ ଲକ୍ଷ କୋଟି କ୍ଷତି

ନୂଆଦିଲ୍ଲୀ,୨୦-୩: ଦେଶର ପୁଞ୍ଜି ବଜାରରେ ଲଗାତର ଭାବେ ଚତୁର୍ଥ ଦିନ ଲାଗି କାରବାର କ୍ଷତିରେ ଚାଲିଛି। ଏହି ସମୟ ମଧ୍ୟରେ ନିବେଶକଙ୍କୁ ୧୯.୪୯ ଲକ୍ଷ କୋଟି ଟଙ୍କାର…

ଘରୋଇ ସଂସ୍ଥାଙ୍କୁ ‘ଓ୍ବାର୍କ ଫ୍ରମ ହୋମ’ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୦-୩: ଏବେ ସାରା ଦେଶରେ କରୋନାରେ ୧୭୦ ଲୋକ ଆକ୍ରାନ୍ତ ହୋଇଛନ୍ତି। ଅନ୍ତର୍ଜାତୀୟ ଫ୍ଲାଇଟଗୁଡିକୁ ସରକାର ଆଗାମୀ କିଛି ଦିନ ବ୍ୟାନ କରି ଦେଇଛନ୍ତି। ଘରୋଇ କମ୍ପାନୀର…

ଇଣ୍ଡିଗୋ କର୍ମଚାରୀଙ୍କ ବେତନ ୨୫% ହ୍ରାସ

ନୂଆଦିଲ୍ଲୀ,୨୦-୩: ଦେଶର ସବୁଠାରୁ ବଡ ବିମାନ ସେବା ପ୍ରଦାନକାରୀ କମ୍ପାନୀ ଇଣ୍ଡିଗୋ ଏହାର କର୍ମଚାରୀଙ୍କ ବେତନରେ ୨୫% ହ୍ରାସ କରିବା ପାଇଁ ଘୋଷଣା କରିଛି। କର୍ମଚାରୀମାନେ ୨୫%…

ପ୍ରଭାବିତ କ୍ଷେତ୍ର ଲାଗି ଆସିବ ଆର୍ଥତ୍କ ପ୍ୟାକେଜ

ନୂଆଦିଲ୍ଲୀ,୨୦-୩: କରୋନା ଦ୍ୱାରା କ୍ଷତିଗ୍ରସ୍ତ କ୍ଷେତ୍ରଗୁଡିକୁ ସରକାର ସହାୟତା ପ୍ୟାକେଜ ପ୍ରଦାନ କରିବେ। ଏଥିଲାଗି ଏକ ଟାସ୍କଫୋର୍ସ ଗଠନ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଘୋଷଣା…

କରୋନା ମୁକାବିଲା: ଆଜି ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର,୨୦ା୩(ବ୍ୟୁରୋ): ସାରା ବିଶ୍ୱରେ କାୟା ବିସ୍ତାର କରୁଥିବା କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ସମ୍ମିଳିତ ଉଦ୍ୟମ ଜାରି ରହିଛି। ଓଡ଼ିଶାରେ ମଧ୍ୟ ସରକାର ସମସ୍ତ ଚେଷ୍ଟା…

୫ ବଛର ହେଲା ଖଟେ ପଡ଼ିଛନ୍‌ ଲମ୍ବୋଦର

ବିନିକା,୨୦।୩ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା କଲୋନୀ ପଡ଼ାର ଲମ୍ବୋଦର ବାଘ(୪୫)। ସେ ଅନେକ୍‌ ବଛର ହେଲା ମଧୁମେହ ରୋଗ୍‌ରେ ପୀଡ଼ିତ ଅଛନ୍‌। ଅଭାବ…

ପକ୍ଷାଘାତରେ ପୀଡ଼ିତ ଅଶୋକ: ଚିକିଛା ଲାଗି ଟଁକା ବାଧକ

ଖଡିଆଳ, ୨୦।୩ (ଡି.ଏନ୍‌.ଏ.)- ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଗୋଇମୁଣ୍ଡି ଗଁ। ର ଅଶୋକ ଚଲାନ(୪୨)। ସେ ଆଏଜ୍‌କେ ୧୫ ଦିନ୍‌ ତଲେ ପକ୍ଷାଘାତ ରୋଗ୍‌ରେ ଆକ୍‌ରଁ।…

ସଁକଟ୍‌ରେ ହସ୍ତତନ୍ତ ଶିଳ୍ପ, କାରିଗର: ପୋରଛାହନ୍‌, ସୂତା ଅଭାବ ମୁଖିଆ ସମସିଆ

ଭବାନୀପାଟଣା,୨୦।୩ (ଡି.ଏନ୍‌.ଏ.)- ସରକାରୀ ପୋରଛାହନ୍‌ ଆର ସୂତା ଅଭାବ ଲାଗି ହସ୍ତତନ୍ତ ଶିଳ୍ପ ସଁକଟରେ ରହିଛେ। ଇଥ୍‌ରେ ଖାଲି ଶିଳ୍ପ ନୁହେ କାରିଗରମାନକର ଜିବ୍‌କା ବି ବୁଡୁଛେ।…

ଆବାସ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ

ଜହ୍ନାପଙ୍କ, ୨୦।୩ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖି, ନିଅଁ।ସି, ଦିବ୍ୟାଙ୍ଗମାନକୁ ପ୍ରଧାନମନ୍ତ୍ରୀ ଆବାସ, ଇନ୍ଦିରା ଆବାସ, ବିଜୁ ପକାଘର ଯୋଜନାରେ ପକାଘର…